ବାଲେଶ୍ୱର

ମିଳିଲାନି କୁକୁର କାମୁଡା ଇଞ୍ଜେକ୍ସନ: ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମାତାପିତାଙ୍କ ଧାରଣା

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁକୁର କାମୁଡା ଇଞ୍ଜେକ୍ସନ ନ ମିଳିବାରୁ ରଘୁନାଥପୁର ଗ୍ରାମର ସୁଭଦ୍ରା ଲେଙ୍କା ତାଙ୍କ ସ୍ବାମୀ ଏବଂ ଶିଶୁପୁତ୍ର ସହ ଧାରଣାରେ ବସିଥିଲେ ।ପରେ ଦାୟିତ୍ୱରେ ଥିବା ଡାକ୍ତର ଏନୋଲା ଜଗଦେବ...

ଡ୍ରେନରୁ ମୃତ ନବଜାତ ଶିଶୁ ଉଦ୍ଧାର

ଖଇରା, ୫।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟ ଡ୍ରେନରେ ଗୁରୁବାର ସକାଳେ ଏକ ନବଜାତ ଶିଶୁର ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖଇରା ପୋଲିସ ଏହାକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସୋର ପଠାଇଛି । ସ୍ବାସ୍ଥ୍ୟକେନ୍ଦ୍ରରେ...

ନାବାଳିକାଙ୍କୁ ବଳାତ୍କାର ଓ ବ୍ଲାକମେଲିଂ ଘଟଣା:ଜେଲ୍‌ ଗଲେ ୩ ଭାଇ

ଧାମନଗର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଖପରପଦା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ବ୍ଲାକମେଲିଂ ଘଟଣାରେ ଧୂଷୁରୀ ଥାନା ପୋଲିସ ଅଟକ ୩ ଭାଇଙ୍କୁ ଗିରଫ କରିଛି। ନାବାଳିକାଙ୍କ ମା’ଙ୍କୁ ଆକ୍ରମଣ ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କ...

ଜି.ଆର.ଏସଙ୍କ ବଦଳି ଉପରେ ଲାଗିଲା ରହିତାଦେଶ

ପାଟଣା,୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୧୩ଟି ବ୍ଲକ ମଧ୍ୟରୁ କେବଳ ତେଲକୋଈ ବ୍ଲକକୁ ଛାଡିଦେଲେ ବାକି ୧୨ଟି ବ୍ଲକରେ କାର୍ଯ୍ୟରତ ୨୦୦ରୁ ଉଦ୍ଧର୍‌ବ ଗ୍ରାମ ରୋଜଗାର ସେବକ(ଜି.ଆର.ଏସ)ଙ୍କୁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ବ୍ଲକ ମଧ୍ୟରେ ଅନ୍ୟ ପଞ୍ଚାୟତକୁ ବଦଳି...

ଔପଦାରୁ ଚୋରି ଟ୍ରାକ୍ଟର ଯଶିପୁରରୁ ଉଦ୍ଧାର: ୪ ଜିଲାକୁ ଲମ୍ବିଛି ର଼୍ୟାକେଟ

ଔପଦା, ୫।୧୨-ବାଲେଶ୍ୱର ଜିଲା ଔପଦା ଥାନାରୁ ୧୪ ମାସ ତଳେ ଚୋରି ହୋଇଥିବା ଏକ ଟ୍ରାକ୍ଟରକୁ ଔପଦା ପୋଲିସ ମୟୂରଭଞ୍ଜ ଜିଲାର ଯଶିପୁର ଥାନା ଟଙ୍ଗାବିଲା ଅଞ୍ଚଳରୁ ଉଦ୍ଧାର କରିଛି। ବାଲେଶ୍ୱର ,ମୟୂରଭଞ୍ଜ,କେନ୍ଦୁଝର,ଅନୁଗୋଳ ଆଦି ଜିଲାରେ ସକ୍ରିୟ ଥବବା ଏକ...

ତହସିଲଦାରଙ୍କୁ ୬ଘଣ୍ଟା ଅଟକ ରଖି ରାସ୍ତାରୋକୋ

ସଜନାଗଡ଼,୫।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ମିତ୍ରପୁର କାଠପାଳ ଅଞ୍ଚଳରେ ବୁଧବାର ଏକ ବାଲିବୋଝେଇ ଗାଡ଼ିକୁ ଜବତ କରାଯିବା ବେଳେ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁଙ୍କୁ ପୁଣି ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ବାଲିଗାଡି ଚାଳକ ଚାଲାଣ ଦେଖାଇବା...

ଦୋଷୀଙ୍କୁ ଦଣ୍ଡ ଦାବିରେ ସଙ୍କଳ୍ପ ପଦଯାତ୍ରା

ଖଇରା,୪।୧୨(ଡି.ଏନ.ଏ.): ହାଇଦ୍ରାବାଦ ସମେତ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରେ ଗଣବଳାତ୍କାର ଓ ନାରୀ ନିର୍ଯାତନା ଘଟଣା ବୃଦ୍ଧି ପାଉଥିବାରୁ ଏହାର ପ୍ରତିବାଦ ଜଣାଇବା ସହ ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରାଯାଉଛି। ବୁଧବାର ବାଲେଶ୍ୱର ଜିଲା ଖଇରା...

ମଧ୍ୟାହ୍ନଭୋଜନ ଦିଗହରା: ଭାତ ବଦଳରେ ମିଳିଲା ବିସ୍କୁଟ

ସଜନାଗଡ଼, ୪।୧୨(ଡି.ଏନ.ଏ.)-ରାଜ୍ୟ ସରକାର ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କ ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ଏପରିକି ବିଦ୍ୟାଳୟର ରୋଷେଇ ହେଲେ ଶିକ୍ଷାଦାନରେ ବାଧା ଉପୁଜିବା ଆଶଙ୍କା କରି ଏକ ମାସ ହେବ ବାହାରୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି।...

ସୁବର୍ଣ୍ଣରେଖା ବାଲିସୈରାତ ଅନୁଧ୍ୟାନ କଲେ ଏନଜିଟି, ଇଏନଭି ଟିମ୍‌

ଜଳେଶ୍ୱର, ୪।୧୨(ଡି.ଏନ.ଏ./ସ୍ବ.ପ୍ର)-ଓଡ଼ିଶା ଓ ପଶ୍ଚିମବଙ୍ଗର ସୀମାରେ ପ୍ରବାହିତ ସୁବର୍ଣ୍ଣରେଖା ନଦୀରୁ ବେଆଇନ ଭାବେ ବାଲି ଲୁଟ୍‌ ଘଟଣା ଥମିବାର ନାଁ ଧରୁ ନାହିଁ। ପଶ୍ଚିମବଙ୍ଗ ମାଫିଆମାନେ ନାଲି ଆଖି ଦେଖାଇ ନୌକାରେ ଶକ୍ତିଶାଳୀ ସ୍ବମ୍ପପମ୍ପ ବ୍ୟବହାର କରି ବାଲି ଲୁଟ୍‌...

ପୃଥ୍ବୀ-୨ର ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼୍‌ରୁ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ମଙ୍ଗଳବାର ରାତ୍ରୀକାଳିନ ପରୀକ୍ଷଣ କରାଯାଇଥିଲା। ସନ୍ଧ୍ୟା ୭ଟା ୪୮ ମିନିଟ୍‌ ସମୟରେ କ୍ଷେପଣାସ୍ତ୍ରର...

ଶୋଇଥିଲାବେଳେ ଜଳିଗଲେ ବ୍ୟକ୍ତି

ବାଲେଶ୍ୱର ଅଫିସ୍‌, ୩।୧୨: ବାଲେଶ୍ୱର ଜିଲା ସଦର ଥାନା ଅଧୀନସ୍ଥ ସୁନ୍ଧୁରି ଛକରେ ଥିବା ଏକ କୋଠା ଘରେ ସୋମବାର ବିଳମ୍ବିତ ରାତିରେ ହଠାତ୍‌ ନିଆଁ ଲାଗିଯାଇଛି। ଫଳରେ ଘର ମାଲିକ କୁଶ ଭାରତୀ(୫୧)ଙ୍କ ଶୋଇଥିବା ଅବସ୍ଥାରେ ନିଆଁରେ ପୋଡିହୋଇ...

‘ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଉ’ : ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଜିଲାରେ ଥିବା ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦେବା ଲାଗି ସେମାନଙ୍କ ମାତାପିତାମାନେ ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି। ଜିଲାରେ ୯୬୭ ଜଣ ଥାଲାସେମିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri