ବାଲେଶ୍ୱର

ବାଇକ୍‌କୁ ପଛରୁ ପିଟିଲା କାର୍‌

ସିମୁଳିଆ,୧୪।୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୫କି.ମି. ଦୂର ଜାତୀୟ ରାଜପଥର ଜାମୁଝାଡି ଡାଇଭର୍ସନ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବାଲେଶ୍ବର ଅଭିମୁଖେ ଯାଉଥିବା ମୋଟରସାଇକେଲ (ଓଡି-୦୧-ଜେଡ୍‌- ୩୮୮୪)କୁ ପଛପଟୁ ଏକ କାର୍‌ (ଓଡି-୦୨-ଏଏନ୍‌-୦୧୫୪) ଧକ୍କା ଦେବା ଯୋଗୁ…

ବିଶ୍ୱରଞ୍ଜନ ପାଣିଗ୍ରାହୀଙ୍କୁ ମହତାବ ପ୍ରତିଭାରେ ସମ୍ମାନିତ

ହାଟଡିହୀ,୧୪।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ବିଶ୍ୱରଞ୍ଜନ ପାଣିଗ୍ରାହୀଙ୍କୁ ଡ. ମହତାବ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଛି । ଆଗରପଡ଼ାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଭଣ୍ଡାରୀପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ,…

ଗଙ୍ଗାସାଗରରେ ବୁଡ଼ପକାଇଲେ ୪୦ ଲକ୍ଷ ପୁଣ୍ୟାର୍ଥୀ

ଭୋଗରାଇ,୧୪।୧(ଡି.ଏନ୍‌.ଏ.): ପଶ୍ଚିମ ବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଉପଲକ୍ଷେ ମଙ୍ଗଳବାର ସାହି ସ୍ନାନରେ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ମକର ବୁଡ଼ ପକାଇଛନ୍ତି । ଓଡ଼ଶାରୁ ଅନ୍ୟୁନ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସେଠାକୁ ଯାଇଥିବା…

ଅଦ୍ୱିତୀୟ ସ୍ରଷ୍ଟା ଫକୀରମୋହନ ଥିଲେ ପ୍ରଚଣ୍ଡ ସ୍ବାଭିମାନୀ

ବାଲେଶ୍ୱର ଅଫିସ, ୧୪।୧-ବାଲେଶ୍ୱର ଜିଲା ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ବ୍ୟାସକବି ଫକୀରମୋହନଙ୍କର ୧୭୭ତମ ଜୟନ୍ତୀ ସମାରୋହ ସୋମବାର ଅନୁଷ୍ଠିତ ହୋଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମଧୁମିତା ଦାସ ସଭାପତିତ୍ୱ କରି ଜୟନ୍ତୀ ପାଳନର ପ୍ରାସଙ୍ଗିକତା ସମ୍ପର୍କରେ ମତ ଦେଇଥିଲେ। ସେ…

ଧାନମଣ୍ଡି ନିକଟରେ ଭାଙ୍ଗି ପଡିଲା ଗଛ: ଚାଷୀ ଗୁରୁତର

ଔପଦା, ୧୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ବଡ଼ପୋଖରୀ ସେବା ସମବାୟ ସମିତି ପକ୍ଷରୁ କିଣାଯାଉଥିବା ଧାନମଣ୍ଡି ନିକଟରେ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଏକ ବିରାଟ ଶୁଖିଲା ତେନ୍ତୁଳି ଗଛ ହଠାତ୍‌ ଭାଙ୍ଗି ପଡ଼ିଥିଲା। ସେଠାରେ ଥିବା ବଡପୋଖରୀ ଗ୍ରାମର ଚାଷୀ ସନ୍ତୋଷ…

‘ଭୂମିହୀନଙ୍କୁ ଜମି ଯୋଗାଇ ଦିଆଯାଉ’

ବାଲେଶ୍ୱର ଅଫିସ,୧୪।୧-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଶ୍ରୀକୋଣା, ହିଡ଼ିଗାଁ ପଞ୍ଚାୟତ ଅଞ୍ଚଳର ଭୂମିହୀନ ଆଦିବାସୀ ଓ ଦଳିତମାନେ ଦୀର୍ଘଦିନ ଧରି ରହିଆସୁଥିବାରୁ ସେମାନଙ୍କୁ ସରକାରଙ୍କ ପକ୍ଷରୁ ଜମି ଯୋଗାଇଦେବା ପ୍ରତିବାଦରେ ସୋମବାର ଭାରତୀୟ କ୍ଷେତ ମଜଦୁର ୟୁନିଅନ ଜିଲା କମିଟି ପକ୍ଷରୁ ଜିଲାପାଳଙ୍କ…

‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’

ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ିଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାମତ୍ିକ ବ୍ୟକ୍ତିବିଶେଷ ସୁରକ୍ଷିତ ନୁହନ୍ତି। ସମାଜରେ ଅରାଜକତା, ନୀତିହୀନ ରାଜନୀତି, ଅସାମାଜିକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗରେ ଜେଲ୍‌ ଗଲେ ସ୍ବାମୀ

ରୂପ୍‌ସା,୧୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡ଼ି ଗ୍ରାମର ସଞ୍ଜୁ ତରେଇ ନାମ୍ନୀ ମହିଳାଙ୍କୁ ହତ୍ୟା ଅଭିଯୋଗରେ ବସ୍ତା ପୋଲିସ ତାଙ୍କ ସ୍ବାମୀ ଶଙ୍କର ତରେଇଙ୍କୁ ରବିବାର ଗିରଫ କରିଛି। ସଞ୍ଜୁଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହେବା ପରେ…

ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର

ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍‌ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ଉକ୍ତ ହୋଟେଲ ମ୍ୟାନେଜରଙ୍କ ସହ ପୀଡ଼ିତାଙ୍କୁ ଅଟକ ରଖି ପଚରାଉଚରା କରୁଛି।…

ସିଆରଜେଡ଼ ଜନଅଭିଯୋଗ ଶୁଣାଣି: ଆସିଲେନି ବିଭାଗୀୟ ଅଧିକାରୀ, ତହସିଲଦାର ହଟହଟା

ବାଲିଆପାଳ,୧୩।୧(ସ୍ବ.ପ୍ର.)-ସାମୁଦ୍ରିକ ତଟବର୍ତ୍ତୀ ପରିଚାଳନା ଜୋନ (ସିଆରଜେଡ୍‌)ର ପ୍ରସ୍ତାବିତ ନକ୍ସା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଏବଂ ଲୋକଙ୍କଠାରୁ ଅଭିଯୋଗ ଶୁଣିବା ପାଇଁ ବାଲିଆପାଳ ତହସିଲଦାର ସୋମବାର ତାରିଖ ଧାର୍ଯ୍ୟ କରିବା ସହିତ ସର୍ବସାଧାରଣଙ୍କୁ ନୋଟିସ ଦେଇଥିଲେ। ଏହି ଶିବିରକୁ ବିଭିନ୍ନ ବିଭାଗର…

‘ବିପ୍ଲବୀ କେବେ ମରିପାରେନା’

ଜଳେଶ୍ୱର, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ସ୍ବର୍ଗତ ଗଦାଧର ଗିରି ଜଣେ କ୍ରାନ୍ତିବୀର, ଆଦର୍ଶବାଦୀ ଓ ଜନଦରଦୀ ନେତା ଥିଲେ। ବିପ୍ଲବୀ କେବେ ମରିପାରେନା । ଆଦର୍ଶ ଜୀବନ ଅପରାଜେୟ । ସ୍ବର୍ଗତ ଗିରିଙ୍କ ୩୩ ତମ ଶ୍ରାଦ୍ଧ ବାର୍ଷିକୀ…

ଜାତୀୟ ରାଜପଥରେ ପ୍ରାଣୀଧନ ପରିବହନ

ଜଳେଶ୍ୱର, ୧୩।୧(ସ୍ବ.ପ୍ର.)- ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥ ଓ ୫୭ନଂ. ରାଜ୍ୟ ରାଜପଥରେ ଛେଳି, ମେଣ୍ଢା ଓ ଗୋରୁ ଆଦି ଗୃହପାଳିତ ପ୍ରାଣୀଙ୍କୁ ବିଭିନ୍ନ ଗାଡ଼ିରେ ବାହାର ରାଜ୍ୟକୁ ଚାଲାଣ କରାଯାଉଥିଲେ ମଧ୍ୟ ଏହାକୁ ରୋକା ଯାଇପାରୁନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri