ବାଲେଶ୍ୱର

ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି

ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ ମଧ୍ୟ ଅଦ୍ୟାବଧି ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି। ଏହାର...

ପୋଖରୀରେ ବୁଡ଼ି ବାଳକ ମୃତ, ନନ୍ଦିକା ଗ୍ରାମରେ ଶୋକାକୁଳ ପରିବେଶ

ଜଳେଶ୍ୱର, ୩ା୯-ଜଳେଶ୍ୱର ପୌରାଞ୍ଚଳର ୧୩ ନଂ. ୱାର୍ଡ଼ ନନ୍ଦିକା ଗ୍ରାମର ୯ବର୍ଷର ବାଳକ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ନନ୍ଦିକା ଗ୍ରାମର ବିଜୟ ଗିରିଙ୍କ ପୁଅ...

ମିନିଷ୍ଟାଡ଼ିୟମ୍‌ ପରିଦର୍ଶନ କଲେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ

ବାଲେଶ୍ୱର ଅଫିସ, ୩।୯-ବାଲେଶ୍ୱର ବିଜୁ ଛାତ୍ର ଜନତା ଦଳ ତରଫରୁ ଜିଲାସଭାପତି ସିମନ ଦାସ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ସ୍ବାଗତ କରାଯାଇଛି। ଏଥିସହ କ୍ରାଡା କ୍ଷେତ୍ରରେ କିପରି ଉନ୍ନତି କରାଯାଇପାରିବ...

ଓଭରବ୍ରିଜ୍‌ ସୁରକ୍ଷା ଚିନ୍ତା: ଅଣ୍ଟା ଭିଡ଼ିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୩।୯ – ବାଲେଶ୍ୱର ଫକୀରମୋହନ ଗୋଲେଇଠାରୁ ସହଦେବଖୁଣ୍ଟା ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଗତ ୧୯୮୪ରେ ଲୋକାର୍ପିତ ଓଡ଼ିଶାର ପ୍ରଥମ ଓଭରବ୍ରିଜ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ସୁରକ୍ଷା ଓ ମରାମତି ଲାଗି କୌଣସି ଠୋସ ପଦକ୍ଷେପ ନିଆଯାଉ ନ ଥିବାରୁ...

ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ

ସଜନାଗଡ଼, ୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌୍‌ପୁର ଥାନା ମାଟିଆଳି ପଞ୍ଚାୟତ ଦୁର୍ଗାପୁର ଗ୍ରାମର ସର୍ବେଶ୍ୱର ଖଣ୍ଡେଇଙ୍କ ପୁଅ ଜିତେନ୍ଦ୍ର (୧୪)ଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ରବିବାର ରାତିରେ ଖାଇ ଶୋଇଥିବା ବେଳେ ବିଳମ୍ବିତ ରାତିରେ ସେ ଛାତିରେ...

ଉପାଧ୍ୟକ୍ଷାଙ୍କ ମାଡ଼ରେ ଛାତ୍ରୀ ଆହତ: ପୋଲିସ ହସ୍ତକ୍ଷେପ ପରେ ପରିସ୍ଥିତି ସ୍ବାଭାବିକ

ବାଲେଶ୍ୱର ଅଫିସ, ୨।୯-ବାଲେଶ୍ୱର ଟାଉନ ଥାନା ଅଧୀନ ଚୁନଭାଟି ଅଞ୍ଚଳରେ ଥିବା ବେସିକ ସାଇନ୍ସ କଲେଜରେ ଗଣେଶ ପୂଜା ଚାଲିଥିବା ବେଳେ ଛାତ୍ର ଅଶାନ୍ତି ଦେଖାଦେଇଛି। କଲେଜ ଉପାଧ୍ୟକ୍ଷା ନୀଳିମା ମଢୁଆଳ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିବାରୁ ସେ କିଛି...

ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନରେ ତାମିଲନାଡୁ ଇଞ୍ଜିନିୟରିଂ ଛାତ୍ରଙ୍କ ସଚେତନତା ପଦଯାତ୍ରା

ଭୋଗରାଇ, ୨।୯(ଡ଼ି.ଏନ୍‌.ଏ.): ତାମିଲନାଡୁ ମେକାନିକାଲ ଇଞ୍ଜିନିୟରିଂର ଛାତ୍ର ଇନସନଇବେଲ ଜୋଶେଫ ରାଜ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ପାଇଁ ଅଣ୍ଟା ଭିଡିଛନ୍ତି। ଏଥିପାଇଁ ସେ ଏକ ସଚେତନତା ବାର୍ତ୍ତା ନେଇ ପଶ୍ଚିମବଙ୍ଗ ହାୱଡ଼ାରୁ ୧୮୦ କିଲୋମିଟର ପଦଯାତ୍ରା କରି ସୋମବାର...

ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର

ରୂପ୍‌ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ ହୋଇପଡ଼ିଛି। ଏହି ଓ୍ବାର୍ଡ଼ର ଶହେ ପରିବାରର ୬ଶହରୁ ଊର୍ଦ୍ଧ୍ୱ ଲୋକ ପାଣି ଭିତରେ...

ଗ୍ୟାଙ୍ଗଷ୍ଟର ପାପା ପଣ୍ଡା ଗିରଫ

ବାଲେଶ୍ୱର ଅଫିସ,୧।୯-ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ ଦୀର୍ଘଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଗ୍ୟାଙ୍ଗଷ୍ଟର ପାପା ଓରଫ୍‌ ଚିନ୍ମୟ ପଣ୍ଡା (୪୦)ଙ୍କୁ ବାଲେଶ୍ୱର ପୋଲିସ ଗିରଫ କରିଛି। ତାଙ୍କ ନାମରେ ସହଦେବଖୁଣ୍ଟା ମଡ଼େଲ ଥାନାରେ ୪, ଟାଉନ୍‌ ଥାନାରେ...

ଯଦୁନାଥ କଲେଜରେ ର଼୍ୟାଗିଂରୁ ଉତ୍ତେଜନା: ପ୍ରତିଶୋଧ ନେଲେ ଜୁନିୟର ଛାତ୍ର

ବାଲେଶ୍ୱର ଅଫିସ/ରସାଳପୁର, ୧।୯(ଡି.ଏନ.ଏ.)-ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ଘଟଣାକୁ ନେଇ ଦୁଇ ଛାତ୍ରଗୋଷ୍ଠୀ ମୁହଁାମୁହିଁ ହେବା ଏବଂ ଜୁନିୟର ଛାତ୍ରମାନେ ପ୍ରତିଶୋଧ ପରାୟଣ ହୋଇ ଜଣେ ସିନିୟର ଛାତ୍ରଙ୍କୁ ପୋଖରୀରେ ବୁଡାଇ ମାଡ ମାରୁଥିବା ଘଟଣା ପଦାକୁ ଆସିଛି। ଏ ସଂକ୍ରାନ୍ତ ଏକ...

୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ଠକେଇ

ଖଇରା, ୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ସାରଡାଙ୍ଗ, ନନ୍ଦୁର, ଝିଙ୍କିରିଆ, ସୁଣ୍ଢିରା ଆଦି ପଞ୍ଚାୟତର ଚାଷୀମାନଙ୍କଠାରୁ ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ନେଇ ଅର୍ଥ ପରିଶୋଧ ନ କରି ଜଣେ ଧାନ ବ୍ୟବସାୟୀ ଫେରାର ହୋଇଯାଇଛନ୍ତି। ଚାଷୀମାନେ ତାଙ୍କୁ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୪ ଶ୍ରମିକ ଆହତ

ରସାଳପୁର,୩୧।୮(ଡି.ଏନ.ଏ.)- ବାଲେଶ୍ୱର ସହରର ଆଇଟିଆଇ ପଡ଼ିଆ ପାର୍ଶ୍ୱରେ ବିଦ୍ୟୁତ୍‌ ଖୁଣ୍ଟ ପୋତିବା କାମରେ ନିୟୋଜିତ ୪ ଠିକା ଶ୍ରମିକ ଶନିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଆହତ ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଶ୍ରମିକମାନେ ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri