ବାଲେଶ୍ୱର

ସରକାରୀ ଚାଉଳ ଜବତ ଘଟଣା:କ୍ଲିନଚିଟ୍‌ ଦେଲା ଯାଞ୍ଚ କମିଟି

ତିହିଡି,୯।୧(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବଜାରରୁ ୧୨୦ କୁଇଣ୍ଟାଲ ସରକାରୀ ଚାଉଳ ଜବତ ଘଟଣାର ତଦନ୍ତ ପରେ ଯାଞ୍ଚ କମିଟି କ୍ଲିନଚିଟ୍‌ ଦେଇଛି। ଗୁରୁବାର ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ତଦନ୍ତ କରାଯିବା ପରେ ଚାଉଳ…

୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍‌ସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ତେବେ ଜବତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ପୁରୀରୁ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ରାଇବଣିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଲେ ଜଳେଶ୍ୱର ନଶ୍ଚିମପୁର ଅଞ୍ଚଳର ଅଶୋକ ଦତ୍ତ। ଅଶୋକ ଉକ୍ତ ନାବାଳିକାଙ୍କୁ ଅପହରଣ…

ବେଆଇନ ପଥର ବୋଝେଇ ୮ ଡମ୍ପର ଜବତ: ଆଦାୟ ହେଲା ୧.୪୪ ଲକ୍ଷ ଜରିମାନା

ଜଳେଶ୍ୱର, ୯।୧(ସ୍ବ.ପ୍ର.)-ବିଭିନ୍ନ ସମୟରେ ଜଳେଶ୍ୱର ତହସିଲ ଅଞ୍ଚଳରେ ବେଆଇନ ବୋଝେଇ ଟ୍ରକ୍‌ ଚଳାଚଳ କରୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଶେଷ କରି ଗ୍ରାମାଞ୍ଚଳ ରାସ୍ତାଗୁଡିକରେ ଭାରିଯାନଗୁଡିକ ଯାତାୟାତ କରୁଥିବାରୁ ରାସ୍ତାଗୁଡିକ…

୧୨ ଦଫା ଦାବିରେ ବିଭିନ୍ନ ସଂଘ ପକ୍ଷରୁ ବନ୍ଦ ପାଳନ

ସିମୁଳିଆ,୮।୧(ଡି.ଏନ୍‌.ଏ.): ଲେବର ୟୁନିୟନ, ପାଚିକା ସହାୟିକା, ସିଟୁ, ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକା, ଡ୍ରାଇଭର ୟୁନିୟନ ପକ୍ଷରୁ ମିଳିତ ଭାବେ ସିମୁଳିଆରେ ବନ୍ଦ ଡାକରା ଦିଆଯାଇଥିଲା। ସିଟୁର ସମ୍ପାଦକ ଜଳନ୍ଧର ଜେନାଙ୍କ ଅଧ୍ୟକ୍ଷତାରେ ସମସ୍ତ ସଂଘ ବ୍ଲକର ସଦରମହକୁମା ମାର୍କୋଣା ଛକର…

ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍‌ ଚୋରି

ଖଇରା,୮।୧(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ ୫ଲକ୍ଷ ଟଙ୍କାର ଅଳଙ୍କାର ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏଥିସହ ମନ୍ଦିରର ସମସ୍ତ ହୁଣ୍ଡି…

ମଣ୍ଡିରେ ଧାନବସ୍ତା ପଡ଼ି ଚାଷୀ ମୃତ

ସଜନାଗଡ଼,୮।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ ରାଜ ବରମପୁରଠାରେ ମାଟିଆଳି ଲ୍ୟାମ୍ପ୍‌ ସମିତିକୁ ଜନୈକ ଚାଷୀ ଟଲିରେ ଧାନ ବସ୍ତା ନେଇ ବୁଧବାର ପୂର୍ବାହ୍ନରେ ଆସିଥିଲେ।ଧାନବସ୍ତା ତଳକୁ କାଢ଼ୁଥିବା ବେଳେ ଅସାବଧାନତା ଯୋଗୁ ଏହା ଚାଷୀଙ୍କ ଉପରେ ପଡ଼ିଯିବାରୁ ଘଟଣାସ୍ଥଳରେ…

ବାଲେଶ୍ୱରରେ ଭାରତ ବନ୍ଦ ପ୍ରଭାବ: ସରକାରୀ ଅଫିସ ଘେରିଲେ

ବାଲେଶ୍ୱର ଅଫିସ୍‌, ୮।୧୨: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବାଲେଶ୍ୱରରେ ଏହାର ପ୍ରଭାବ ପଡିଛି। କଂଗ୍ରେସ ଏବଂ ବାମଦଳର କର୍ମକର୍ତ୍ତାମାନେ ସମ୍ପୂର୍ଣ୍ଣ ସମର୍ଥନ ଜଣାଇ ବୁଧବାର ସକାଳ…

ରାହା ଯୋଗାଇଛି କୌଳିକ ବୃତ୍ତି

ସିମୁଳିଆ, ୮ା୧-ଏବେ ବି ରହିଛି ହସ୍ତଶିଳ୍ପର ଚାହିଦା। ସରକାରୀ ସ୍ତରରେ ପ୍ରୋତ୍ସାହନ ମିଳୁ ନ ଥିଲେ ମଧ୍ୟ କେତେକ ପରିବାର ଏହି ବୃତ୍ତିକୁ ଆପଣେଇ ନିଜ ପରିବାର ପ୍ରତିପୋଷଣ କରୁଛନ୍ତି। ବାଲେଶ୍ୱର ଜିଲା କନ୍ଦଡା ଅଞ୍ଚଳର ୬ଟି ପରିବାର ବର୍ଷତମାମ ବାଉଁଶରୁ…

ଡିଆରଏମ୍‌ଙ୍କ ରୂପ୍‌ସା ଜଙ୍କଶନ ପରିଦର୍ଶନ: ୧୦ରେ ଆସିବେ ଜେନେରାଲ ମ୍ୟାନେଜର

ରୂପ୍‌ସା, ୮।୧(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନର ରେଳବାଇ ମ୍ୟାନେଜର (ଡିଆରଏମ୍‌) ମନୋରଞ୍ଜନ ପ୍ରଧାନ ମଙ୍ଗଳବାର ତୃତୀୟଥର ପାଇଁ ବାଲେଶ୍ୱର ଜିଲା ଅଧିନ ରୂପ୍‌ସା ରେଳ ଜଙ୍କଶନ ପରିଦର୍ଶନ କରିଛନ୍ତି। ଆସନ୍ତା ୧୦ ତାରିଖରେ ରେଳପଥର ଜେନେରାଲ ମ୍ୟାନେଜର ଏସ୍‌.କେ. ମହାନ୍ତି ଏହି…

ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ପୁଅ, ବାପା ଫେରାର

ରୂପ୍‌ସା, ୭।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ହଳଦୀପାଳ ବଜାରରେ ସୋମବାର ବିଦ୍ୟୁତ୍‌ ବିଭାଗ ଜେଇ ଗୌରୀଶଙ୍କର ବାଗଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ରାମକୃଷ୍ଣ ଦାସଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ଏକ ମାମଲା (ନଂ. ୩/୨୦) ରୁଜୁ…

ଖଇରାର ଗୌରବ ଅବିନାଶ

ଖଇରା, ୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ପଞ୍ଚାୟତ ଅଧୀନ ଅଲିପୁର ଗ୍ରାମର ଅବିନାଶ ଦଳେଇ ଓଡିଶା ପ୍ରଶାସନିକ ସେବା(ଓଏଏସ)ରେ ୧୭୧ନମ୍ବର ସ୍ଥାନରେ ରହି ଖଇରା ପାଇଁ ଗୌରବ ଆଣିଦେଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ତାଙ୍କ ପାଖକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri