ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ: ଗଣମାଧ୍ୟମର ସହାୟତା ନେଲେ ପରିବାର ଲୋକେ
ବାଲେଶ୍ୱର ଅଫିସ, ୨୨।୧୧-ବାଲେଶ୍ୱର ଜିଲା ସୋର ରଘୁନାଥପୁର ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାକେନ୍ଦ୍ରର ଛାତ୍ରୀନିବାସରେ ରହି ପାଠ ପଢୁଥିବା ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ ବିଦ୍ୟାଳୟର ୪ଜଣ ଛାତ୍ର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ସୋର ଥାନାରେ…
ସରିଲା ସୀମାନ୍ତ ମହୋତ୍ସବ: ‘ଯୁବପିଢି ଚାକିରି ପଛରେ ନ ଗୋଡାଇ ସ୍ବାବଲମ୍ବୀ ହୁଅ’
ରେମୁଣା, ୨୨ା୧୧(ଡି.ଏନ.ଏ.)-ବିଜୁ ପଟ୍ଟନାୟକ ସ୍ମୃତି କମିଟି, ସୀମାନ୍ତ ମହୋତ୍ସବ କମିଟି ଓ ଯାତ୍ରା କମିଟିର ମିଳିତ ଆନୁକୂଲ୍ୟରେ ବାଲେଶ୍ୱର ମୟୂରଭଞ୍ଜ ସୀମାନ୍ତ ଦୁର୍ଗାଦେବୀ ରାଉତୁରାପୁରଠାରେ ଚାଲିଥିବା ୪ଦିନିଆ ସୀମାନ୍ତ ମହୋତ୍ସବ, ବୋଇତ ବନ୍ଦାଣ ଓ ଗଜାସୁରପୋଡ଼ି ବୁଧବାର ରାତିରେ ଉଦଯାପିତ ହୋଇଯାଇଛି।…
ବର୍ଷକରେ ୬ ବିଡିଓଙ୍କ ବଦଳି: ବ୍ଲକରେ ଉନ୍ନୟନ କାମ ବାଧାପ୍ରାପ୍ତ
ବାହାନଗା, ୨୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ବିଚିତ୍ର ନୀତି ଦେଖିବାକୁ ମିଳିଛି ା ୨୦୧୮-୨୦୧୯ ବର୍ଷକ ମଧ୍ୟରେ ୬ଜଣ ବିଡିଓ ଆସିଲେଣି। ତେବେ କେହି ସ୍ଥାୟୀ ଭାବେ ରହୁ ନ ଥିବାରୁ ଉନ୍ନୟନ କାମରେ ବାଧା ସୃଷ୍ଟି ହେଉଛି। ୨୦୧୨ ଅଗଷ୍ଟ…
ଋଣ ଦେବା ନାଁରେ ଅର୍ଥ ହଡ଼ପ ଅଭିଯୋଗ
ରୂପ୍ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ହାତିଆଡ଼ିହା ଗ୍ରାମବାସୀଙ୍କୁ ଋଣ ଯୋଗାଇ ଦେବା ନାଁରେ ‘ଅନ୍ନପୂର୍ଣ୍ଣା ଫାଇନାନ୍ସ ପ୍ରାଇଭେଟ୍ ଲିମିଟେଡ୍’ ସଂସ୍ଥା ଅର୍ଥ ହଡପ କରିଥିବା ଅଭିଯୋଗ ହୋଇଛି। ସଂସ୍ଥାର ଶାଖା ପରିଚାଳକ ବିଜୟ କୁମାର ନାୟକ ଓ ଡେଭେଲପମେଣ୍ଟ…
ନିମ୍ନମାନର ଓପିଡ଼ି ଗୃହ ନିର୍ମାଣ ଘଟଣା: ଅଭିଯୋଗ ପରେ ମରାମତି ଆରମ୍ଭ
ରୂପ୍ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଓପିଡ଼ି (ଆଉଟ୍ଡୋର ପେସେଣ୍ଟ ଡିପାର୍ଟମେଣ୍ଟ) ଗୃହର ମରାମତି କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି। ସ୍ଥାନୀୟ ସଚେତନ ନାଗରିକ ଏହି ଗୃହ ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରିବା ପରେ…
ଭଣ୍ଡାରିପୋଖରୀ ସ୍ବାସ୍ଥ୍ୟକେନ୍ଦ୍ରରେ କାୟାକଳ୍ପ ଟିମ୍
ଭଣ୍ଡାରିପୋଖରୀ, ୨୧।୧୧ (ଡି.ଏନ.ଏ.)- ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ କାୟାକଳ୍ପ ଟିମ୍ ଗସ୍ତ କରି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ କାର୍ଯ୍ୟ ତଦାରଖ କରିଛନ୍ତି। ଭୁବନେଶ୍ୱର ଟିମ୍ ସଦସ୍ୟ ଡ. ଅଞ୍ଜନା ପଣ୍ଡା, ତୃପ୍ତି ମିଶ୍ର, ଭଦ୍ରକରୁ ଡିପିଏମ୍ ସରିତା ମହାପାତ୍ର, ଡିଏମ୍ଆର୍ସିଏଚ୍…
ପିଏକ୍ସଇର ବାର୍ଷିକ ସ୍ଥାପନା ଦିବସ ସମାରୋହ: କମଳାକାନ୍ତ ଶ୍ରେଷ୍ଠ ବୈଜ୍ଞାନିକ, ବନମାଳୀ ଶ୍ରେଷ୍ଠ ପ୍ରୁଫ୍ ମ୍ୟାନ୍ ଭାବେ ପୁରସ୍କୃତ
ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ (ପ୍ରୁଫ୍ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) (ପ୍ରମାଣ ତଥା ପ୍ରାୟୋଗିକ ସ୍ଥାପନା)ର ୧୨୫ତମ ବାର୍ଷିକ ସ୍ଥାପନା ଦିବସ ବୁଧବାର ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଡିଆର୍ଡିଓ (ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପ୍ମେଣ୍ଟ…
ପୃଥ୍ବୀ-୨ର ଦୁଇଥର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ୍ରୁ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବୁଧବାର ରାତ୍ରିକାଳୀନ ପରୀକ୍ଷଣ କରାଯାଇଛି। ସନ୍ଧ୍ୟା ୭ଟାରୁ ୭ଟା୧୫ ମିନିଟ୍ ମଧ୍ୟରେ ଏହି କ୍ଷେପଣାସ୍ତ୍ରକୁ ଦୁଇଥର ପରୀକ୍ଷା…
ସାହସିକତା ପାଇଁ ସମ୍ବର୍ଦ୍ଧିତ ହେଲେ ଦୁଇ ଗ୍ରାମବାସୀ
ବାଲିଆପାଳ,୨୧।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଡଗରା ପଞ୍ଚାୟତ ଅଧୀନ ଡଗରା ବେଳାଭୂମି ଡାକବଙ୍ଗଳାଠାରେ ବୁଧବାର ଆୟୋଜିତ ସଭାରେ ଅଜୟ କରଣ ଏବଂ ବିଜୟ ରାଉତଙ୍କୁ ସାହସିକତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସମିତି ସଦସ୍ୟ ନିତ୍ୟାନନ୍ଦ ଜେନା, ବାବୁଲି ଜେନା, ସଦାଶିବ…
୧୨ ଦିନ ପରେ ରାସ୍ତାରୁ ହଟିଲା ବରଗଛ
ରୂପ୍ସା,୨୦।୧୧(ଡି.ଏନ.ଏ.): ‘ବୁଲ୍ବୁଲ୍’ ବାତ୍ୟା ଓ ବର୍ଷା ପ୍ରଭାବରେ ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ପଦାବଡ଼ଗାଁ ଗ୍ରାମ ରାସ୍ତାରେ ଏକ ପୁରୁଣା ବରଗଛ ଉପୁଡ଼ି ପଡ଼ିଥିଲା। ଏଥିଲାଗି ଦୀର୍ଘ ୧୨ଦିନ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଗାଁ ଲୋକେ ରାସ୍ତା…
ଶାରୀଶୁଆ ପାହାଡ଼ ଖଣି ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟ ବନସଂରକ୍ଷକ, ଜିଲାପାଳ
ଖଇରା,୨୦।୧୧(ଡି.ଏନ.ଏ.): ଦୁଇ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠି ଓ ହରିଶଙ୍କର ଉପାଧ୍ୟାୟ ଏବଂ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବୁଧବାର ଖଇରା ଓ କପ୍ତିପଦା ତହସିଲ ଅଧୀନ ଶାରିଶୁଆ ପାହାଡ଼ର ବିଭିନ୍ନ ଖଣି ପରିଦର୍ଶନ କର ଫେରିିଛନ୍ତି। କପିଳଝୁରୀ ବନ୍ଧନଟା…
ଭାରସାମ୍ୟ ହରାଇ ଗଛରେ ପିଟିହେଲା ବସ୍: ୫ ଗୁରୁତର,୧୫ ଆହତ
ସଜନାଗଡ଼,୨୦।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ପିଡବ୍ଲୁ ରଜ୍ୟ ରାଜପଥ ପାର୍ଶ୍ୱ ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ୫ ଗୁରୁତର ହୋଇଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବରହମପୁର…
Archives


