ବାଲେଶ୍ୱର

କ୍ରିକେଟ ଲାଗି ବେଟିଂ, ଜଣେ ଗିରଫ

ଜଳେଶ୍ୱର, ୨୦ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ପୋଲିସ ଗ୍ୟାରେଜ୍‌ ବଜାର ଅଞ୍ଚଳର ଜୁଆ ଆଡ୍ଡାରେ ଚଢାଉ କରି କ୍ରିକେଟ ପାଇଁ ବେଟିଂ ଚାଲିଥିବା ବେଳେ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ଦେଢଲକ୍ଷ ଟଙ୍କା ଜବତ ହୋଇଛି। ଅଭିଯୁକ୍ତ ହେଲେ ଜଳେଶ୍ୱର ଥାନା ରାଜପୁର…

ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅନ୍ତଗର୍ର୍ତ ରଘୁନାଥପୁର ଗ୍ରାମର ହରିହର ତରେଇ (୪୬)ଙ୍କ ମୃତଦେହକୁ ରବିବାର ବୁଢ଼ାବଳଙ୍ଗ ନଦୀରୁ ପୋଲିସ ଉଦ୍ଧାର କରିଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୩/୨୦) ରୁଜୁ କରି ପୋଲିସ ମୃତଦେହ…

ଅର୍ଥ ଲଗାଣକାରୀ ସଂସ୍ଥା କର୍ମଚାରୀଙ୍କୁ ଆକ୍ରମଣ: ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାହାନଗା,୧୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ନାୟିକବନ୍ଧ ନିକଟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ୩ ଦୁର୍ବୃତ୍ତ ଆକ୍ରମଣ କରି ୧ ଲକ୍ଷ ୬ ହଜାର ଟଙ୍କା…

ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର ଅଫିସ,୧୯।୧: ବାଲେଶ୍ୱର ଷ୍ଟେଶନ ପାଖ ଅଡ଼ର ବଜାର ନିକଟ ରେଳ ଧାରଣାରୁ ରବିବାର ସକାଳେ ପୋଲିସ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ସିଙ୍ଗଳା ଥାନା ଅଞ୍ଚଳର ସୁରୂପା ମହାନ୍ତି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।…

ପରୀକ୍ଷା ଘୁଞ୍ଚାଇବା ଦାବିରେ ବିକ୍ଷୋଭ

ସୋର, ୧୯ା୧(ଡି.ଏନ୍‌.ଏ.)-ସୋର ଉପେନ୍ଦ୍ରନାଥ ମହାବିଦ୍ୟାଳୟର ଯୁକ୍ତ ଦୁଇ ୧ମ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବା ସହ ପାସ୍‌ ଫେଲ୍‌ ନିୟମ ବାତିଲ କରିବା ଦାବିରେ ଶନିବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ଛାତ୍ରୀଛାତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଟାୟାର ଜାଳି…

ଘନ କୁହୁଡ଼ିରେ ପିକନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୫ ଗୁରୁତର

ଭୋଗରାଇ,୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ନହରା ଛକଠାରେ ଶନିବାର ଭୋର ସମୟରେ ଏକ ବୋଲେରୋ ଘନ କୁହୁଡ଼ିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଥିବା ୧୦ଜଣ ବଙ୍ଗୀୟ ବ୍ୟକ୍ତିଙ୍କ ମଧ୍ୟରୁ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର…

‘ବରିଷ୍ଠ ନାଗରିକ ବୋଝ ନୁହନ୍ତି’

ଔପଦା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ହାଇସ୍କୁଲ ପଡ଼ିଆରେ ରମାକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶନିବାର ବରିଷ୍ଠ ନାଗରିକ ମଞ୍ଚର ୭ତମ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅନୁଷ୍ଠିତ ହୋଇଥିଲା। ପ୍ରଦୀପ ପ୍ରଜ୍ୱଳନ ଓ ମାଲ୍ୟାର୍ପଣ ପରେ ଆବାହକ ମହେନ୍ଦ୍ର ପ୍ରସାଦ…

ପ୍ରେମ ପାଇଁ ହିଂସା: ନାବାଳିକାଙ୍କ ଗଳା କାଟିଲେ ଯୁବତୀ

ସଜନାଗଡ଼, ୧୮।୧(ଡି.ଏନ.ଏ.)-ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ପ୍ରେମ ପାଇ ହିଂସାକାଣ୍ଡ ଘଟିଛି। ଜଣେ ଯୁବତୀ ବ୍ଲେଡ଼ରେ ଅନ୍ୟ ଜଣେ ନାବାଳିକାଙ୍କ ଗଳା, ଛାତି, ବାମପଟ ଗାଲ କାଟି ରକ୍ତାକ୍ତ କରିପକାଇଛନ୍ତି। ଏହି ମରଣାନ୍ତକ ଆକ୍ରମଣ ନେଇ ନୀଳଗିରି ଥାନାରେ ଅଭିଯୋଗ…

ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୮।୧-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଶନିବାର ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଆଉ ବର୍ଷେ ଜେଲଦଣ୍ଡ ଭୋଗିବାକୁ…

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାରେ ୨୦ ଆହତ

ବାଲେଶ୍ୱର ଅଫିସ,୧୮।୧: ଜାତୀୟ ରାଜପଥ ଖନ୍ତାପଡା ଥାନା ମେଘନା ପେଟ୍ରୋଲ ପମ୍ପ ନିକଟରେ ଶନିବାର ବସ୍‌ ସହିତ ଟ୍ରକ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୦ଯାତ୍ରୀ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୧୦ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କଲିକତାରୁ ପୁରୀ…

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ

ଖଇରା, ୧୮।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ ଦେଖାଦେଇଛି । ଏଥିଯୋଗୁ ଅସ୍ତ୍ରୋପଚାର ପାଇଁ ଆସିଥିବା ମହିଳା ଓ ସେମାନଙ୍କର ଅଭିଭାବକମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ଗୁରୁବାର ଅସ୍ତ୍ରୋପଚାର…

ଡାକ୍ତର ନିଯୁକ୍ତି ଦାବିରେ ଗଣଧାରଣା

ଜଳେଶ୍ୱର, ୧୭ ।୧ (ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ପୌରାଞ୍ଚଳର ବଡ ବଜାରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ତଥା ଜଳେଶ୍ୱର ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଦୀର୍ଘଦିନ ହେଲା ସ୍ଥାୟୀ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟକର୍ମୀ ପଦବୀ ଖାଲିପଡିଛି। ଫଳରେ ଏଠାକୁ ପ୍ରତ୍ୟେକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?