ବାଲେଶ୍ୱର

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ୩ ଶିକ୍ଷାନୁଷ୍ଠାନରେ ସ୍ବତନ୍ତ୍ର ଟିମ୍‌ର ଯାଞ୍ଚ

ଭଦ୍ରକ ଅଫିସ,୧୨।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ କେତେକ ଘରୋଇ ଶିକ୍ଷାନୁଷ୍ଠାନ ଷ୍ଟାଇପେଣ୍ଡ ଲୁଟୁଛନ୍ତି। ଏ ସମ୍ପର୍କରେ ଗତ ୨୬ ତାରିଖରେ ପ୍ରଥମେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ତପତ୍ର ହୋଇଉଠିଛି। ଦ୍ୱିତୀୟ ଥର…

ହାତୀପଲ ପାଇଁ ବନ ବିଭାଗ ନୟାନ୍ତ

ଜଳେଶ୍ୱର, ୧୨।୧୨(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ଜଳେଶ୍ୱର ରେଞ୍ଜ ଅଧୀନ ରାଇବଣିଆ ସମେତ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲାର ରାସଗୋବିନ୍ଦପୁର ଓ ମୁରୁଡ଼ା ଅଞ୍ଚଳରେ ଉପଦ୍ରବ ଚଳାଇଥିବା ହାତୀପଲ ଜଙ୍ଗଲତଳି ଇଲାକାରେ ଲୋକଙ୍କ ନିଦ ହଜାଇଛନ୍ତି। ଏହି ଅଞ୍ଚଳକୁ ପଶି ଆସିଥିବା ଶତାଧିକ ଝାଡଖଣ୍ଡ…

ମା’ର ମୃତ୍ୟୁ ପରେ ଜେଲରେ ବାପା: ୧୮ଦିନର ଶିଶୁପୁତ୍ରକୁ ଉଦ୍ଧାର

ବାଲେଶ୍ୱର ଅଫିସ,୧୨।୧୨- ବାଲେଶ୍ୱର ଚାଇଲ୍ଡ ଲାଇନ୍‌ ପକ୍ଷରୁ ବୁଧବାର ବସ୍ତା ଥାନା ଅନ୍ତର୍ଗତ ସାନଧନାଡ଼ି ଗ୍ରାମରୁ ୧୮ ଦିନର ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ପରେ ଏହି ଶିଶୁକୁ ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରାଯାଇଛି। ଚାଇଲ୍ଡ ଲାଇନ୍‌ ସୂତ୍ରୁ ମିଳିଥିବା…

ରକ୍ତତୀର୍ଥ ଇରମରୁ ବାହାରିଲା ମଶାଲ ଶୋଭାଯାତ୍ରା

ବାସୁଦେବପୁର, ୧୧।୧୨(ଡି.ଏନ.ଏ.)- ତ୍ୟାଗଭୂମି ସାଂସ୍କୃତିକ ସମ୍ମେଳନ-୨୦୧୯ର ଉଦ୍‌ଘାଟନୀ ଉତ୍ସବ ଲାଗି ବାସୁଦେବପୁରର ରକ୍ତତୀର୍ଥ ଇରମରୁ ବୁଧବାର ଅପରାହ୍ନରେ ମଶାଲ ଶୋଭାଯାତ୍ରା ବାହାରି ଭଦ୍ରକରେ ପହଞ୍ଚିଥିଲା। ଲୁଙ୍ଗା ବିକାଶ ପରିଷଦର ସଭାପତି ଦେବଦର୍ଶନ ଦାସଙ୍କ ନେତୃତ୍ୱରେ ସ୍ବେଚ୍ଛାସେବୀ ଯୁବକମାନଙ୍କ ଉପସ୍ଥିତିରେ ଏହି ମଶାଲ…

୨୦ରୁ ହେବ ଧାନ କିଣା

ପଦ୍ମପୁର, ୧୧।୧୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ରାଜଘରପୋଖରୀ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳଠାରେ ବାଲିମେଦ ସେବା ସମବାୟ ସମିତିର ୬୨ତମ ସାଧାରଣ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଦ୍ରକ ଏଆର୍‌ସିଏସ୍‌ ସ୍ବାତୀବାଳା ମହାପାତ୍ର, ବାଲେଶ୍ୱର-ଭଦ୍ରକ ସମବାୟ ବ୍ୟାଙ୍କର ବାସୁଦେବପୁର ଶାଖା ପରିଚାଳକ ନରେନ୍ଦ୍ରନାଥ ବିହାରୀ, ବାଲିମେଦ…

ପୁଣି ଜଳେଶ୍ବରରେ ବ୍ରାଉନସୁଗାର ଜବତ, ଜଣେ ମହିଳା ଗିରଫ

ଜଳେଶ୍ୱର, ୧୧।୧୨(ଡି.ଏନ.ଏ.): ଜଳେଶ୍ବର ଥାନା ଅନ୍ତର୍ଗତ ଶାସନବାଡ ଗ୍ରାମରେ କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ, ବାଲେଶ୍ବର ପୋଲିସ ଓ ଜଳେଶ୍ବର ଅବକାରୀ ବିଭାଗର ମିଳିତ ସକାଳୁ ଶାସନବାଡ ଗ୍ରାମର ସକାଳୁ ଚଢାଉ କରି ରବିନା ଦେଉଆଙ୍କୁ ଗିରଫ କରିଛି, ଜବତ…

କୋର୍ଟଙ୍କ ନିର୍ଦ୍ଦେଶର ୧ ବର୍ଷକ ପରେ ରାସ୍ତାକଡ଼ରୁ ହଟିଲା ଜବରଦଖଲ

ଜଳେଶ୍ୱର, ୧୧।୧୨(ସ୍ବ.ପ୍ର.)-ଜଳେଶ୍ୱର ମ୍ୟୁନିସିପାଲିଟି ଅଧୀନ ପଞ୍ଚୁଘଣ୍ଟା ଗ୍ରାମ ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଯାତାୟାତ ରାସ୍ତା ଅବରୋଧ କରାଯାଇଥିବାରୁ ସେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶର ଏକ ବର୍ଷ ପରେ ମଙ୍ଗଳବାର ପ୍ରଶାସନ କେତେକାଂଶ ଜବରଦଖଲ ଉଚ୍ଛେଦ କରାଯାଇଛି। ଗ୍ରାମ…

ବ୍ୟକ୍ତିତ୍ୱକୁ ବିକାଶ କରେ ସଙ୍ଗୀତ

ସିମୁଳିଆ, ୧୧।୧୨-କଳା ମାଧ୍ୟମରେ ସମାଜ ଜୀବନକୁ ସରସ, ସୁନ୍ଦର କରି ଗଢ଼ିହେବ। ଏଭଳି ବିଶ୍ୱାସ ରଖି ଯନ୍ତ୍ର ସଙ୍ଗୀତ ଶିକ୍ଷାଲାଭ କରି ସାଧନା ଜାରି ରଖିବା ସହ ଅନ୍ୟକୁ ଶିକ୍ଷା ଦେବା କାର୍ଯ୍ୟରେ ଲାଗି ପଡିଛନ୍ତି ମନୋଜ। ଉଚ୍ଚଶିକ୍ଷା ଲାଭ କରି…

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ୧. ୪୦ ଲକ୍ଷ ଲୁଟ୍‌

ବାହାନଗା, ୧୦ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଭଣା ପଞ୍ଚାୟତସ୍ଥିତ କୋଷ୍ଟ କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନ ସମୟରେ ଦୁର୍ବୃତ୍ତମାନେ ଏକ ଘରୋଇ ଅର୍ଥଲଗାଣ ସଂସ୍ଥା (ଫାଇନାନ୍ସ କମ୍ପାନୀ)ର କର୍ମଚାରୀଙ୍କଠାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି । ଏନେଇ…

ଅବକାରୀ, ପୋଲିସର ମିଳିତ ଚଢ଼ାଉ: ୬୮ ଗ୍ରାମ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୧୦।୧୨(ସ୍ବ.ପ୍ର.)- ବାଂଲାଦେଶରୁ ପଶ୍ଚିମବଙ୍ଗର ଖଡ଼ଗପୁର ଓ ବର୍ଦ୍ଧମାନ ଅଞ୍ଚଳ ଦେଇ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଆସୁଛି। ସେଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନକୁ ପଠାଯାଉଥିବା ବହୁ ଚାଞ୍ଚଲ୍ୟକର ପ୍ରମାଣ ଅବକାରୀ ଓ ପୋଲିସକୁ ମିଳିଛି । ସୋମବାର ମଧ୍ୟରାତ୍ରରେ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ୍‌, ୧୦।୧୨: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ସୋରୋ ଗ୍ରାମ୍ୟ ଊନ୍ନୟନ ବିଭାଗର ସହକାରି ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ବାରିପଦା,…

ଶ୍ରଦ୍ଧାପୁର ଉପନିର୍ବାଚନରେ ବିଶୃଙ୍ଖଳା ଘଟଣା: କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶିକ୍ଷକଙ୍କ ମେଳି

ଭୋଗରାଇ, ୧୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା, ଭୋଟବାକ୍ସ ଖୋଲା ଓ ଭାଙ୍ଗିବା ଘଟଣା ଅଭିଯୋଗ ହେବା ପରେ କାର୍ଯ୍ୟରେ ଅବହେଳା କରିଥିବା ୬ଜଣ ଶିକ୍ଷକଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାନୁଷ୍ଠାନ ନେବା ପରେ ଭୋଗରାଇ ପ୍ରଥମରୁ ୧୦ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri