ବାଲେଶ୍ୱର

ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ନିଅଁ।

ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଦୁଇଟି ବାହିନୀ ଆସି ନିଅଁାଲିଭା କାର୍ଯ୍ୟରେ ନିୟୋଜିତ…

ଫାଣ୍ଡି ସମ୍ମୁଖ ମନ୍ଦିରର ଦାନବାକ୍ସ ତାଡ଼ି ଚୋରି:ପୋଲିସର ତଦନ୍ତ ଜାରି

ବଡବିଲ, ୯।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୋଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ। ରବିବାର ବିଳମ୍ବିତ ରାତିରେ ବଡବିଲ ଥାନା ଅଧୀନରେ ଥିବା ଟାଉନ ଫାଣ୍ଡି ନମ୍ବର-୧ ସମ୍ମୁଖରେ ଥିବା ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ତାଡି ଦାନ…

ଔପଦା ଚାଷୀ ଆମତ୍ହତ୍ୟା ଘଟଣା: ତଦନ୍ତ କଲେ ତହସିଲଦାର

ଔପଦା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ଗ୍ରାମର ଚାଷୀ ପ୍ରଦୀପ ପାତ୍ର (୩୯) ଋଣ ଭାର ସହି ନ ପାରି ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଦେଇଥିଲେ। କଟକ ବଡ଼ଡାକ୍ତରଖାନାରେ ଗତ ୮ ତାରିଖ ଅପରାହ୍ନରେ…

ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା ବିଭାଗର ନିୟମ ଅନୁଯାୟୀ ୩୦ଜଣ ଛାତ୍ରୀଛାତ୍ରଙ୍କ ଲାଗି ଜଣେ ଲେଖାଏ ଶିକ୍ଷକ ହିସାବରେ ଏଠାରେ…

ଉଦାହରଣ ସାଜିଛନ୍ତି ସୁଲୋଚନା

ଖଇରା,୯।୧୨(ଡି.ଏନ.ଏ.)- ରାତି ନପାହୁଣୁ ଘର କାମ ସାରିଦେଇ ବାହାରିଯାଆନ୍ତି କର୍ମକ୍ଷେତ୍ରକୁ । ପୋଖରୀରେ ମାଛଙ୍କୁ ଖାଦ୍ୟ ଦେଇସାରି ପରିବା ଲଗାଇଥିବା ବାଡିକୁ ଯାଇ ଗଛରେ ପାଣି ଦେବା ସହ ପରିବା ତୋଳି ଥାଆନ୍ତି । ଅନ୍ୟ ଲୋକେ ବଜାରରେ ପରିବା ଓ…

ସବୁଠି ଧାନର ଅଭାବୀ ବିକ୍ରି: ଏଯାବତ୍‌ ଖୋଲୁ ନାହିଁ ସରକାରୀ ଧାନମଣ୍ଡି

ରୂପ୍‌ସା,୯।୧୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ସଦର ଓ ବସ୍ତା ବ୍ଲକରେ ଧାନର ଅଭାବୀ ବିକ୍ରି ଦେଖାଦେଇଛି। ଏଯାବତ୍‌ ସରକାରୀ ଧାନ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ଗୁଜୁୁରାଣ ମେଣ୍ଟାଇବାକୁ ବେପାରୀଙ୍କୁ କମ୍‌ ଦରରେ ଧାନ ବିିକି କ୍ଷତି ସହୁଛନ୍ତି। ସରକାରୀ…

ଦେବକୁଣ୍ଡ ଯାଉଥିବା ବେଳେ ଟ୍ରକ୍‌କୁ ଧକ୍କା ଦେଲା ଟୁରିଷ୍ଟ ଭ୍ୟାନ୍‌: ୩ ପର୍ଯ୍ୟଟକ ମୃତ, ୧୫ ଗୁରୁତର

ବାଲେଶ୍ୱର ଅଫିସ,୮।୧୨: ବାଲେଶ୍ୱର ଜିଲା ସେରଗଡ଼ସ୍ଥିତ ଜଗନ୍ନାଥ ପେଟ୍ରୋଲ ପମ୍ପ ନିକଟରେ ରବିବାର ଭୋର ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପର୍ଯ୍ୟଟକ ଗାଡ଼ି ଟ୍ରକ୍‌କୁ ପଛରୁ ଧକ୍କା ଦେବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ଜଣ ଗୁରୁତର…

ଅବହେଳା ପାଇଁ ଆଖି ବୁଜିଲେ ଛାତ୍ରୀ: କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ପରିବାର ଲୋକେ

ସିମୁଳିଆ, ୮।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମ୍ନୀ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୃତ ଛାତ୍ରୀଙ୍କ ପରିବାର ଲୋକେ ଶବ ବ୍ୟବଚ୍ଛେଦ ପାଇଁ ଶବ ନ ଛାଡ଼ି…

ଜିଲା ମୁଖ୍ୟଚିକିତ୍ସାଳୟ: ମେଡିଶିନ ବିଭାଗରେ ଲାଗିବ ଲିଫ୍ଟ, ର଼୍ୟାମ୍ପ

ବାଲେଶ୍ୱର ଅଫିସ, ୮।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମେଡିସିନ ବିଭାଗରେ ଲିଫ୍ଟ ଓ ର଼୍ୟାମ୍ପ ନିର୍ମାଣ ହେବ। ଶନିବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଚିକିତ୍ସାଳୟରେ ପୃଥକ ଭାବେ ଡେଙ୍ଗୁ ଓ…

ଧାନ କାଟିବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର

ଖଇରା, ୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ପଳସା ପଞ୍ଚାୟତ ଅଧୀନ ନଛିପୁର ଗ୍ରାମକୁ ଧାନ କାଟିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଖଇରା ପୋଲିସ ଜଣେ ଯୁବକଙ୍କୁ ଶନିବାର ଅଟକ ରଖି ପଚରାଉଚୁରା କରୁଛି।…

୬୦ ନଂ.ଜାତୀୟ ରାଜପଥରେ ଡକାୟତି ଘଟଣା: ମାଷ୍ଟରମାଇଣ୍ଡ ସମେତ ୫ ଗିରଫ

ଜଳେଶ୍ୱର, ୭।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ୬୦ନଂ. ଜାତୀୟ ରାଜପଥ ଏକତାଳିଠାରେ ଗୋରୁ ବ୍ୟବସାୟୀଙ୍କୁଠାରୁ ଲୁଟ୍‌ ଘଟଣାରେ ପୋଲିସ ଶୁକ୍ରବାର ମାଷ୍ଟରମାଇଣ୍ଡ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଶନିବାର ଜେଏମ୍‌ଏଫସି କୋଟର୍ର୍ରେ ହାଜର କରାଯାଇଛି ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ଡ଼ିପିଓ…

ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ: ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡ଼ିଲେନି ପରିବାର ଲୋକେ

ସିମୁଳିଆ,୭।୧୨(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମକ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ମୃତ ଛାତ୍ରୀଙ୍କ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri