ଜଳେଶ୍ୱରରେ ଏସ୍ଟିଏଫ୍ର ଚଢ଼ାଉ: ୩୦ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଜଳେଶ୍ୱର, ୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଝାଡ଼େଶ୍ୱରପୁର ଗ୍ରାମରେ ଭୁବନେଶ୍ୱରରୁ ଆସିଥିବା ଏସ୍ଟିଏଫ୍ର ଏକ ୧୫ଜଣିଆ ଟିମ୍ ଚଢାଉ କରି ଶେଖ ଲାଲବାବୁଙ୍କୁ ଗିରଫ କରିବା ସହ ୩୦ଗ୍ରାମ୍ ବ୍ରାଉନ୍ସୁଗାର ଜବତ କରିଛି। ଶନିବାର ସକାଳେ ଏହି ଟିମ୍ ଭଦ୍ରକ ରୁରାଲ ଥାନା…
ଖଇରା ବଜାରରେ ବାରମ୍ବାର ଦୁର୍ଘଟଣା: ପ୍ରତିବାଦରେ ରାସ୍ତା ଅବରୋଧ
ଖଇରା, ୫।୧(ଡି.ଏନ.ଏ.)-ସୋର-କୁପାରୀ ରାଜ୍ୟ ରାଜପଥର ଖଇରା ବଜାରରେ ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ଯୋଗୁ କ୍ରମାଗତ ଦୁର୍ଘଟଣା ଘଟୁଛି। ରାସ୍ତାରେ ବାଲି ଜମା ହେବା ଯୋଗୁ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଏହାର ପ୍ରତିବାଦ କରି ଶନିବାର ସ୍ଥାନୀୟ ବ୍ୟବସାୟୀ ଓ…
ଛାତ୍ରୀଙ୍କ ତଣ୍ଟି କାଟିଥିବା ଶିକ୍ଷକ ପଶ୍ଚିମବଙ୍ଗରୁ ଗିରଫ
ଭୋଗରାଇ, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଦେହୁର୍ଦ୍ଦା ଗ୍ରାମର ବିଶ୍ୱଜିତ୍ ନାଥ (୨୮) ନାମକ ଟ୍ୟୁଶନ ଶିକ୍ଷକ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଗତ ୨ ତାରିଖ ରାତିରେ ତଣ୍ଟି କାଟି ଫେରାର ହୋଇଯାଇଥିଲେ। ବାଲେଶ୍ୱର ଏସ୍ପିଙ୍କ ନିର୍ଦ୍ଦେଶକ୍ରମେ ଜଳେଶ୍ୱର…
ଅପହୃତା ନାବାଳିକା ଉଦ୍ଧାର: ଅଭିଯୁକ୍ତ ଗିରଫ
ରୂପ୍ସା, ୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଶନିବାର ପୋଲିସ ଚଢ଼ାଉ କରି ଅଭିଯୁକ୍ତ ଦୀପକ ମାଝିଙ୍କୁ ଗିରଫ କରିଛି। ତାଙ୍କ ଘର ବାହାର୍ଦ୍ଦା ଗ୍ରାମରେ। ଏଥିସହ ଅଭିଯୁକ୍ତଙ୍କ ଘରୁ ଅପହୃତା ନାବାଳିକାଙ୍କୁ ଉଦ୍ଧାର…
ଦୁର୍ବୃତ୍ତ ଝାମ୍ପିନେଲେ ୪ ଲକ୍ଷ
ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍ ଆସୋସିଏଶନ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା (ବାବୁ ପଣ୍ଡା) ପେପର ମିଲ୍ସ୍ଥିତ ବାଲଗୋପାଳପୁର ଷ୍ଟେଟ୍ବ୍ୟାଙ୍କରୁ ୪ଲକ୍ଷ…
ଫୋନ୍ରେ ସ୍ତ୍ରୀ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ବାମୀ
ସଜନାଗଡ଼,୪।୧(ଡି.ଏନ୍.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୯ନଂ. ୱାର୍ଡର କାହାଳିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଫୋନ୍ରେ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇ ସ୍ବାମୀ ଗୁରୁତର ହୋଇଛନ୍ତି। ସେ ହେଲେ…
କୁଲଡ଼ିହାରେ ପକ୍ଷୀ ଗଣନା ଆରମ୍ଭ
ସଜନାଗଡ଼, ୪।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ବନ ବିଭାଗ ପକ୍ଷରୁ କୁଲଡିହା ଅଭୟାରଣ୍ୟରେ ପକ୍ଷୀଗଣନା ଆରମ୍ଭ ହୋଇଛି। ଅଭୟାରଣ୍ୟ ଭିତରେ ଥିବା ରିଷିଆ ଡ୍ୟାମ୍, ସିନ୍ଦୁଆ, ବୁଗାଳିବନ୍ଧ, ଖୁମ୍କୁଟ୍, ତେଣ୍ଡା ଅଞ୍ଚଳର ସାତଘାଟି…
ଆଦର୍ଶ ବିଦ୍ୟାଳୟ ଲାଗି ଜମି ହସ୍ତାନ୍ତର
ଜଳେଶ୍ୱର, ୪।୧(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ବିଛିନ୍ନାଞ୍ଚଳ ଭାବେ ପରିଚିତ ରାଇବଣିଆ ଥାନା କାଳିକଠାରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଲାଗି ଜମି ହସ୍ତାନ୍ତର ପ୍ରକ୍ରିୟା ଶେଷ ହୋଇଛି । ଆସନ୍ତା ଶିକ୍ଷାବର୍ଷରୁ ଶିକ୍ଷାଦାନ ହେବା ଲାଗି ଅଭିଭାବକମାନେ ଆଶା ପୋଷଣ କରିଛନ୍ତି। ୨୦୧୪ ସାଧାରଣ…
କାମରେ ଆସୁନି ପାନୀୟଜଳ ପ୍ରକଳ୍ପ
ବାହାନଗା, ୪ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ଔପଦା ବ୍ଲକର ଚଷାଖଣ୍ଡ ପଞ୍ଚାୟତରେ ଥିବା ପାନୀୟଜଳ ପ୍ରକଳ୍ପ ଲୋକଙ୍କ କାମରେ ଆସୁନି। ୧୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପ ବର୍ଷେ ହେଲା ବନ୍ଦ ହୋଇପଡିଛି। ଫଳରେ ପଞ୍ଚାୟତବାସୀ ଶୁଦ୍ଧ ପାନୀୟଜଳ…
ଟ୍ରେନ୍ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ରୂପ୍ସା, ୩ା୧(ଡି.ଏନ୍.ଏ.): ଜିଆର୍ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ତାଙ୍କ ପରିଚୟ ମିଳିପାରିନାହିଁ। ଟ୍ରେନ୍ ଶୌଚାଳୟ ସମ୍ମୁଖରେ…
ନିଆରା ଢଙ୍ଗରେ ନୂଆବର୍ଷ ପାଳିଲେ ଯବାନ
ଖଇରା, ୩।୧(ଡି.ଏନ.ଏ.)-ନୂଆବର୍ଷରେ ସମସ୍ତେ ଭୋଜିଭାତ କରି ମଉଜ ମଜଲିସରେ କଟାଉଥିବା ବେଳେ ଏହାକୁ ନିଆରା ଢଙ୍ଗରେ ପାଳିଛନ୍ତି ଖଇରା ବ୍ଲକ ଅଧୀନ ଗୋଳିହା ପଞ୍ଚାୟତ କଣ୍ଟାବଣିଆ ଗ୍ରାମର ମୟୂର କୁମାର ଦାସ। ସିଆର୍ପିଏଫ ଯବାନ ମୟୁର ବୁଧବାର ନିଜର ବୋନସ ଟଙ୍କାରେ…
‘ଗଣତାନ୍ତ୍ରିକ ପ୍ରକ୍ରିୟାରେ ବୁଦ୍ଧିଜୀବୀଙ୍କ ନୀରବତା ବିଡମ୍ବନା’: ସୃଜନିକାର ନବବର୍ଷର ରାଜ୍ୟସ୍ତରୀୟ ସାରସ୍ବତ ସମାରୋହ
ବାଲିଆପାଳ,୩ା୧(ଡି.ଏନ.ଏ.)-ଗଣତାନ୍ତ୍ରିକ ପ୍ରକ୍ରିୟାରେ ବୁଦ୍ଧିଜିବୀଙ୍କ ନୀରବତା ବିଡମ୍ବନା। ଏବେ କେନ୍ଦ୍ର ସରକାରଙ୍କ ଦେଶରେ ସଂଶୋଧିତ ନାଗରିକ ଆଇନ (ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନଆରସି)କୁ ନେଇ ଆନ୍ଦୋଳନ, ଜଳାପୋଡା, ରାଲି, ଧାରଣା ଚାଲିଥିବା ବେଳେ ବୁଦ୍ଧିଜୀବୀମାନେ ନୀରବ ରହିବା ପରିତାପର ବିଷୟ। ସେମାନେ ଦେଶର…
Archives


