ବାଲେଶ୍ୱର

ହରିଚନ୍ଦନଙ୍କୁ ବାଲେଶ୍ୱରରେ ଭବ୍ୟ ‘ନାଗରିକ ସମ୍ବର୍ଦ୍ଧନା’: ‘ବରପୁତ୍ରଙ୍କୁ ସମ୍ମାନ ଦେବାର ବେଳ ଆସିଛି’

ବାଲେଶ୍ୱର ଅଫିସ, ୧୧।୧-ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଶୁକ୍ରବାର ବାଲେଶ୍ୱର ପ୍ରତିଭା ବିକାଶ ମଞ୍ଚ ତରଫରୁ ଆୟୋଜିତ ସଭାରେ ‘ନାଗରିକ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି। ସ୍ଥାନୀୟ ଟାଉନହଲ ପରିସରରେ ଅନୁଷ୍ଠିତ ଏକ ସମାରୋହରେ ସ୍ବାଗତ କମିଟି ଅଧ୍ୟକ୍ଷ ହରେକୃଷ୍ଣ ଦାସ ସଭାପତିତ୍ୱ…

ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମ୍ମିଳନୀ: ‘ସମନ୍ବୟ ରହିଲେ ଶିକ୍ଷାର ମାନ ବୃଦ୍ଧି ହେବ’

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ବାଲେଶ୍ୱର ଓ ଭଦ୍ରକ ଜିଲାର ସମସ୍ତ ଅନୁବନ୍ଧିତ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କର ଏକ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ମହାବିଦ୍ୟାଳୟରୁ ୭୦ରୁ ଊର୍ଦ୍ଧ୍ୱ ଅଧ୍ୟକ୍ଷ ଏଥିରେ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଫକୀରମୋହନଙ୍କ…

ରୂପ୍‌ସା, ବସ୍ତା, ଜଳେଶ୍ୱର ଷ୍ଟେଶନ ପରିଦର୍ଶନ କଲେ ଜିଏମ୍‌

ରୂପ୍‌ସା/ବସ୍ତା/ଜଳେଶ୍ୱର, ୧୧।୧(ଡି.ଏନ.ଏ./ସ୍ବ.ପ୍ର.)-ଦକ୍ଷିଣ-ପୂର୍ବ ରେଳପଥର ଜେନେରାଲ ମ୍ୟାନେଜର(ଜିଏମ୍‌) ସଞ୍ଜୟ କୁମାର ମହାନ୍ତି ପ୍ରଥମଥର ପାଇଁ ଶୁକ୍ରବାର ବାଲେଶ୍ୱର ଗସ୍ତରେ ଆସି ରୂପ୍‌ସା ଜଙ୍କଶନ, ବସ୍ତା ଓ ଜଳେଶ୍ୱର ଷ୍ଟେଶନ ପରିଦର୍ଶନ କରିଛନ୍ତି। ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ସେ ବାଙ୍ଗିରିପୋଷି ଷ୍ଟେଶନ ଗସ୍ତ…

୨.୫ କିଲୋ ଗଞ୍ଜେଇ ସହ ବାଇକ୍‌ ଜବତ

ସଜନାଗଡ଼,୧୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କାଂଶ ଅଞ୍ଚଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ନୀଳଗିରି ପୋଲିସ୍‌ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। କାଂଶ ଅଞ୍ଚଳ ମହାପାତ୍ରସାହି ଗ୍ରାମର ରବୀନ୍ଦ୍ର କୁମାର ମହାପାତ୍ର ନିଜ ବାଇକ୍‌ (ନଂ. ଓଡ଼ି୦୧ଏଇ-୮୮୦୭)ରେ…

ଯୁବକଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଇଓ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆମ୍ବଡିହା ଗ୍ରାମର ନିରଞ୍ଜନ ମଲ୍ଲିକଙ୍କ ପୁଅ ରାଜେଶ(୩୪)। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପାଟିରୁ ରକ୍ତ…

ଚକାଫାଟି ଗଛରେ ପିଟିହେଲା ଆମ୍ବୁଲାନ୍ସ, ୨ ଆହତ

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜାମୁନା ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିବା ବେଳେ ଚକା ଫାଟିଯିବାରୁ ଏକ ଆମ୍ବୁଲାନ୍ସ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ଓଡି ୦୧ ଏଡି ୬୩୩୬ ବିଶିଷ୍ଟ ୧୦୮ ଆମ୍ବୁଲାନ୍ସ ରୋଗୀ ଆଣିବାକୁ…

ପୂର୍ବାଞ୍ଚଳ ଆଇଜିଙ୍କ ସମେତ ପୋଲିସ୍‌କୁ ଘେରିଲେ ଗ୍ରାମବାସୀ

ବାହାନଗା, ୧୦ା୧(ଡି.ଏନ.ଏ.)-ପାରିବାରିକ କଳହକୁ ନେଇ ଗତ ଡିସେମ୍ବର ୨୯ ତାରିଖରେ ଏକ ପରିବାରର ମା ଓ ଦୁଇ ଝିଅ ଉଭୟ ବିଷ ପିଇ ଆମତ୍ହତ୍ୟା ଉଦ୍ୟମ କରିଥିଲେ ା ସେମାନେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ କେତେକ…

ଇଟାଭାଟି ଭାଙ୍ଗି ନ ପାରି ଫେରିଲା ପ୍ରଶାସନ

ରେମୁଣା, ୧୦ା୧(ଡି.ଏନ.ଏ.)-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ନୂଆଗଁାରେ ଘଟଣାର ପୁନରାବୃତ୍ତି ହୋଇଛି। ସେଠାରେ ଜାତୀୟ ରାଜପଥର ପ୍ରାୟ ୨ଶହ ମିଟର ଦୂରରେ ଥିବା ମୁକ୍ତା-୧ ଇଟାଭାଟିକୁ ବେଆଇନ ଦର୍ଶାଇ ଗୁରୁବାର ପ୍ରଶାସନ ପ୍ରସ୍ତୁତ ହୋଇ ସେଠାରେ ପହଞ୍ଚିଥିଲେ ମଧ୍ୟ ଲୋକଙ୍କ ବିରୋଧ…

ଭାଇବୋହୂଙ୍କୁ ମରଣାନ୍ତକ ଆକ୍ରମଣ:ଜେଲ୍‌ ଗଲେ ଦେଢ଼ଶୁର

ରୂପ୍‌ସା, ୯।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ରାଇସୁଆଁ ଗ୍ରାମର ଅଭିଯୁକ୍ତ ପ୍ରତାପ ଚନ୍ଦ୍ର ସାହୁଙ୍କୁ ଗୁରୁବାର ବସ୍ତା ଥାନା ପୋଲିସ ଗିରଫ କରିଛି। ପାରିବାରିକ କଳହ ଓ ଜମିଜମା ବିବାଦକୁ କେନ୍ଦ୍ର କରି ପ୍ରତାପ ତାଙ୍କ ସାନଭାଇ ଗୋପୀନାଥଙ୍କ ପନତ୍ୀ…

୬ ବସ୍ତା ଚୋରା ମଦ ପୋଡିଲେ ମହିଳା

ସୋର, ୯ା୧(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଖଣ୍ଡାସାହି ଗ୍ରାମରେ ଗୁରୁବାର ୫ଟି ସ୍ବୟଂସହାୟକ ଗୋଷ୍ଠୀର ୫୦ରୁ ଉର୍ଦ୍ଧ୍ୱ ମହିଳା ମଦ ବିରୋଧୀ ଆନ୍ଦୋଳନରେ ସାମିଲ ହୋଇ ବିପୁଳ ପରିମାଣର ଚୋରା ମଦ ଜବତ କରି ପୋଡି ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ…

୪୦ବର୍ଷ ପରେ ସରକାରୀ ଜମିରୁ ଜବରଦଖଲ ହଟିଲା

ବାଲେଶ୍ୱର ଅଫିସ,୯।୧-ବାଲେଶ୍ୱର ସଦର ତହସିଲ ଅଧୀନ ଅଙ୍ଗାରଗଡ଼ିଆ ମୌଜାର ୨୭ ଡିସିମିଲ ସରକାରୀ ଜମିରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ୪୦ ବର୍ଷ ଧରି ଏହି ଜମି ଜବରଦଖଲରେ ଥିଲା। ଉକ୍ତ ଅଞ୍ଚଳର କୁନିମଣି ସିଂ ୨୦ ଡିସିମିଲ, ଯଦୁମଣି ମହନ୍ତ…

ଉନ୍ନୟନ କାର୍ଯ୍ୟ ପରିଦର୍ଶନ କଲେ ଜିଲାପାଳ

ସିମୁଳିଆ, ୯ା୧(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଗୁରୁବାର ସିମୁଳିଆ ବ୍ଲକର ବିଭିନ୍ନ ସ୍ଥାନ ଅଚାନକ ପରିଦର୍ଶନ କରିଥିଲେ । ସେଥିମଧ୍ୟରେ ମୁରୁଣା ପଞ୍ଚାୟତରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ କଲ୍ୟାଣମଣ୍ଡପ, ୬ଲକ୍ଷ ଟଙ୍କା ବ୍ୟୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri