ବାଲେଶ୍ୱର

ଜିଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା କରିବା ସହିତ ଜିଲାର ବିକାଶ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ…

ମାନସିକ ବିକୃତଙ୍କୁ ବିବାହ କରାଇ ବଜାରରେ ବୁଲାଇବା ଘଟଣା: ଏସ୍‌ପିଙ୍କୁ ଭେଟିଲେ ମାନବାଧିକାର ପରିଷଦ ସଦସ୍ୟ

ବାଲେଶ୍ୱର ଅଫିସ,୨୭।୧୨-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ଗତ ୨୪ ତାରିଖରେ ଦୁଇଜଣ ମାନସିକ ବିକୃତଙ୍କୁ ଜବରଦସ୍ତ ବିବାହ କରାଇ ବଜାରରେ ବୁଲାଇବା ଘଟଣାର ଭିଡ଼ିଓ ଭାଇରାଲ ହେବା ପରେ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ପ୍ରତିବାଦ…

ହାତୀ ଆକ୍ରମଣରେ ଗୁରୁତର ଯୁବକଙ୍କ ମୃତ୍ୟୁ: ମୃତଦେହ ରଖି ଗ୍ରାମବାସୀଙ୍କ ଧାରଣା

ସଜନାଗଡ, ୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡ଼ିହା ପାଦଦେଶ ଗରଡ଼ିହି ପଞ୍ଚାୟତ ଅଧୀନ ଟିକାକଟା ଚାଇନ୍ଦର ଗ୍ରାମ ୧୨ନମ୍ବର ୱାର୍ଡ଼ର ୱାର୍ଡ଼ମେମ୍ବର ସୁଦାମ ସିଂ (୩୫) ଗତ ୧୫ ତାରିଖରେ ଛେଳି ନେଇ ଜଙ୍ଗଲରୁ ଫେରୁଥିବା ବେଳେ ହାତୀ ଆକ୍ରମଣର ଶିକାର…

ବୁଡ଼ିଲା ଟ୍ରଲର: ଜଣେ ନିଖୋଜ, ଅଳ୍ପକେ ବର୍ତ୍ତିଲେ ୧୦ ମତ୍ସ୍ୟଜୀବୀ

ଭୋଗରାଇ,୨୭।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ଦିଘା ମୁହାଣରୁ ମାଛ ମାରି ଫେରୁଥିବା ଏକ ଟ୍ରଲର ସମୁଦ୍ର ଢେଉରେ ଭାରସାମ୍ୟ ହରାଇ ଶୁକ୍ରବାର ମଧ୍ୟାହ୍ନରେ ଓଲଟି ପଡ଼ିଛି। ଫଳରେ ଜଣେ ବଙ୍ଗୀୟ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ବେଳେ ୧୦ ମତ୍ସ୍ୟଜୀବୀ ଅଳ୍ପକେ…

ଜିଲାରେ ପ୍ରଥମ: ଜଳେଶ୍ୱରରେ ମଡେଲ ଭିଲେଜ କାର୍ଯ୍ୟାରମ୍ଭ

ଜଳେଶ୍ୱର, ୨୭।୧୨(ସ୍ବ.ପ୍ର.)-ସରକାରଙ୍କ ନୂତନ ଯୋଜନା ଅନୁଯାୟୀ ଏଣିକି ଭୂମିହୀନ ଓ ଗୃହହୀନଙ୍କ ଲାଗି ସରକାରୀ ସ୍ଥାନରେ ଏକ ମଡେଲ ଭିଲେଜ ନିର୍ମାଣ ପାଇଁ ସ୍ଥିର ହୋଇଛି ା ଏହି ପରିପ୍ରେକ୍ଷୀରେ ଜଳେଶ୍ୱର ବ୍ଲକର ମହମ୍ମଦନଗରପାଟ ଓ ରାଜପୁର ପଞ୍ଚାୟତର ଓଳିନ୍ଦା ଗ୍ରାମରେ…

ଓଡ଼ିଶାରୁ ଖସିଗଲେ, ପଶ୍ଚିମବଙ୍ଗରେ ଧରାପଡ଼ିଲେ: ୩.୨୫ ଲକ୍ଷ ଟଙ୍କାର ଗଞ୍ଜେଇ, କାର୍‌ ଜବତ

ଜଳେଶ୍ୱର,୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଲକ୍ଷ୍ମଣନାଥ ଗେଟ୍‌ ଦେଇ ଓଡ଼ିଶାରୁ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଛି। ଏହି ଗେଟ୍‌ ଦେଇ ଚାଲାଣକାରୀମାନେ ସହଜରେ ଖସି ଯାଉଥିବାବେଳେ ସୀମାନ୍ତରୁ ମାତ୍ର ୫ଶହ ମିଟର ଦୂରରେ ପଶ୍ଚିମବଙ୍ଗ ଦାନ୍ତୁନ ପୋଲିସ ଗୁରୁବାର…

ପଶ୍ଚିମବଙ୍ଗରୁ ଫେରୁଥିବା ବେଳେ ବାଟରୁ ନିଖୋଜ

ସିମୁଳିଆ, ୨୬ା୧୨(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ଅଞ୍ଚଳର ସଞ୍ଜୟ ଖୁଣ୍ଟିଆ(୨୭) ନାମକ ଯୁବକ ଗତ ଶନିବାର ପଶ୍ଚିମବଙ୍ଗରୁ ଘରକୁ ଫେରୁଥିବାବେଳେ ବାଟରୁ ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ସ୍ତ୍ରୀ ପଦ୍ମିନୀ ଥାନାରେ ଅଭିଯୋଗ କରିଛନ୍ତି। ସଞ୍ଜୟ ପଶ୍ଚିମବଙ୍ଗ ରାଜ୍ୟର…

ଦିବ୍ୟାଙ୍ଗଙ୍କ ସହିତ ବଡ଼ଦିନ ପାଳିଲେ ବିଧାୟକ, କଣ୍ଠଶିଳ୍ପୀ

ବାଲିଆପାଳ,୨୬।୧୨(ସ୍ବ.ପ୍ର.)-ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ଓଲିଉଡ଼ର ପସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ଯୁବନେତା ରବୀନ୍ଦ୍ର ଅଣ୍ଡିଆ ଡଗରା ବେଳାଭୂମିରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହିତ ପବିତ୍ର ବଡ଼ଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବବ୍ୟବସାୟୀ ତଥା ଜିଲାପରିଷଦ ସଦସ୍ୟ ରବୀନ୍ଦ୍ର ଅଣ୍ଡିଆଙ୍କ…

ଶିମିଳିପାଳରେ ପୋଷା ହାତୀ ବବ୍‌ଲୁର ଉତ୍ପାତ

ବାରିପଦା ଅଫିସ,୨୬ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍‌ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା କେବେ ଘଟିଛି ତାହା ଜଣା ପଡ଼ି…

ମାଛଚାଷ କରିଛି ସ୍ବାବଲମ୍ବୀ

ବାଲିଆପାଳ,୨୬।୧୨(ସ୍ବ.ପ୍ର)- ବର୍ତ୍ତମାନ ସମୟରେ ଯୁବକମାନେ କୃଷି ଭିତ୍ତିକ କାର୍ଯ୍ୟଠାରୁ ଦୂରେଇ ଯାଉଥିବାବେଳେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ କଙ୍କଡ଼ାପାଳ ଗ୍ରାମର ଯୁବକ ଅଶୋକ କୁମାର ବାରିକ ଏକ ଭିନ୍ନ ବ୍ୟତିକ୍ରମ। ରିଲାଏନ୍ସ ଫାଉଣ୍ଡେଶନ ପରିଚାଳିତ ଦେୟମୁକ୍ତ ଫୋନ ଯୋଗେ ସେ ବିଶେଷଜ୍ଞଙ୍କ…

କାମରେ ଆସୁନି କୋଟିଏ ଟଙ୍କାର ପ୍ରକଳ୍ପ

ଖଇରା,୨୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମହତୀପୁର ପାନୀୟ ଜଳ ପ୍ରକଳ୍ପ ୧କୋଟି ୧୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ସରିବାର ଦେଢ଼ ବର୍ଷ ବିତିଲାଣି । ଲୋକଙ୍କୁ ଏ ପର୍ଯ୍ୟନ୍ତ ପାଣି ମୁନ୍ଦାଏ ମିଳିଲାନି। ସୋର-କୁପାରୀ ରାଜ୍ୟ ରାଜପଥ କଡ଼ରେ ଡ୍ରେନ…

ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ: କର୍ମଚାରୀଙ୍କୁ ମାଡ଼ ମାରି ଯୁବକ ଫେରାର

ବାଲେଶ୍ୱର ଅଫିସ, ୨୫।୧୨-ନୂତନ ଆଧାର କାର୍ଡ କରିବାର ବିଳମ୍ବ ହେବାରୁ ବାଲେଶ୍ୱର ଜିଲାପାଳ ଅଫିସ୍‌ ପରିସର ସରକାରୀ ଗୃହରେ ଓକାକ୍‌ ଦ୍ୱାରା ଅନୁମୋଦିତ ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ ଘଟିଛି। କର୍ମଚାରୀଙ୍କ ସହ ଜଣେ ଯୁବକ ପାଟିତୁଣ୍ଡ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri