ଅବକାରୀ, ପୋଲିସର ମିଳିତ ଚଢ଼ାଉ: ୬୮ ଗ୍ରାମ ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
ବାଲେଶ୍ୱର ଅଫିସ/ଜଳେଶ୍ୱର, ୧୦।୧୨(ସ୍ବ.ପ୍ର.)- ବାଂଲାଦେଶରୁ ପଶ୍ଚିମବଙ୍ଗର ଖଡ଼ଗପୁର ଓ ବର୍ଦ୍ଧମାନ ଅଞ୍ଚଳ ଦେଇ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଆସୁଛି। ସେଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନକୁ ପଠାଯାଉଥିବା ବହୁ ଚାଞ୍ଚଲ୍ୟକର ପ୍ରମାଣ ଅବକାରୀ ଓ ପୋଲିସକୁ ମିଳିଛି । ସୋମବାର ମଧ୍ୟରାତ୍ରରେ…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ୍, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରି ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ବାରିପଦା,…
ଶ୍ରଦ୍ଧାପୁର ଉପନିର୍ବାଚନରେ ବିଶୃଙ୍ଖଳା ଘଟଣା: କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶିକ୍ଷକଙ୍କ ମେଳି
ଭୋଗରାଇ, ୧୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା, ଭୋଟବାକ୍ସ ଖୋଲା ଓ ଭାଙ୍ଗିବା ଘଟଣା ଅଭିଯୋଗ ହେବା ପରେ କାର୍ଯ୍ୟରେ ଅବହେଳା କରିଥିବା ୬ଜଣ ଶିକ୍ଷକଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାନୁଷ୍ଠାନ ନେବା ପରେ ଭୋଗରାଇ ପ୍ରଥମରୁ ୧୦ମ…
ବାଲେଶ୍ୱର ସବ୍ରେଜିଷ୍ଟ୍ରି ଅଫିସରେ ନିଅଁ।
ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଦୁଇଟି ବାହିନୀ ଆସି ନିଅଁାଲିଭା କାର୍ଯ୍ୟରେ ନିୟୋଜିତ…
ଫାଣ୍ଡି ସମ୍ମୁଖ ମନ୍ଦିରର ଦାନବାକ୍ସ ତାଡ଼ି ଚୋରି:ପୋଲିସର ତଦନ୍ତ ଜାରି
ବଡବିଲ, ୯।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୋଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ। ରବିବାର ବିଳମ୍ବିତ ରାତିରେ ବଡବିଲ ଥାନା ଅଧୀନରେ ଥିବା ଟାଉନ ଫାଣ୍ଡି ନମ୍ବର-୧ ସମ୍ମୁଖରେ ଥିବା ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ତାଡି ଦାନ…
ଔପଦା ଚାଷୀ ଆମତ୍ହତ୍ୟା ଘଟଣା: ତଦନ୍ତ କଲେ ତହସିଲଦାର
ଔପଦା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ଗ୍ରାମର ଚାଷୀ ପ୍ରଦୀପ ପାତ୍ର (୩୯) ଋଣ ଭାର ସହି ନ ପାରି ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଦେଇଥିଲେ। କଟକ ବଡ଼ଡାକ୍ତରଖାନାରେ ଗତ ୮ ତାରିଖ ଅପରାହ୍ନରେ…
ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା
ରୂପ୍ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା ବିଭାଗର ନିୟମ ଅନୁଯାୟୀ ୩୦ଜଣ ଛାତ୍ରୀଛାତ୍ରଙ୍କ ଲାଗି ଜଣେ ଲେଖାଏ ଶିକ୍ଷକ ହିସାବରେ ଏଠାରେ…
ଉଦାହରଣ ସାଜିଛନ୍ତି ସୁଲୋଚନା
ଖଇରା,୯।୧୨(ଡି.ଏନ.ଏ.)- ରାତି ନପାହୁଣୁ ଘର କାମ ସାରିଦେଇ ବାହାରିଯାଆନ୍ତି କର୍ମକ୍ଷେତ୍ରକୁ । ପୋଖରୀରେ ମାଛଙ୍କୁ ଖାଦ୍ୟ ଦେଇସାରି ପରିବା ଲଗାଇଥିବା ବାଡିକୁ ଯାଇ ଗଛରେ ପାଣି ଦେବା ସହ ପରିବା ତୋଳି ଥାଆନ୍ତି । ଅନ୍ୟ ଲୋକେ ବଜାରରେ ପରିବା ଓ…
ସବୁଠି ଧାନର ଅଭାବୀ ବିକ୍ରି: ଏଯାବତ୍ ଖୋଲୁ ନାହିଁ ସରକାରୀ ଧାନମଣ୍ଡି
ରୂପ୍ସା,୯।୧୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ସଦର ଓ ବସ୍ତା ବ୍ଲକରେ ଧାନର ଅଭାବୀ ବିକ୍ରି ଦେଖାଦେଇଛି। ଏଯାବତ୍ ସରକାରୀ ଧାନ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ଗୁଜୁୁରାଣ ମେଣ୍ଟାଇବାକୁ ବେପାରୀଙ୍କୁ କମ୍ ଦରରେ ଧାନ ବିିକି କ୍ଷତି ସହୁଛନ୍ତି। ସରକାରୀ…
ଦେବକୁଣ୍ଡ ଯାଉଥିବା ବେଳେ ଟ୍ରକ୍କୁ ଧକ୍କା ଦେଲା ଟୁରିଷ୍ଟ ଭ୍ୟାନ୍: ୩ ପର୍ଯ୍ୟଟକ ମୃତ, ୧୫ ଗୁରୁତର
ବାଲେଶ୍ୱର ଅଫିସ,୮।୧୨: ବାଲେଶ୍ୱର ଜିଲା ସେରଗଡ଼ସ୍ଥିତ ଜଗନ୍ନାଥ ପେଟ୍ରୋଲ ପମ୍ପ ନିକଟରେ ରବିବାର ଭୋର ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପର୍ଯ୍ୟଟକ ଗାଡ଼ି ଟ୍ରକ୍କୁ ପଛରୁ ଧକ୍କା ଦେବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ଜଣ ଗୁରୁତର…
ଅବହେଳା ପାଇଁ ଆଖି ବୁଜିଲେ ଛାତ୍ରୀ: କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ପରିବାର ଲୋକେ
ସିମୁଳିଆ, ୮।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମ୍ନୀ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୃତ ଛାତ୍ରୀଙ୍କ ପରିବାର ଲୋକେ ଶବ ବ୍ୟବଚ୍ଛେଦ ପାଇଁ ଶବ ନ ଛାଡ଼ି…
ଜିଲା ମୁଖ୍ୟଚିକିତ୍ସାଳୟ: ମେଡିଶିନ ବିଭାଗରେ ଲାଗିବ ଲିଫ୍ଟ, ର଼୍ୟାମ୍ପ
ବାଲେଶ୍ୱର ଅଫିସ, ୮।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମେଡିସିନ ବିଭାଗରେ ଲିଫ୍ଟ ଓ ର଼୍ୟାମ୍ପ ନିର୍ମାଣ ହେବ। ଶନିବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିକିତ୍ସାଳୟରେ ପୃଥକ ଭାବେ ଡେଙ୍ଗୁ ଓ…
Archives


