ବୁଲ୍ବୁଲ୍ ପ୍ରଭାବ: ପାଣିରେ ବୁଡିଲା ଧାନଗଛ
ବାହାନଗା, ୯ା୧୧(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ଝିପିଝିପି ବର୍ଷା ଦିନତମାମ ଲାଗିରହିଛି। ପବନ ବହିବାରୁ ଧାନଗଛର ଥୋଡ ସବୁ ପାଣିରେ ମିଶିଯାଇଛି। ଫଳରେ ଚାଷୀମାନେ ହତାଶ ହୋଇପଡିଛନ୍ତି। ବ୍ଲକର ୧୮ହଜାର ୭ଶହ ହେକ୍ଟର...
୯୭ ଖଣିରେ ୧୪୪ ଧାରା ଜାରି କଲା ପ୍ରଶାସନ
ଖଇରା, ୯।୧୧(ଡି.ଏନ.ଏ.)-ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲର ନାଲି ଆଖି ପରେ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶରୀଶୁଆ ପାହାଡରେ ଶୁକ୍ରବାର ପ୍ରଶାସନ ପକ୍ଷରୁ ୯୭ଟି ଖଣି ବ୍ୟବହାର ଉପରେ ଅଙ୍କୁଶ ଲଗାଇବାକୁ ୧୪୪ ଧାରା ଜାରି କରାଯାଇଛି । ବାଲେଶ୍ୱର...
ରାଇବଣିଆରେ ହାତୀ ଉପଦ୍ରବ, ଭାଙ୍ଗିଲେ ବହୁ ଘର
ବାଲେଶ୍ୱର ଅଫିସ, ୯।୧୧-ଜଳେଶ୍ୱର ବ୍ଲକ ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ପ୍ରବେଶ କରି ବହୁ ଧନଜୀବନ ନଷ୍ଟ ହୋଇଛି। ସ୍ଥାନୀୟ ବାସିନ୍ଦା ଏକପ୍ରକାର ଭୟ ଓ ଆତଙ୍କ ମଧ୍ୟରେ କାଳାତିପାତ କରୁଛନ୍ତି। ଜଙ୍ଗଲ କର୍ମଚାରୀମାନେ ହାତୀ ଘଉଡ଼ାଇ ନାକେଦମ୍...
ଭୀତି ବଢାଉଛି ଅଶାନ୍ତ ସମୁଦ୍ର
ଭୋଗରାଇ/ବାଲେଶ୍ୱର ଅଫିସ, ୯।୧୧(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ବୁଲବୁଲ’ ଆଗକୁ ଆଗକୁ ଯେତିକି ଅଗ୍ରସର ହେଉଛି ସେତିକି ସମୁଦ୍ର ଉତ୍ତାଳ ହୋଇଉଠୁଛି। ଶୁକ୍ରବାର ସନ୍ଧ୍ୟାରୁ ପବନର ବେଗ ବଢିବା ସହ ଜୁଆର ଉଚ୍ଚତା ବଢୁଥିବାରୁ ଉପକୂଳବାସୀ ଆତଙ୍କିତ ହୋଇଉଠୁଛନ୍ତି। ପ୍ରଶାସନ ପକ୍ଷରୁ...
ପ୍ରଦୂଷିତ ସହର ତାଲିକାରେ ବାଲେଶ୍ୱର: ସଚେତନ କଲା ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି
ବାଲେଶ୍ୱର ଅଫିସ, ୮।୧୧-ନ୍ୟାଶନାଲ ଟ୍ରିବ୍ୟୁନାଲ ସର୍ଭେ ରିପୋର୍ଟକୁ ଭିତ୍ତି କରି ଭାରତର ୧୦୬ଟି ସହରକୁ ପ୍ରଦୂଷଣଯୁକ୍ତ ଏବଂ ଚାଷ ଅନୁପଯୋଗୀ ଘୋଷଣା କରାଯାଇଛି। ଏହି ସହର ମଧ୍ୟରେ ଓଡ଼ିଶାର ଭୁବନେଶ୍ୱର, କଟକ, ରାଉରକେଲା, କଳିଙ୍ଗନଗର, ଅନୁଗୋଳ ଓ ବାଲେଶ୍ୱର ରହିଛି।...
ଗଡ଼ସାହିରେ ବ୍ୟାପିଲା ଝାଡ଼ାବାନ୍ତି: ୧୫ ଆକ୍ରାନ୍ତ, ୫ ଗୁରୁତର
ଔପଦା, ୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟୁଷିତ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଗ୍ରାମରେ ଝାଡାବାନ୍ତିର ପ୍ରାଦୁର୍ଭାବ ଦେଖାଦେଇଛି। ଏଥିରେ ୧୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାହାଡ଼ ତଳି କୁନ୍ଦବାଡ଼ି ଚୁଆର ଦୂଷିତ ପାଣି ବ୍ୟବହାର ଝାଡାବାନ୍ତିର ମୁଖ୍ୟ କାରଣ...
ବାଲେଶ୍ୱରରେ ‘ବୁଲ୍ବୁଲ୍’ର ପ୍ରଭାବ : ବର୍ଷା ପବନ ଆରମ୍ଭ
ବାଲେଶ୍ୱର ଅଫିସ,୮।୧୧: ବାଲେଶ୍ୱର ଜିଲାରେ ସାମୁଦ୍ରିକ ବାତ୍ୟା ‘ବୁଲ୍ବୁଲ୍’ର ପ୍ରଭାବ ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନରେ ମୃଦୁ ପବନ ବହିବା ସହିତ ମଧ୍ୟାହ୍ନରେ ବର୍ଷା ଆରମ୍ଭ ହୋଇଯାଇଛି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବିଡିଓ ଏବଂ ତହସିଲଦାରଙ୍କ ସହ ଆଲୋଚନା...
ଯୁବ ଇଞ୍ଜିନିୟରଙ୍କ ଗଳିତ ମୃତଦେହ ଉଦ୍ଧାର
ସିମୁଳିଆ,୮।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ବରୀରୋଡ଼ ନୂଆପଲ୍ଲୀ ଅଞ୍ଚଳର ଜଣେ ଯୁବ ଇଞ୍ଜିନିୟରଙ୍କ ଗଳିତ ମୃତଦେହ ଶୁକ୍ରବାର ତାଙ୍କ ଘର ନିକଟସ୍ଥ ନୟନଜୋରି ମଧ୍ୟରୁ ପୋଲିସ ଉଦ୍ଧାର କରିଛି। ସେ ହେଲେ ସତ୍ୟବ୍ରତ ରାୟ(୪୧) । ସୂଚନାଯୋଗ୍ୟ, ସତ୍ୟବ୍ରତ...
‘ବୁଲ୍ବୁଲ୍’ ମୁକାବିଲା ଲାଗି ଜିଲା ପ୍ରଶାସନ ତତ୍ପର
ବାଲେଶ୍ୱର ଅଫିସ, ୮।୧୧-ବାଲେଶ୍ୱର ସ୍ଥାନୀୟ ସଦଭାବନା ସଭାଗୃହରେ ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ’ର ମୁକାବିଲା ନିମନ୍ତେ ଗୁରୁବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ଜରୁରୀକାଳୀନ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ...
ହାଟରେ ଚାଲିଛି ଜୁଆଖେଳ
ଖଇରା, ୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ହରିପୁର ପଞ୍ଚାୟତ ଅଧୀନ ଦୋମୁହାଁଣି ହାଟରେ ଏବେ ଜୁଆଖେଳ ବ୍ୟାପକ ଆକାର ଧାରଣ କଲାଣି। ଜୁଆଖେଳ ସାଙ୍ଗକୁ ମହୁଲି ମଦର ଆସର ମଧ୍ୟ ଜମୁଛି। ହାଟ ପାଳି ମଙ୍ଗଳବାର ଓ ଶୁକ୍ରବାର ଓଡିଶାର...
ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ‘ମୋ ସ୍କୁଲ ଅଭିଯାନ’ ଅଧ୍ୟକ୍ଷା: ‘ପାଠପଢ଼ା ସହ ସାମାଜିକ କାର୍ଯ୍ୟରେ ବ୍ରତୀ ହୁଅ’
ବାଲେଶ୍ୱର ଅଫିସ/ସଜନାଗଡ଼, ୮।୧୧(ଡି.ଏନ.ଏ.)-‘ମୋ ସ୍କୁଲ ଅଭିଯାନ’ର ଅଧ୍ୟକ୍ଷା ସୁସ୍ମିତା ବାଗ୍ଚୀ ଗୁରୁବାର ବାଲେଶ୍ୱର ଜିଲାର ବିଭିନ୍ନ ସ୍କୁଲ ପରିଦର୍ଶନ କରି ଛାତ୍ରୀଛାତ୍ରମାନଙ୍କର ପାଠପଢ଼ା ସମ୍ପର୍କରେ ବୁଝିଛନ୍ତି। ଏହାସହ ବିଭିନ୍ନ ସାମାଜିକ କାର୍ଯ୍ୟରେ ସହଯୋଗ କରିବା ପାଇଁ ସେ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ...
ରାସ୍ତା ଅବରୋଧ ନେଇ ଉତ୍ତେଜନା
ଭୋଗରାଇ, ୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଳକ ଅଧୀନ ଟେଙ୍ଗରାମାରିି ଗ୍ରାମ ୫ନଂ. ୱାର୍ଡ଼ରେ ଜଣେ ବ୍ୟକ୍ତି ରାସ୍ତା ଅବରୋଧ କରିବାରୁ ଉତ୍ତେଜନା ପ୍ରକାଶ ପାଇଛି। ଅବିଳମ୍ବେ ଏହି ଅବରୋଧକୁ ପ୍ରଶାସନ ପକ୍ଷରୁ ହଟା ନ ଗଲେ ସମୂହ ଗ୍ରାମବାସୀ ଭୋଗରାଇ...
Archives


