ବାଲେଶ୍ୱର

‘ମୋ ଜମି ନଷ୍ଟ କଲ, କ୍ଷତିପୂରଣ ଦିଅ’

ବାଲେଶ୍ୱର ଅଫିସ,୭।୬ବାହାନଗା ରେଳ ଦୁର୍ଘଟଣା ପରେ ନିକଟସ୍ଥ ଚାଷ ଜମିରେ ଖଣ୍ଡବିଖଣ୍ଡିତ ବଗି ଗୁଡ଼ିକ ରଖାଯାଇଛି। ଏହା ଦ୍ୱାରା ଚଳିତ ବର୍ଷ ଏହି ଜମିରେ ଚାଷ ହୋଇ ନ ପାରିବା ଆଶଙ୍କା କରି ଜଣେ ଜମି ମାଲିକ ପ୍ରଶାସନକୁ କ୍ଷତିପୂରଣ...

ମାମଲା ରୁଜୁ କଲା ସିବିଆଇ

ବାଲେଶ୍ୱର ଅଫିସ/ବାହାନଗା(ଡି.ଏନ.ଏ.)/ ଭୁବନେଶ୍ୱର,୭ା୬ (ବ୍ୟୁରୋ): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମାମଲା ରୁଜୁ କରିବା ସହ ୧୦ ଜଣିଆ ଟିମ୍‌ ତଦନ୍ତ କରିଛି। ୨୮୮ ଲୋକଙ୍କ ଜୀବନ ନେଇଥିବା ଏହି ଭୟାବହ...

ଟ୍ରେନ୍‌ ଦୁର୍ଘଟଣା: ମାମଲା ରୁଜୁ କଲା ସିବିଆଇ 

ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ଦୁର୍ଘଟଣାରେ ରେଳ ମନ୍ତ୍ରାଳୟର ଆବେଦନ ଆଧାରରେ କଲା ସିବିଆଇ ମାମଲା ରୁଜୁ କରିଛି। ପୂର୍ବରୁ ମାମଲା ରୁଜୁ କରିଥିବା ଜିଆରପିଠାରୁ ତଦନ୍ତ ଭାର ନେଇଛି ସିବିଆଇ । ଘଟଣାକୁ ନେଇ ପୂର୍ବରୁ...

ଘଟଣାସ୍ଥଳରୁ ଫେରିଲେ ସିବିଆଇ ଟିମ୍‌

ବାଲେଶ୍ୱର ଅଫିସ,୬।୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାସ୍ଥଳରୁ ସିବିଆଇ ଟିମ୍‌ ଛାନଭିନ କରି ଫେରିଛନ୍ତି। ପ୍ରାଥମିକ ତଦନ୍ତ ସାରି ସିବିଆଇ ଟିମ୍‌ ଫେରିଛନ୍ତି। ମଙ୍ଗଳବାର ସକାଳେ ସିବିଆଇ ଟିମ୍‌ ବାହାନଗାରେ ପହଞ୍ଚିବା ପରେ ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିଥିଲେ।...

ପ୍ରକୃତ ମୃତ୍ୟୁ ସଂଖ୍ୟାକୁ ନେଇ ପ୍ରଶ୍ନ ଉଠାଇଲେ ଚିତ୍ତ ଷଡ଼ଙ୍ଗୀ

ନୀଳଗିରି,୫।୬(ସ୍ବ.ପ୍ର.)- ବାହାନଗା ରେଳ ଦୁର୍ଘଟଣାରେ ପ୍ରକୃତ ମୃତ୍ୟୁ ସଂଖ୍ୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତ ରଞ୍ଜନ ଷଡ଼ଙ୍ଗୀ। ମୃତ୍ୟୁସଂଖ୍ୟା ଲୁଚାଯାଉଛି ବୋଲି ସେ କହିବା ସହ ଏହି ଦୁର୍ଘଟଣାରେ ୧୦୦୦ରୁ୧୫୦୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ...

ବାହାନଗା ରେଳ ଦୁର୍ଘଟଣା: ରେଲୱେର ଦାୟିତ୍ୱହୀନତା ନେଇ ଏତଲା

ବାଲେଶ୍ୱର ଅଫିସ,୫।୬: ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣା ନେଇ ସୋମବାର ଥାନାରେ ଏତଲା ହୋଇଛି। ବାଲେଶ୍ୱର ଜିଆରପି ଥାନାରେ ଏତଲା ପରେ ମାମଲା ରୁଜୁ ହୋଇଛି। ବାଲେଶ୍ୱର ଜିଆରପି ଥାନାର ଏସଆଇ ପପୁ ନାୟକଙ୍କ ପକ୍ଷରୁ ଏତଲା ଦିଆଯାଇଛି।...

୩ଗୁଣ ଅଧିକ ମୂଲ୍ୟରେ ବିକ୍ରି ହେଉଛି ବାଲି

ଜଳେଶ୍ୱର,୫ା୬(ଡି.ଏନ୍‌.ଏ.): ଉତ୍ତର ବାଲେଶ୍ୱରରେ ସୁବର୍ଣ୍ଣରେଖା ବାଲିର ଚାହିଦ ରହିଥାଏ। କିନ୍ତୁ ସରକାରଙ୍କ ନୂତନ ନୀତି ଅନୁଯାୟୀ ୨୩ଟି ଯାକ ସଇରାତକୁ ନିଲାମ ଦିଆଯାଇ ନ ଥିବାରୁ ବାଲି ଉତ୍ତୋଳନ ବନ୍ଦ ରହିଛି। ଫଳରେ ଉତ୍ତର ବାଲେଶ୍ୱରର ବିଭିନ୍ନ ସରକାରୀ ଓ...

ବାହାନଗାରେ ରେଲଓ୍ବେ ସେଫ୍ଟି କମିଶନର

ବାହାନଗା,୫ା୬(ଡି.ଏନ୍‌.ଏ.): ବାହାନଗାରେ ଶୁକ୍ରବାର ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ ପାଇଁ ସୋମବାର ବାହାନଗାରେ ପହଞ୍ଚିଛନ୍ତି ରେଲଓ୍ବେ ସେଫ୍ଟି କମିଶନର ଶୈଳେଶ ପାଠକ। ଏଠାରେ ପହଞ୍ଚି ତଦନ୍ତ ପାଇଁ ସମୟ ଲାଗିବ ଏବଂ ପରେ କାରଣ ସ୍ପଷ୍ଟ ହେବ ବୋଲି...

ସରିଲା ମରାମତି, ଗଡ଼ିଲା ଟ୍ରେନ୍‌

ସରିଲା ମରାମତି, ଗଡ଼ିଲା ଟ୍ରେନ୍‌ବାଲେଶ୍ୱର ଅଫିସ,୫ା୬: ଦୀର୍ଘ ୫୧ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ବାହାନଗା ଷ୍ଟେଶନରେ ଗଡ଼ିଚି ଟ୍ରେନ୍‌। ଉଭୟ ଅପ୍‌ ଏବଂ ଡାଉନ ଲାଇନ୍‌ରେ ପରୀକ୍ଷାମୂଳକ ଭାବେ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଛି। ଉଭୟ ଟ୍ରାକ୍‌ରେ ରବିବାର...

କରମଣ୍ଡଳରେ ଯାତ୍ରା କରୁଥିଲେ, ୪୮ ଘଣ୍ଟା ପରେ ବି ଜୀବିତ

ବାହାନଗା,୫ା୬(ଡି.ଏନ.ଏ.): କଥାରେ ଅଛି ରଖେ ହରି ମାରେ କିଏ। ବାହାନଗା ଭୟଙ୍କର ଟ୍ରେନ ଦୁର୍ଘଟଣାର ୪୮ ଘଣ୍ଟା ପରେ ଜଣେ ଯାତ୍ରୀଙ୍କୁ ଜୀବିତ ଅବସ୍ଥାରେ ବୁଦାମୂଳରୁ ଉଦ୍ଧାର କରାଯିବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଭାଗ୍ୟବାନ ଯୁବକ ଜଣକ...

ଟ୍ରେନ୍‌ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିଛି: ରେଳ ମନ୍ତ୍ରୀ

ବାଲେଶ୍ୱର,୪।୬:ବାଲେଶ୍ୱର ବାହାନଗା ଦୁର୍ଘଟଣାର କାରଣ ଜଣାପଡିଛି। ଏନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବେଷ୍ଣବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଇଲୋକ୍ଟ୍ରନିକ୍‌ ଇଣ୍ଟରଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏପରି ଦୁର୍ଘଟଣା ଘଟିଛି। କବଚ ସହିତ ଏହି ଦୁର୍ଘଟଣା ସହ...

ଆବାସରୁ ବଞ୍ଚିତ୍ତ ଦିବ୍ୟାଙ୍ଗ ଜମ୍ବୁ

ଚମ୍ପୁଆ, ୪।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ଭିନ୍ନକ୍ଷମମାନଙ୍କୁ ସାମାଜିକ ସୁରକ୍ଷାରେ ସାମିଲ କରିବା ପାଇଁ ବିଭିନ୍ନ ଯୋଜନାମାନ କରିଛନ୍ତି। ଅଗ୍ରାଧିକାର ଭିତ୍ତିରେ ଦିବ୍ୟାଙ୍ଗମାନଙ୍କୁ ସହାୟତା ପ୍ରଦାନ ପାଇଁ ବହୁବିଧି ପଦକ୍ଷେପ ଗ୍ରହଣ କରାଯାଇଛି। ମାତ୍ର ଏହାର ଓଲଟା ପ୍ରତିବିମ୍ବ ଦେଖିବାକୁ ମିଳିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri