ବାଲେଶ୍ୱର

ଧାାନ କିଣାରେ ଅନିୟମିତତା ନେଇ ସମିତି ସିଲ୍‌

ସୋର,୨୩।୨(ଡି.ଏନ.ଏ.): ସୋର ଉତ୍ତରେଶ୍ୱର ସେବା ସମିତିକୁ ରବିବାର ମଧ୍ୟାହ୍ନରେ ସିଲ୍‌ କରାଯାଇଛି। ଧାନକିଣାରେ ଅନିୟମିତତା ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଠାରେ ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ମ୍ୟୁନିସିପାଲିଟିର ବରିଷ୍ଠ…

ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ କରି ୫ ଖଣି ମାଫିଆଙ୍କୁ ଗିରଫ କରିଛିି ା ଏଥିସହ ଗୋଟିଏ ଟ୍ରକ୍‌ ସମେତ…

ସୁଧୁରିନ ପୌରାଞ୍ଚଳ ରାସ୍ତା: ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ପୌରାଞ୍ଚଳର ବିଭିନ୍ନ ୱାର୍ଡ଼ରେ ମୁଖ୍ୟ ରାସ୍ତାଗୁଡ଼ିକର ଦୁରବସ୍ଥା ପାଇଁ ସହରବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ରାସ୍ତାଗୁଡ଼ିକର ମରାମତି ଏବଂ ନବୀକରଣ କରାଯିବା ପାଇଁ ଗୁରୁବାର ନଗର ଭାଜପା ପକ୍ଷରୁ ପୌରପାଳ ନିର୍ବାହୀ…

ଆରମ୍ଭ ହେଲା ଆକ୍ୱା ଏକ୍ସପୋ ଓଡ଼ିଶା: ବୈଜ୍ଞାନିକ ପ୍ରଣାଳୀରେ ଉଦ୍ୟୋଗ ସ୍ଥାପନ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ସହର ଆଇଟିଆଇ ପଡ଼ିଆରେ ଓଡ଼ିଶା ଆକ୍ୱାଟିକ୍‌ ଫିଡ୍‌ ଡିଲର୍ସ ଆସୋସିଏଶନ୍‌, ସି ଫୁଡ୍‌ ଏକ୍ସପୋର୍ଟସ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ ରାଜ୍ୟ ଶାଖା ଓ ଓଡ଼ିଶା ସ୍ରିମ୍ପ ଫାର୍ମର୍ସ ଆସୋସିଏଶନ୍‌ ଦ୍ୱାରା ବାଲେଶ୍ୱର ଚ୍ୟାମ୍ବର ଅଫ୍‌ ଇଣ୍ଡଷ୍ଟ୍ରି ଆଣ୍ଡ…

ଝାଡାବାନ୍ତିରେ ମହିଳାଙ୍କ ମୃତ୍ୟୁ, ୪ ଆକ୍ରାନ୍ତ

ବାହାନଗା୨୨ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଖନ୍ତାପଡା ଥାନା ଅଧୀନ ଦକ୍ଷୀଣନରସିଂପୁର ପଞ୍ଚାୟତ ଚଷାଖଣ୍ଡ ଗ୍ରାମର ଦଳେଇ ସାହିରେ ଝାଡାବାନ୍ତି ବ୍ୟାପି ଗତ ୪ଦିନ ମଧ୍ୟରେ ୫ଜଣ ମହିଳା ଓ ପୁରୁଷ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁତର ଥିବା ଜଣେ…

କପି କରି ଧରାପଡିଲେ ୫ ପରୀକ୍ଷାର୍ଥୀ

ଭୋଗରାଇ,୨୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଭଗବାନଚନ୍ଦ୍ର ହାଇସ୍କୁଲ କଟିସାହି ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ୪ଜଣ ଓ ଲୋକନାଥ ହାଇସ୍କୁଲ ମହାଗବ ପରୀକ୍ଷାକେନ୍ଦ୍ରରୁ ଜଣେ ପରୀକ୍ଷାର୍ଥୀ କପି କରି ଧରାପଡିଛନ୍ତି। ଶନିବାର ମାଟ୍ରିକ ପରୀକ୍ଷା ଦ୍ୱିତୀୟ ଦିନରେ ଇଂରାଜୀ ବିଷୟ…

ସବୁଠି ‘ଓଁ ନମଃ ଶିବାୟ’: ଭୁଷଣ୍ଡେଶ୍ୱର ଓ ଚନ୍ଦନେଶ୍ୱର ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଭୋଗରାଇ,୨୧।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଏସିଆର ସର୍ବବୃହତ ଶିବ ଲିଙ୍ଗ ଭୁଷଣ୍ଡେଶ୍ୱର ଓ ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କଠାରେ ମହାଶିବରାତ୍ରି ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରିଛନ୍ତି। ବଡ଼ି ଭୋର୍‌ରୁ ଭକ୍ତମାନେ ଶିବ ଆରାଧନା ସହ ଜଳାଭିଷେକ କରିଛନ୍ତି।…

ମଦ ବେପାରୀଙ୍କ ଆକ୍ରମଣରେ ୫ ମହିଳା ଆହତ

ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର ଶିକାର ହୋଇଥିବା…

ନେସ୍କୋର ବକେୟା ବିଦ୍ୟୁତ୍‌ ବିଲ ଆଦାୟ, ସଂଯୋଗ ବିଚ୍ଛିନ୍ନ ଅଭିଯାନ: ୪ ଦିନରେ ଆଦାୟ ହେଲା ୫କୋଟି ୩୭ଲକ୍ଷ

ବାଲେଶ୍ୱର ଅଫିସ, ୨୧।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୩୨ଟି ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବକେୟା ବିଦ୍ୟୁତ୍‌ ବିଲ ଆଦାୟ ଓ ସଂଯୋଗ ବିଚ୍ଛିନ୍ନ ଅଭିଯାନ ଆରମ୍ଭ କରାଯାଇଛି। ବୁଧବାର ସୁଦ୍ଧା…

‘ମିଳିଥିବା ଜମି ବାସୋପଯୋଗୀ ନୁହେଁ’

ବାଲେଶ୍ୱର ଅଫିସ, ୨୧।୨-ବାଲେଶ୍ୱର ଜିଲା ସଦର ତହସିଲ ଅଧୀନ ଚାନ୍ଦିପୁର ଆର୍‌ଆଇ ଅଫିସ୍‌ରୁ ଭୂମିହୀନ ଚିହ୍ନଟ ହୋଇ ହିଡ଼ିଗାଁ ପଞ୍ଚାୟତରେ ୩୧ଜଣ ଆଦିବାସୀ ୫ବର୍ଷ ପୂର୍ବରୁ ପଟ୍ଟା ପାଇଥିଲେ। ନିଜର ଜମି ଚିହ୍ନଟ ଦାବି କରି ଗତ ୧୪ ତାରିଖରେ ଭୂମିହୀନମାନେ…

ନିମ୍ନମାନର ରାସ୍ତାକୁ ନେଇ ଉତ୍ତେଜନା: କାମ ବନ୍ଦ କଲେ ଗ୍ରାମବାସୀ

ଖଇରା, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନିର୍ମାଣାଧୀନ ଆଳଦା-କଇଥଗଡିଆ ପ୍ରଧାନମନ୍ତ୍ରୀ ସଡକ ଅତ୍ୟନ୍ତ ବେପରୁଆ ଭାବେ ଚାଲିଛି ା ବ୍ୟବହୃତ କଞ୍ଚମାଲ ଅତ୍ୟନ୍ତ ନିମ୍ନମାନର ହୋଇଥିବା ବେଳେ ଯେତିକି କାମ ସମ୍ପୂର୍ଣ୍ଣ ହୋଇଛି ତାହା ନଷ୍ଟ ହେବାକୁ ବସିଲାଣି ା…

ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା

ବାଲେଶ୍ୱର ଅଫିସ,୨୦।୨-ବାଲେଶ୍ୱର ସହର ବାଲିଆ ବୃନ୍ଦାବତୀ ବିହାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ‘ବିଶ୍ୱ ମାତୃଭାଷା ଦିବସ’ ଗୁରୁବାର ପାଳିତ ହୋଇଯାଇଛି। ପ୍ରତିବର୍ଷ ଫେବୃୟାରୀ ୨୧ ତାରିଖକୁ ବିଶ୍ୱ ମାତୃଭାଷା ଦିବସ ରୂପେ ପାଳନ କରାଯାଏ। ମାତ୍ର ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?