ବାଲେଶ୍ୱର

ନିଯୁକ୍ତି ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ପୌରାଞ୍ଚଳରେ ସଫେଇ କାର୍ଯ୍ୟ ପାଇଁ ଫେବୃୟାରୀ ପହିଲାରୁ ନୂତନ ଠିକାଦାର ନିଯୁକ୍ତି ହୋଇଛନ୍ତି। ଦୀର୍ଘବର୍ଷ ଧରି ପୌର ପରିଷଦ ଓ ଠିକାଦାରମାନଙ୍କ ଅଧୀନରେ କାର୍ଯ୍ୟ କରିଆସୁଥିବା କେତେକ ସଫେଇ କର୍ମଚାରୀଙ୍କୁ ନିଯୁକ୍ତିରୁ ବାହାର କରିଦେବା ପାଇଁ ନୂତନ…

ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ବାତିଲ ଦାବିରେ ରାସ୍ତାରୋକୋ

ଜଳେଶ୍ୱର, ୧।୨(ଡି.ଏନ.ଏ.)-ଜଳେଶ୍ୱର ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ବାତିଲ ଦାବିରେ ପରିଚାଳନା କମିଟି ଓ ଅଭିଭାବକମାନେ ଆଜକୁ ୪ ଦିନ ଧରି ବିଦ୍ୟାଳୟ ସମ୍ମୁଖରେ ଧାରଣା ଚାଲୁ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜଳେଶ୍ୱର ବିଇଓ ବିଜୟ ନାଥ…

ଭିଜିଲାନ୍ସ ଜାଲରେ ଆର୍‌ଆଇ

ରେମୁଣା, ୧।୨(ଡି.ଏନ.ଏ.)-୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରେମୁଣା ତହସିଲ ଅଧିନ ପଞ୍ଚାଗଡ଼ ଆର୍‌ଆଇ ଅରବିନ୍ଦ ସିଂ। ତାଙ୍କୁ ବାଲେଶ୍ୱର ଭିଜିଲାନ୍ସ ପୋଲିସ ଲାଞ୍ଚ ଟଙ୍କା ସହ ଗିରଫ କରିଛି। ପଞ୍ଚାଗଡ଼ ଆର୍‌ଆଇ ସର୍କଲ ଅନ୍ତର୍ଗତ…

ବାଲେଶ୍ୱର ଷ୍ଟେଶନରେ ଅହୋରାତ୍ର ଉଡ଼ିଲା ତ୍ରିରଙ୍ଗା

ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ରେଳଷ୍ଟେଶନଠାରେ ରେଳ ବିଭାଗ ପକ୍ଷରୁ ଅହୋରାତ୍ର ତ୍ରିରଙ୍ଗା ପତକା ଉଡ଼ିବା ବ୍ୟବସ୍ଥା ଶୁକ୍ରବାରଠାରୁ କରାଯାଇଛି। ସଦର ବିଧାୟକ ମଦନମୋହନ ଦତ୍ତ ଷ୍ଟେଶନରେ ପହଞ୍ଚତ୍ ତ୍ରିରଙ୍ଗା ପତକାକୁ ସଲାମ କରିଥିଲେ। ବିଧାୟକଙ୍କ ଅନୁରୋଧ କ୍ରମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାଇବଣିଆରେ ହାତୀପଲଙ୍କ ଉତ୍ପାତ

ଜଳେଶ୍ୱର, ୧।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧୀନ ଶ୍ୟାମନଗର, କାଳିକ, ସର୍ଦ୍ଦାରବନ୍ଧ, କଳମା, ଖୁଆଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗତ ୭ଦିନ ଧରି ହାତୀପଲ ଉପଦ୍ରବ ଚଳାଇଛନ୍ତି। ଅଦ୍ୟାବଧି ରଂଞ୍ଝା, ରଘୁନାଥପୁର, ଗୋରୁଡ଼ବାସୀ, ଘଡ଼ଘଡ଼ା, ସରାଳିବସା, ଧାନଘେରା, ଫୁଲଝରୀ,…

ରାଜ୍ୟକୁ ମଦମୁକ୍ତ ଦାବିରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ବାଲେଶ୍ୱର ଅଫିସ, ୩୧।୧-ବାଲେଶ୍ୱର ଉତ୍କଳ ମହିଳା ସମିତି ପକ୍ଷରୁ ରାଜ୍ୟକୁ ମଦ ମୁକ୍ତ କରିବା ପାଇଁ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ଉତ୍କଳ ମହିଳା ସମିତିର ଜିଲା ସଭାନେତ୍ରୀ…

ଅଜଣା ଗାଡ଼ି ଧକ୍କାରେ ୨ ମୃତ, ଜଣେ ଗୁରୁତର

ସୋର,୩୧।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ଶପୁଲିଆଠାରେ ଶୁକ୍ରବାର ଏକ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭଦ୍ରକ ଅସୁରାଳି ହଂସପୁର ଅଞ୍ଚଳର…

ଗାନ୍ଧିଜୀଙ୍କ ଶହୀଦ ଦିବସରେ କବିତା ପାଠୋତ୍ସବ

ବାଲେଶ୍ୱର ଅଫିସ, ୩୧।୧-ମହାତ୍ମା ଗାନ୍ଧୀଙ୍କ ୭୨ତମ ଶହୀଦ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ବାଲେଶ୍ୱର ସିନେମାଛକସ୍ଥିତ ଶହୀଦ ପାର୍କସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲା ପ୍ରଶାସନ ତରଫରୁ ମାଲ୍ୟାର୍ପଣ କରାଯାଇଥିଲା। ପରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ସ୍ମୃତିସଭା…

ଅଭିଭାବକ, ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଜାରି: ଫିକା ପଡିଲା ସରସ୍ବତୀ ପୂଜା

ଜଳେଶ୍ୱର, ୩୧।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟିରେ ଟାଉନ୍‌ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ଡିଇଓ ନିଲମ୍ବନ ଓ ବଦଳି କରିବା ନେଇ ୨ ଦିନ ଧରି ଛାତ୍ରୀଛାତ୍ର, ଅଭିଭାବକ ଓ ପୁରାତନ ଛାତ୍ରୀଛାତ୍ର ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନ ଗୁରୁବାର ୩ୟ ଦିବସରେ ପହଞ୍ଚତ୍ଛି।…

ନକଲି ମଦ କାରଖାନା ଠାବ, ୨ ଗିରଫ

ସିମୁଳିଆ, ୩୦।୧(ଡି.ଏନ.ଏ.)-କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଦ୍ୱାରା ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ସାହୁଖର୍ଦ୍ଦା ଅଞ୍ଚଳରେ ଚାଲିଥିବା ନକଲି ମଦ କାରଖାନା ଉପରେ ଚଢାଉ କରାଯାଇଛି । ମଦ କାରଖାନା ଚଳାଇଥିବା ମାମୁ ସୁରେଶ କୁମାର ମହାନ୍ତି ଓ ଭଣଜା…

ଗୋଟିଏ ରାତିରେ ୭ ଦୋକାନରୁ ଚୋରି

ରୂପ୍‌ସା, ୩୦।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ଅଞ୍ଚଳରେ ବୁଧବାର ରାତିରେ ସିରିଜ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଆଜବେଷ୍ଟସ ଛପର ଭାଙ୍ଗି ଦୁର୍ବୃତ୍ତମାନେ ଗୋଟିଏ ରାତିରେ ୭ଟି ଦୋକାନରୁ ଚୋରି କରିବା ଘଟଣା ପୋଲିସ ସୁରକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି…

ଚକୋଲେଟ୍‌ ପ୍ରଲୋଭନ ଦେଖାଇ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ସଜନାଗଡ଼, ୩୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚକୋଲେଟ୍‌ ପ୍ରଲୋଭନ ଦେଖାଇ ଏକ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏନେଇ ଶିଶୁକନ୍ୟାଙ୍କ ବାପା ନୀଳଗିରି ନୀଳଗିରି ଥାନାରେ ଅଭିଯୋଗ କରିବା ପରେ ପୋଲିସ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?