ଖଇରା ମହାବିଦ୍ୟାଳୟର ସାମ୍ବତ୍ସରିକ ଉତ୍ସବ: ମନ ମୋହିଲା ନାଟକ ‘ଡଷ୍ଟବିନର ଝିଅ’
ଖଇରା, ୧୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲାର ପ୍ରମୁଖ କଲେଜ ଖଇରା କଲେଜର ସାମ୍ବତ୍ସରିକ ଉତ୍ସବ ସଭା ସାଙ୍ଗକୁ ନୃତ୍ୟଗୀତ ଓ ଯାତ୍ରା ପରିବେଷଣ ମଧ୍ୟରେ ଶେଷ ହୋଇ ଯାଇଛି ା ଖଇରା ମହାବିଦ୍ୟାଳୟ ଅଧ୍ୟକ୍ଷ ଡ ପ୍ରମୋଦ ଉପାଧ୍ୟାୟଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ…
ବିଦ୍ୟୁତ ସଂସ୍ପର୍ଶରେ ଆସି କର୍ମଚାରୀ ଗୁରୁତର
ବସ୍ତା, ୧୪।୧(ଡି.ଏନ.ଏ.)-ବସ୍ତା ଥାନା ଅନ୍ତର୍ଗତ ସଦାନନ୍ଦପୁର ଗ୍ରାମ ନିକଟରେ ବସ୍ତା ବିଦ୍ୟୁତ୍ ବିଭାଗର କର୍ମଚାରୀ ହେମନ୍ତ କୁମାର ରଣା ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।…
ମୁର୍ମୂଷୁ ଅବସ୍ଥାରେ ଯୁବକଙ୍କୁ ଡାକ୍ତରଖାନା ନେଲେ ଏସ୍ଡ଼ିପିଓ
ଜଳେଶ୍ୱର, ୧୪।୧(ସ୍ବ.ପ୍ର.)-ଜଳେଶ୍ୱର-ଚନ୍ଦନେଶ୍ୱର-ଦୀଘା ୫୭ତମ ରାଜ୍ୟ ରାଜପଥର ଧାନସିମୁଳିଆସ୍ଥିତ ଦୀନକୃଷ୍ଣ ମହାବିଦ୍ୟାଳୟ ସମ୍ମୁଖରେ ଏକ ରାସ୍ତା ଦୁର୍ଘଟଣାରେ ଗୁରୁତର ହୋଇ ପଡ଼ିରହିଥିବା ଯୁବକଙ୍କୁ ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କରି ଜଳେଶ୍ୱର ଏସ୍ଡିପିଓ ନିଜ ଗାଡିରେ ଜିକେଭଟ୍ଟର ହସ୍ପିଟାଲକୁ ନେଇ ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି।…
ବାଇକ୍କୁ ପଛରୁ ପିଟିଲା କାର୍
ସିମୁଳିଆ,୧୪।୧(ଡି.ଏନ୍.ଏ.)- ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୫କି.ମି. ଦୂର ଜାତୀୟ ରାଜପଥର ଜାମୁଝାଡି ଡାଇଭର୍ସନ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବାଲେଶ୍ବର ଅଭିମୁଖେ ଯାଉଥିବା ମୋଟରସାଇକେଲ (ଓଡି-୦୧-ଜେଡ୍- ୩୮୮୪)କୁ ପଛପଟୁ ଏକ କାର୍ (ଓଡି-୦୨-ଏଏନ୍-୦୧୫୪) ଧକ୍କା ଦେବା ଯୋଗୁ…
ବିଶ୍ୱରଞ୍ଜନ ପାଣିଗ୍ରାହୀଙ୍କୁ ମହତାବ ପ୍ରତିଭାରେ ସମ୍ମାନିତ
ହାଟଡିହୀ,୧୪।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ବିଶ୍ୱରଞ୍ଜନ ପାଣିଗ୍ରାହୀଙ୍କୁ ଡ. ମହତାବ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଛି । ଆଗରପଡ଼ାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଭଣ୍ଡାରୀପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ,…
ଗଙ୍ଗାସାଗରରେ ବୁଡ଼ପକାଇଲେ ୪୦ ଲକ୍ଷ ପୁଣ୍ୟାର୍ଥୀ
ଭୋଗରାଇ,୧୪।୧(ଡି.ଏନ୍.ଏ.): ପଶ୍ଚିମ ବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଉପଲକ୍ଷେ ମଙ୍ଗଳବାର ସାହି ସ୍ନାନରେ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ମକର ବୁଡ଼ ପକାଇଛନ୍ତି । ଓଡ଼ଶାରୁ ଅନ୍ୟୁନ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସେଠାକୁ ଯାଇଥିବା…
ଅଦ୍ୱିତୀୟ ସ୍ରଷ୍ଟା ଫକୀରମୋହନ ଥିଲେ ପ୍ରଚଣ୍ଡ ସ୍ବାଭିମାନୀ
ବାଲେଶ୍ୱର ଅଫିସ, ୧୪।୧-ବାଲେଶ୍ୱର ଜିଲା ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ବ୍ୟାସକବି ଫକୀରମୋହନଙ୍କର ୧୭୭ତମ ଜୟନ୍ତୀ ସମାରୋହ ସୋମବାର ଅନୁଷ୍ଠିତ ହୋଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମଧୁମିତା ଦାସ ସଭାପତିତ୍ୱ କରି ଜୟନ୍ତୀ ପାଳନର ପ୍ରାସଙ୍ଗିକତା ସମ୍ପର୍କରେ ମତ ଦେଇଥିଲେ। ସେ…
ଧାନମଣ୍ଡି ନିକଟରେ ଭାଙ୍ଗି ପଡିଲା ଗଛ: ଚାଷୀ ଗୁରୁତର
ଔପଦା, ୧୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ବଡ଼ପୋଖରୀ ସେବା ସମବାୟ ସମିତି ପକ୍ଷରୁ କିଣାଯାଉଥିବା ଧାନମଣ୍ଡି ନିକଟରେ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଏକ ବିରାଟ ଶୁଖିଲା ତେନ୍ତୁଳି ଗଛ ହଠାତ୍ ଭାଙ୍ଗି ପଡ଼ିଥିଲା। ସେଠାରେ ଥିବା ବଡପୋଖରୀ ଗ୍ରାମର ଚାଷୀ ସନ୍ତୋଷ…
‘ଭୂମିହୀନଙ୍କୁ ଜମି ଯୋଗାଇ ଦିଆଯାଉ’
ବାଲେଶ୍ୱର ଅଫିସ,୧୪।୧-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଶ୍ରୀକୋଣା, ହିଡ଼ିଗାଁ ପଞ୍ଚାୟତ ଅଞ୍ଚଳର ଭୂମିହୀନ ଆଦିବାସୀ ଓ ଦଳିତମାନେ ଦୀର୍ଘଦିନ ଧରି ରହିଆସୁଥିବାରୁ ସେମାନଙ୍କୁ ସରକାରଙ୍କ ପକ୍ଷରୁ ଜମି ଯୋଗାଇଦେବା ପ୍ରତିବାଦରେ ସୋମବାର ଭାରତୀୟ କ୍ଷେତ ମଜଦୁର ୟୁନିଅନ ଜିଲା କମିଟି ପକ୍ଷରୁ ଜିଲାପାଳଙ୍କ…
‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’
ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍ୟ ବଢ଼ିଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାମତ୍ିକ ବ୍ୟକ୍ତିବିଶେଷ ସୁରକ୍ଷିତ ନୁହନ୍ତି। ସମାଜରେ ଅରାଜକତା, ନୀତିହୀନ ରାଜନୀତି, ଅସାମାଜିକ…
ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗରେ ଜେଲ୍ ଗଲେ ସ୍ବାମୀ
ରୂପ୍ସା,୧୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡ଼ି ଗ୍ରାମର ସଞ୍ଜୁ ତରେଇ ନାମ୍ନୀ ମହିଳାଙ୍କୁ ହତ୍ୟା ଅଭିଯୋଗରେ ବସ୍ତା ପୋଲିସ ତାଙ୍କ ସ୍ବାମୀ ଶଙ୍କର ତରେଇଙ୍କୁ ରବିବାର ଗିରଫ କରିଛି। ସଞ୍ଜୁଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହେବା ପରେ…
ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର
ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ଉକ୍ତ ହୋଟେଲ ମ୍ୟାନେଜରଙ୍କ ସହ ପୀଡ଼ିତାଙ୍କୁ ଅଟକ ରଖି ପଚରାଉଚରା କରୁଛି।…
Archives


