ନୀଳଗିରିରେ ସାଧାରଣ ଉଦ୍ୟୋଗ ପ୍ରମୁଖ ସଚିବ
ସଜନାଗଡ଼,୧୯।୧୨(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ବିଜୟ ଆରୋଡ଼ା ବୁଧବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ନୀଳଗିରଗସ୍ତରେ ଆସି ବିଭିନ୍ନ ବିଭାଗୀୟ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ପ୍ରମୁଖ ସଚିବ ଆରୋଡ଼ା ପ୍ରଥମେ ନୀଳଗିରି ମେଡ଼ିକାଲ ପରିଦର୍ଶନ କରି ଚିକତ୍ସାସେବା ସମେତ…
କନ୍ୟାଶ୍ରମ ଦେଇଛି ସାହାରା
ସୋର,୧୯।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋରସ୍ଥିତ ଗାନ୍ଧୀ ପୁରୁବାଇ କନ୍ୟାଶ୍ରମର ଅନ୍ତେବାସୀ ମାହେଶ୍ୱରୀ ରଣା (୧୭) ଚିତ୍ର ମାଧ୍ୟମରେ ସାମାଜିକ ସଚେତନତାର ବାର୍ତ୍ତା ଦେଇ ବେଶ୍ ଚର୍ଚ୍ଚାକୁ ଆସିଛନ୍ତି । କେବଳ ଚିତ୍ରାଙ୍କନ ନୁହେଁ ନାଚ, ଗୀତରେ ମଧ୍ୟ ମାହିର୍। ୨୦୧୮ ରେ…
ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ବଣ୍ଟନ କଲେ କେନ୍ଦ୍ରମନ୍ତ୍ରୀ
ସଜନାଗଡ଼,୧୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଚେରି ପରିସରରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ପେନ୍ସନ ଦିବସ ପାଳିତ ହୋଇଛି। ସଂଘର ସଭାପତି କୃଷ୍ଣଚନ୍ଦ୍ର ପଣ୍ଡା ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀ…
ରାତି ଜଗୁଆଳିଙ୍କୁ କଟୁରିରେ ହାଣି ହତ୍ୟା
ବାଲେଶର ଅଫିସ, ୧୮।୧୨:ବାଲେଶର ଜିଲାର ଏଫ୍ସିଆଇ ଅଫିସର ରାତି ଜଗୁଆଳିଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ମୟୁରଭଞ୍ଜର ବଢ଼ା ମାରାଣ୍ଡି । ମଙ୍ଗଳବାର ରାତିରେ ବାଲେଶ୍ୱର ସହଦେଖୁଣ୍ଟା ଥାନା ଗୁଡିପଦାର ଭଡା ଘରେ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାସ୍ଥଳରେ…
ପୋଲିସ ହାତରୁ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣା: ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ
ବାଲେଶର ଅଫିସ,୧୮।୧୨: ଜଳେଶ୍ବର କମର୍ଦା ଥାନା ଅଞ୍ଚଳରେ ନାବାଳିକା ଅପହରଣ ଘଟଣାରେ ଗିରଫ ଅଭିଯୁକ୍ତ ପୋଲିସ ହାତରୁ ଚମ୍ପଟ ମାରିଛନ୍ତି। ଏହି ଘଟଣାରେ ବାଲେଶ୍ବର ଏସପି ଦୁଇ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ କର୍ମଚାରୀ ଦୁଇଜଣ ହେଲେ କମର୍ଦା ଥାନାର…
କମ୍ପ୍ୟୁଟର ଲାବ୍ ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ
ସଜନାଗଡ଼, ୧୮।୧୨(ଡି.ଏନ.ଏ.):ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତର ପଦ୍ମଲୋଚନ ମୁଣ୍ଡହାଣ ଉଚ୍ଚ ବିଦ୍ୟାଳୟ ଜଡ଼ିବାଲି ପରିସରରେ ମଙ୍ଗଳବାର ବାର୍ଷିିକ କ୍ରୀଡ଼ା ଉତ୍ସବ ଏବଂ କମ୍ପ୍ୟୁଟର ଲାବର ଉଦ୍ଘାଟନ ସଭା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଶିକ୍ଷାବିତ୍ ଭାଗବତ ବେହେରା ସଭାପତିତ୍ୱ କରିଥିବା ବେଳେ ବିଦ୍ୟାଳୟର…
ଦରଜି ଗାଁ ଗୋବର୍ଦ୍ଧନପୁର
ଜଳେଶ୍ୱର, ୧୮।୧୨-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ କୋଟସାହି ପଞ୍ଚାୟତର ଦରଜି ଗଁା ଭାବେ ପରିଚିତ ଗୋବର୍ଦ୍ଧନପୁର। ଏଠାରେ ପାଖାପାଖି ୪୦୦ ପରିବାର ବସବାସ କରନ୍ତି। ଆଉ ସମସ୍ତେ ଯୋଗୀ ସମ୍ପ୍ରଦାୟର। ସିଲେଇ ସେମାନଙ୍କ କୁଳ ବେଉସା। ଏବେ ଗାଁର ୩୦୦ ପରିବାର…
କକାଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ ପୁତୁରା ଗିରଫ
ରୂପ୍ସା, ୧୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପଳାସିଆ ଗ୍ରାମର ଭାଗବତ ମହାପାତ୍ରଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁତୁରା ଦୀନବନ୍ଧୁ ମହାପାତ୍ରଙ୍କୁ ମଙ୍ଗଳବାର ଗିରଫ କରିଛି। ସୋମବାର ରାତିରେ ପୁତୁରା ଦୀନବନ୍ଧୁ ମାରଣାସ୍ତ୍ରରେ ତାଙ୍କ କକାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା।…
‘ବ୍ରହ୍ମୋସ୍’ର ଦୁଇଥର ସଫଳ ବ୍ୟାବହାରିକ ପରୀକ୍ଷଣ: ଶତ୍ରୁପକ୍ଷର ଯେକୌଣସି କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେବାର ରଖିଛି କ୍ଷମତା
ବାଲେଶ୍ୱର ଅଫିସ, ୧୭।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜ(ଆଇଟିଆର) ପକ୍ଷରୁ ମଙ୍ଗଳବାର ସୁପରସୋନିକ୍ କ୍ରୁଜ୍ ମିଶାଇଲ୍ ‘ବ୍ରହ୍ମୋସ’ର ଦୁଇଥର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ପୂର୍ବାହ୍ନ ୮ଟା ୪୫ ମିନିଟ୍ରେ ଚାନ୍ଦିପୁର ଟେଷ୍ଟ ରେଞ୍ଜରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ଏବଂ ଅପରାହ୍ନ ସାଢ଼େ ୩ଟାରେ…
ଚାନ୍ଦିପୁରରୁ ‘ବ୍ରହ୍ମୋସ’ ମିଶାଇଲ୍ର ବ୍ୟାବହାରିକ ପରୀକ୍ଷଣ
ବାଲେଶ୍ୱର ଅଫିସ୍, ୧୭।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ଘାଟିରୁ ମଙ୍ଗଳବାର ସକାଳେ ‘ବ୍ରହ୍ମୋସ’ ମିଶାଇଲ୍ର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ସକାଳ ୮.୪୫ରେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍ରୁ ଏହି ମଧ୍ୟମ ଦୂରଗାମୀ ସୁପରସୋନିକ କ୍ରୁଜ୍ ମିଶାଇଲ୍ ବ୍ରହ୍ମୋସ ପରୀକ୍ଷଣ କରାଯାଇଛି। ଏଥିରେ…
ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍
ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୮ ଜୁନ୍ ୫ ତାରିଖରେ ସୋର ଥାନା ଅଞ୍ଚଳରେ ଜଣେ ୧୬…
ଜାଗା ଯୋଜନାରେ ମିଳୁନି ଘର
ବାଲେଶ୍ୱର ଅଫିସ, ୧୭।୧୨ (ମାନସ ବିଶ୍ୱାଳ)-ସହର ତଳି ଅଞ୍ଚଳରେ ଥିବା ସରକାରୀ ଜାଗାରେ ଦୀର୍ଘଦିନ ଧରି ବସବାସ କରିଆସୁଥିବା ବସ୍ତିବାସିନ୍ଦାଙ୍କ ପାଇଁ ରାଜ୍ୟ ସରକାର ଜାଗା ଯୋଜନାରେ ୩୫୦ ସ୍କୋୟାର ଫୁଟ୍ ଜମି ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘର…
Archives


