ଭତ୍ତା ନେବାକୁ ଆସି ବୃଦ୍ଧଙ୍କ ପ୍ରାଣ ଗଲା
ବାଲିଆପାଳ, ୧୫।୧୨(ସ୍ବ.ପ୍ର.)-ପଞ୍ଚାୟତ କାର୍ଯ୍ୟାଳୟକୁ ଭତ୍ତା ନେବାକୁ ଆସିଥିବା ବାଲିଆପାଳ ଅଞ୍ଚଳର ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ରବିବାର ମୃତ୍ୟୁ ହୋଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳର ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ୧୫ ତାରିଖ ଭତ୍ତା...
ତାଳସାରୀ ବେଳାଭୂମିରୁ ମୃତ ଡଲଫିନ ଉଦ୍ଧାର
ଜଳେଶ୍ୱର/ଭୋଗରାଇ,୧୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର ବେଳାଭୂମିରୁ ଏକ ମୃତ ଡଲଫିନ ଉଦ୍ଧାର ହୋଇଛି। ରବିବାର ସକାଳେ ତାଳସାରୀ ବେଳାଭୂମିରେ ମାଛ ଧରିବାକୁ ଯାଇଥିବା ସ୍ଥାାନୀୟ ଲୋକ ଓ ମତ୍ସ୍ୟଜୀବୀମାନେ ପ୍ରଥମେ ଏହି ମୃତ ଡଲ୍ଫିନ୍କୁ ଦେଖି ବନ...
ଦେହବ୍ୟବସାୟ ଭିଡିଓ ଭାଇରାଲ ଘଟଣା: ହୋଟେଲରେ ଚଢ଼ାଉ, ମାଲିକ, ମ୍ୟାନେଜର ଗିରଫ
ଜଳେଶ୍ୱର,୧୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଓ ତାର ଆଖପାଖ ଅଞ୍ଚଳରେ ଥିବା ଘରୋଇ ହୋଟେଲଗୁଡ଼ିକରେ ଦେହ ବ୍ୟବସାୟ ଚାଲିଥିବା ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ସ୍ଥାନୀୟ ବାସିନ୍ଦା ପୋଲିସ ପ୍ରଶାସନ ପାଖରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା।...
କୃତୀ ଛାତ୍ରୀଛାତ୍ରଙ୍କୁ ଗଛ ଉପହାର
ସିମୁଳିଆ, ୧୫।୧୨(ଡି.ଏନ.ଏ.)-ସିମୁଳିଆ ବ୍ଲକ ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟର ୬୪ତମ ବାର୍ଷିକ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ଶନିବାର ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ମୋହନ ଚରଣ ଖିଲାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ...
ବିଶ୍ୱର ଆଦି ଭାଷା ସଂସ୍କୃତ: କେନ୍ଦ୍ରମନ୍ତ୍ରୀ ପ୍ରତାପଙ୍କ ସଂସ୍କୃତ ଭାଷଣରେ କମ୍ପିଲା ସଂସଦ
ବାଲେଶ୍ୱର ଅଫିସ, ୧୫।୧୨-ବାଲେଶ୍ୱର ଏମ୍ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତ ଗୁରୁବାର ଲୋକସଭାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ବିଲ୍ ଉପରେ ଆଲୋଚନା ସମୟରେ ସଂସ୍କୃତ...
ରେଲୱେ ଜାଗାରୁ ଜବରଦଖଲ ଉଚ୍ଛେଦ: ଜୀବିକା ହରାଇଲେ ୩୦ ବ୍ୟବସାୟୀ
ରୂପ୍ସା, ୧୪।୧୨(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍ସା ରେଳ ଜଙ୍କଶନଠାରେ ଥିବା ରେଲୱେ ଜାଗାରୁ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଷ୍ଟେଶନ ସମ୍ମୁଖ ଏବଂ ଉତ୍ତର-କେବିନଠାରେ ଥିବା ୩୦ଜଣ ବ୍ୟବସାୟୀଙ୍କ ଦୋକାନ କେବିନ ଓ ଅସ୍ଥାୟୀ...
୨ ହୋଟେଲ ମ୍ୟାନେଜର ଗିରଫ: ତାଳସାରୀର ୨ ହୋଟେଲ ସିଲ୍
ଭୋଗରାଇ, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୀମାନ୍ତ ଜଳେଶ୍ୱର ଓ ଭୋଗରାଇ ଅଞ୍ଚଳରେ ହୋଟେଲ ଏବଂ ଲଜ୍ରେ ବେଧଡ଼କ ଦେହ ବ୍ୟବସାୟ ହେଉଥିବା ଭିଡ଼ିଓ ଭାଇରାଲ ଓ ଗଣମାଧ୍ୟମରେ ପ୍ରଚାର ହେବା ପରେ ପୋଲିସ ତପତ୍ର ହୋଇପଡ଼ିଛି। ଏସ୍ଡ଼ିପିଓ ଅଙ୍କିତା କୁମ୍ଭାରୀଙ୍କ ନେତୃତ୍ୱରେ...
ପଲିଥିନ୍ ତଳେ ତିନି ଭାଇଭଉଣୀ
ସଜନାଗଡ଼, ୧୪।୧୨(ଡି.ଏନ.ଏ.)-ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଏହାର ସଫଳ ରୂପାୟନ ହୋଇପାରୁ ନ ଥିବା ନଜରକୁ ଆସିଛି। ଏହାର ଉଦାହରଣ ଦେଖିବାକୁ ମିଳିଛି...
ଅବାଧରେ ଚାଲିଛି ମୋରମ ଚାଲାଣ
ରୂପ୍ସା, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍ସା ଥାନା ଅନ୍ତର୍ଗତ ୬୦ନଂ. ଜାତୀୟ ରାଜପଥ ଦେଇ ନିୟମିତ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଲୋକେ ବିଭିନ୍ନ ସମୟରେ ପୋଲିସ ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ କରୁଥିଲେ...
ବନ ବିଭାଗ ପକ୍ଷରୁ ଚଢ଼ାଉ: ବାର୍ହା ମାଂସ ଜବତ
ସୋର/ଔପଦା, ୧୩ା୧୨(ଡି.ଏନ.ଏ.): ସୋର ଥାନା ଅଧୀନ ଔପଦା ରେଞ୍ଜ ଖୁଣ୍ଟାପାଟଣା ବିଟ୍ ବାଘଆମ୍ପୁଡା ଜଙ୍ଗଲରେ ଶୁକ୍ରବାର ପୂର୍ବାହ୍ନରେ ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ବାର୍ହା ମାଂସ ସହ ଅସ୍ତ୍ର ଜବତ କରାଯାଇଛି। ହେଲେ ଶିକାରୀ ଫେରାର ହୋଇଯିବାରେ ସକ୍ଷମ...
ନୋସିରେ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ, ୩୦ ଅଧିକାରୀ: ଆଜି ହରିଦ୍ୱାର, ଋଷିକେଶ ଗସ୍ତ
ବାଲେଶ୍ୱର ଅଫିସ,୧୩।୧୨:ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗରିବ ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲାଇବା ଉଦ୍ଦେଶ୍ୟରେ ଗତ ୨୦୧୬ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାକୁ ପ୍ରଣୟନ କରିଥିଲେ। ଚଳିତବର୍ଷ ଏହି ଯୋଜନାରେ ୫ଟି...
ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ
ସୋର, ୧୩ା୧୨(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅଧୀନ ଏକ ନର୍ସିଂହୋମ୍ରେ ପ୍ରସବ ପରେ ପ୍ରସୂତିଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକ...
Archives


