ବାଲେଶ୍ୱର

ପୂର୍ବ ଶତ୍ରୁତାରୁ ରାତିଅଧରେ ଲଗାଇଦେଲେ ନିଆଁ: ଜୀବନ୍ତ ଜଳିଗଲେ ୨୫ ଛେଳି, ୪ ଗୋରୁ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଶ୍ରୀରାମପୁର ପଞ୍ଚାୟତ ବଳବୁଧି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୫ ଛେଳି ଓ ୪ ଗୋର ଜୀବନ୍ତ ଜଳି ଯାଇଛନ୍ତି। ଗାଁର କୈଳାସ ମଲ୍ଲିକଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା।...

ଷୋଳସାପାଣ୍ଠ ଜମିରେ ଲଙ୍ଗଳରେ ଚାଷ କରିଥିଲେ ମହାଦେବ

କାଳିପଦା, ୮।୩(ରାଜଶ୍ରୀ ପାଣିଗ୍ରାହୀ): ବାଲେଶ୍ୱର ଜିଲାରେ ଥିବା ପ୍ରାଚୀନ ଶୈବପୀଠ ମଧ୍ୟରୁ ବାବା ଲଙ୍ଗଳେଶ୍ୱର ପୀଠରେ ପୂଜା ପାଉଛନ୍ତି ଉଭୟ ମହାଦେବ ଓ ମାତା ପାର୍ବତୀ। ବାଲେଶ୍ୱର ସଦର ମହକୁମାଠାରୁ ୪୮କି.ମି. ଓ ବାଲିଆପାଳ ବ୍ଲକ ସଦରଠାରୁ ୨୦ କି.ମି....

ଖଇରାରେ ସୁଦୃଢ଼ ହେଉଛି କଂଗ୍ରେସ

ଖଇରା,୧।୩(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଖଇରା ବ୍ଲକରେ କଂଗ୍ରେସର ୬ମାସ ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ଛୋଟ ବଡ ମିଶ୍ରଣ ପର୍ବ ମାଧ୍ୟମରେ କଂଗ୍ରେସ ଧୀରେ ଧୀରେ ସୁଦୃଢ ହେବାରେ ଲାଗିଛି। ୨୦୧୯ରେ ଦଳ ଛାଡି ଭାଜପାକୁ ମୁହାଁଇଥିବା ବହୁ କଂଗ୍ରେସ କର୍ମୀ...

ଏମ୍‌ପିଙ୍କୁ ଅସମ୍ମାନ ପରେ ବାଲେଶ୍ୱର ଜିଲାପାଳଙ୍କ ବଦଳି ଚର୍ଚ୍ଚା

ବାଲେଶ୍ୱର,୨୯।୨(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କର ବଦଳି ନିର୍ଦ୍ଦେଶ ରାଜ୍ୟ ସରକାରଙ୍କ ଜେନେରାଲ ଆଡ୍‌ମିନିଷ୍ଟ୍ରେସନ ଆଣ୍ଡ ପବ୍ଲିକ ଗ୍ରିଭେନ୍ସ ଡିପାର୍ଟମେଣ୍ଟ ପକ୍ଷରୁ ବୁଧବାର ପ୍ରକାଶ ପାଇଛି। ଗତ କିଛିଦିନ ଧରି ବିବାଦୀୟ ପରିସ୍ଥିତିରେ ଥିଲେ ଜିଲାପାଳ। ଗତ...

ମନ୍ମଥ-ମନୋଜ ଐତିହ୍ୟ ସ୍ମାରକୀ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୋଗରାଇ,୨୮।୨ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଐତିହାସିକ ମନ୍ମଥନାଥ ଦାସ ଓ କଥାକାର ମନୋଜ ଦାସଙ୍କ ଏନ୍ତୁଡ଼ିଶାଳକୁ ଐତିହ୍ୟ ସ୍ମାରକୀ ଭାବେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। ୨୦୨୧ ଏପ୍ରିଲ ୨୭ ତାରିଖରେ ପଣ୍ଡିଚେରୀରେ ପଦ୍ମଭୂଷଣ...

ନନାଙ୍କୁ ମିଳିବନି କି ଭାଜପା ଟିକେଟ୍‌? ଏଥର ପ୍ରତାପ ଆଉ ଜିତିବେନିି କହିଲେ ଖାରବେଳ

ଭୁବନେଶ୍ୱର,୨୮।୨: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ଭାଜପା ଟିକେଟ୍‌ରେ ପୁଣି ନିର୍ବାଚନ ଲଢ଼ିବାକୁ ଆଗ୍ରହ ଦେଖାଇଛନ୍ତି ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁ। ଏ ନେଇ ସେ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହା ସହ ସେ ପ୍ରତିଦ୍ବନ୍ଦ୍ବୀ ପ୍ରାର୍ଥୀଙ୍କଠାରୁ ପାଖାପାଖି ୪ ଲକ୍ଷରୁ ଅଧିକ...

ବିଜ୍ଞାପିତ ଅଞ୍ଚଳ ଘୋଷଣାକୁ ନେଇ ଖଇରା ରାଜନୀତି ସରଗରମ

ଖଇରା,୨୮।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଏନଏସି ଘୋଷଣାରୁ ବାଦ୍‌ ପଡିବା ପରେ ଏବେ ରାଜନୀତି ସରଗରମ ହୋଇପଡିଛି। ଶାସକ ବିରୋଧୀଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପକୁ ନେଇ ଖଇରା ପାଣିପାଗ ଅଶାନ୍ତ ହୋଇପଡିଛି। ଗୋଟିଏପକ୍ଷେ ବିରୋଧୀ ଭାଜପା ଓ ଖଇରା...

ବରଯାତ୍ରୀ ହୋଇ ଆସିଥିଲେ, ଫେରିବା ବାଟରେ ଚାଲିଗଲା ଜୀବନ

ବାହାନଗା,୨୬ା୨(ଅରୂପ୍‌ କୁମାର ଦାସ): ବରଯାତ୍ରୀ ହୋଇ କନ୍ୟାଘରକୁ ଆସିଥିଲେ। ମାତ୍ର ଫେରିବା ବେଳକୁ ବାଟରେ ଦେହ ଅସୁସ୍ଥ ହେବାରୁ ମେଡିକାଲ ନେବା ବାଟରେ ମୃତ୍ୟୁ ହୋଇଗଲା। ଏଭଳି ଦୁଃଖଦ ଘଟଣା ଘଟିଛି ଖନ୍ତାପଡା ଥାନା ଇଞ୍ଚୁଡି ଗ୍ରାମରେ। ବାଲେଶ୍ୱର ସଦର...

ମାଟ୍ରିକ୍‌ ପରୀକ୍ଷାରେ କପି ଯୋଗାଉଥିଲେ ଖେଳ ଶିକ୍ଷକ: ପହଞ୍ଚିଗଲେ ବିଇଓ, ପରେ…

ଭୋଗରାଇ,୨୬।୬(ପ୍ରଦୀପ ଦାସ): ଚଳିତ ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇବା ଓ ଅସାଧୁ ଉପାୟ ଅବଲମ୍ବନ କରିଥିବା  ଯୋଗୁ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିଦାସପୁର ନରେନ୍ଦ୍ର ନାଥ ସରକାରୀ ଉଚ୍ଚ...

ଏଥର ଖାତା ଖୋଲିବା ଲକ୍ଷ୍ୟରେ ଭାଜପା

ଖଇରା,୨୫।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲାର ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀ ଖଇରା ବ୍ଲକର ୩୭ ଓ ସିମୁଳିଆ ବ୍ଲକର ୨୨ ପଞ୍ଚାୟତକୁ ନେଇ ଗଠିତ। ଏହି ବିଧାନସଭା କ୍ଷେତ୍ର ବାଲେଶ୍ୱର ଜିଲା ଓ ଭଦ୍ରକ ସଂସଦୀୟ କ୍ଷେତ୍ରରେ ସ୍ବତନ୍ତ୍ର ସ୍ଥାନ ଅଧିକାର...

ବିଜ୍ଞାପିତ ଅଞ୍ଚଳ ଘୋଷଣାରୁ ଖଇରା ବାଦ୍‌

ଖଇରା, ୨୫।୨(ଉତ୍କଳବନ୍ଧୁ ପଣ୍ଡା)ଶନିବାର ରାଜ୍ୟ ସରକାର ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ଘୋଷଣା କରିଛନ୍ତି। ଦୀର୍ଘଦିନରୁ ମାନ୍ୟତା ଲାଗି ଦାବି ହୋଇଆସୁଥିବା ଖଇରା ବାଦ୍‌ ପଡିବା ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସବୁ ସର୍ତ୍ତ ପୂରଣ କରୁଥିବା ଖଇରା...

୨୬ରେ ସଚିବାଳୟ ଘେରାଉ କରିବ କଂଗ୍ରେସ

ବାଲେଶ୍ୱର, ୨୩।୨(ମାନସ ବିଶ୍ୱାଳ): ବାଲେଶ୍ୱର ସହର ସିନେମା ଛକସ୍ଥିତ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲା କଂଗ୍ରେସ କମିଟି ସଭାପତି ସଞ୍ଜୀବ ଗିରି ଉପସ୍ଥିତ ରହି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri