ବାଲେଶ୍ୱର

ମୋବାଇଲ ଲୁଟ ବେଳେ ଚାଲିଗଲା ଜୀବନ

ସୋର,୨୬ା୧୧(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ଦହିସଢ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍କୁଟିରେ ଯାଉଥିବା ମା’ ଓ ପୁଅଙ୍କଠାରୁ ମୋବାଇଲ ଛଡ଼ାଇ ନେଇ ଦ୍ରୁତଗତିରେ ବାଇକ୍‌ ଚଳାଇ ପଳାଇ ଯାଉଥିବା ବେଳେ ଦୁର୍ଘଟଣାରେ…

‘ଦାନା’ କ୍ଷୟକ୍ଷତିର ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌ 

ବାଲେଶ୍ୱର(ବାଞ୍ଛାନିଧି ଦେ)/ ସୋର,(ଜନ୍ମେଜୟ ମିଶ୍ର),୨୬।୧୧: ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍‌ ସୋମବାର ବାଲେଶ୍ୱର ଜିଲାକୁ ଦିନିକିଆ ଗସ୍ତରେ ଆସିଥିଲା। ବାତ୍ୟା ‘ଦାନା’ରେ ବିଶେଷ ଭାବେ ପ୍ରଭାବିତ ସଦର ବ୍ଲକର ବର୍ଦ୍ଧନପୁର, ସୋର ବ୍ଲକର ସୁନାରି ଓ ସିମୂଳିଆ ବ୍ଲକର କ୍ଷୀରକୋଣା ଓ ମାର୍କୋଣା…

ଟୋଲଗେଟକୁ ଧକ୍କାଦେଇ ହୁହୁ ହୋଇ ଜଳିଲା କଣ୍ଟେନର: ଡ୍ରାଇଭର ଜୀବନ୍ତ ଦଗ୍ଧ, ହେଲ୍ପର ବି…

ବାଲେଶ୍ୱର,୨୪।୧୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଟୋଲଗେଟକୁ ଧକ୍କାଦେଇ କଣ୍ଟେନର ହଠାତ୍‌ ହୁତୁହୁତୁ ହୋଇ ଜଳିଲା। ଏଥିରେ କଣ୍ଟେନର ଭିତରେ…

ହୁତୁହୁତୁ ହୋଇ ଜଳିଗଲା ୭ ବଖରା

ସୋର,୨୨।୧୧: ବାଲେଶ୍ୱର ଜିଲା ନଟାପଡ଼ା ପଞ୍ଚାୟତ ଚହଳିମା ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ ବଖରା ଚାଳ ଘର ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟ ସର୍କିଟରୁ…

ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍‌ଡିଓ ଅଧୀନ ଧାମରାସ୍ଥିତ ଡ. ଏପିଜେ…

ଡିଭାଇଡରରେ ପିଟିହେଲା ବସ୍‌

ଜଳେଶ୍ୱର,୧୮ା୧୧: ବାଲେଶ୍ୱର ଜିଲା ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ୍‌ଗେଟ୍‌ ନିକଟରେ ସୋମବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ରେ ୫୦ ଜଣ ଯାତ୍ରୀ ଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ବସ୍‌ଟି କୋଲକାତାରୁ ଆସୁଥିବାବେଳେ ୧୬ ନଂ ଜାତୀୟ…

ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମର୍ଦ୍ଦା ରୋଡ ଅଞ୍ଚଳର କାହ୍ନୁ ପ୍ରଧାନ। ମିଳିଥିବା ସୂଚନା…

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି। ସୂଚନା ଅନୁସାରେ, ବଡ଼ମନ୍ଦାରୁଣୀ ଗ୍ରାମର ଉମାକାନ୍ତ ବେହେରା ଜ୍ୱାଇଁ ଗୋପାଳ ବେହେରା ହାଇଦ୍ରାବାଦଠାରେ ଏଗ୍ରୋ…

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ, ପୋଖରୀ, ମହୋଦଧିରେ ଡଙ୍ଗା ଭସାଇଛନ୍ତି। ଠିକ୍‌ ସେହିପରି ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ…

ଧରାପଡ଼ିଲେ ବଣ୍ଟି-ବବ୍‌ଲି ଯୋଡ଼ି:ସେଲିବ୍ରିଟିଙ୍କ ଫେକ୍‌ ଆଇଡିରେ ପ୍ରେମ ସମ୍ପର୍କ

ବାଲେଶ୍ୱର, ୧୫।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ସାଇବର ଥାନା ପୋଲିସ ହାତରେ ବଣ୍ଟି-ବବ୍‌ଲି ଯୋଡ଼ି ଓ ସେମାନଙ୍କ ଗ୍ୟାଙ୍ଗ ଧରାପଡ଼ିଛନ୍ତି। ଏହି ଗ୍ୟାଙ୍ଗ ସେଲିବ୍ରିଟିଙ୍କ ଫେକ୍‌ ଆଇଡି ଦ୍ୱାରା ପ୍ରଥମେ ପ୍ରେମ ସମ୍ପର୍କ ଗଢୁଥିଲେ। ପରେ ବିଭିନ୍ନ ବାହାନା କରି ଲୁଟୁ ଥିଲେ ଟଙ୍କା।…

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ…

ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର

ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା ବୃଦ୍ଧା ଏକୁଟିଆ ଖଟ ଉପରେ ଶୋଇଥିଲାବେଳେ ଏକ ପାଗଳା କୁକୁର କାନ୍ଥ ଡେଇଁ ଘରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri