ବାଲେଶ୍ୱର

ଧାନକିଣାକୁ ନେଇ ଅସନ୍ତୋଷ: ତାଲା ପକାଇ ଧାରଣାରେ ବସିଲେ ଚାଷୀ

ସଜନାଗଡ଼, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପ ଅଧୀନ ଅଯୋଧ୍ୟା ସୋସାଇଟିରେ ଧାନକିଣାକୁ ନେଇ ସୋମବାର ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଫଳରେ ଚାଷୀମାନେ ସୋସାଇଟି ଅଫିସରେ ତାଲା ପକାଇ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ସରକାରଙ୍କର ନିୟମ ଅନୁସାରେ ମଣ୍ଡିରେ ଧାନ…

ସ୍ବାମୀଙ୍କ ଘରୁ ଚୋରି କରି ଚମ୍ପଟ ହେବା ଘଟଣା: ଉତ୍ତରପ୍ରଦେଶରୁ ସ୍ତ୍ରୀ ଗିରଫ

ରୂପ୍‌ସା, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ମାଣିକପୁରା ଗ୍ରାମର ଖଗେନ୍ଦ୍ର ପରିଡ଼ାଙ୍କ ଘରୁ ବିଭିନ୍ନ ଘରକରଣା ସାମଗ୍ରୀ ସହ ସୁନାଗହଣା ଚୋରି ଅଭିଯୋଗରେ ପନତ୍ୀ ଟିକିଲି ପରିଡ଼ାଙ୍କୁ ପୋଲିସ ଉତ୍ତରପ୍ରଦେଶରୁ ଗିରଫ କରିଛି। ରବିବାର ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ…

ଚିକିତ୍ସାରେ ଅବହେଳା ଅଭିଯୋଗ: ପ୍ରସୂତିଙ୍କ ମୃତ୍ୟୁ ପରେ ଉତ୍ତେଜନା

ସୋର, ୨୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋରସ୍ଥିତ ଏକ ଘରୋଇ ନର୍ସିଂହୋମରେ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପରିବାର ଲୋକେ କାର୍ଯ୍ୟାନୁଷ୍ଠାନ ଦାବି କରି ମୃତଦେହକୁ ଡାକ୍ତରଖାନା ଆଗରେ ରଖି ଉତ୍ତେଜନା ସୃଷ୍ଟି କରିଥିଲେ। ପୋଲିସ ପହଞ୍ଚି…

କ୍ୟୁଆର-ଏସ୍‌ଏଏମ୍‌ କ୍ଷେପଣାସ୍ତ୍ରର ପରୀକ୍ଷଣ

ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର(ସମନ୍ବିତ ପରୀକ୍ଷଣ କେନ୍ଦ୍ର) ପରିସର ୩ ନମ୍ବର ଲଞ୍ଚପ୍ୟାଡରୁ ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ସ୍ବଳ୍ପ ଦୂରଗାମୀ କ୍ୟୁଆର-ଏସ୍‌ଏଏମ୍‌ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି। ଏକ ଟ୍ରକ୍‌ରେ ଲାଗିଥିବା କାନିଷ୍ଟରରୁ ଏହି କ୍ଷେପଣାସ୍ତ୍ରକୁ ଭୂପୃଷ୍ଠରୁ ଆକାଶମାର୍ଗକୁ ନିକ୍ଷେପ…

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲଦଣ୍ଡ

ବାଲେଶ୍ୱର ଅଫିସ, ୨୩।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା କରିଛନ୍ତି। ସୋର ଥାନା ଅଞ୍ଚଳର ଜଣେ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଖଇରା,୨୩।୧୨(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ଥାନା ଗୋଳିହା ପଞ୍ଚାୟତ ଅଧୀନ ଗୋଳିହା ମାଧବ ଗ୍ରାମର ଭରତ ଦାସ(୨୮)ଙ୍କ ରବିବାର ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ଭରତ ଅତ୍ୟଧିକ ମଦ୍ୟପାନ କରି ମୃତ୍ୟୁବରଣ କରିଥିବା ନେଇ ସ୍ତ୍ରୀ ତୁଳସୀ ଓ ବାପା କରୁଣାକର…

୧୨ ବର୍ଷ ହେଲା ବିଛଣାରେ ନିବେଦିତା: ଆଶାରେ ଦିନ ବିତାଉଛନ୍ତି ମା’ବାପା

ବାଲେଶ୍ୱର ଅଫିସ, ୨୩।୧୨-ମା’ ବାପା ଗରିବ ହୋଇଥିଲେ ବି ମନୋବଳ ହରାଇନାହାନ୍ତି। ଦୀର୍ଘ ୧୨ବର୍ଷ ଧରି ନିଜ ରୋଗଣା ଝିଅ ନିବେଦିତାକୁ ଯତ୍ନର ସହ ଲାଳନପାଳନ କରିଆସୁଛନ୍ତି। ଅର୍ଥାଭାବ କାରଣରୁ ତା’ର ଚିକିତ୍ସା କରାଇପାରୁନାହାନ୍ତି। ଜନ୍ମ ହେବାପରଠାରୁ ନିବେଦିତା ସବୁବେଳେ ଶଯ୍ୟାଶାୟୀ…

ଚାନ୍ଦିପୁର ବେଳାଭୂମିରେ ସଫେଇ: ଜିଲାପାଳ, ଏସ୍‌ପି ଓ ଛାତ୍ରୀଛାତ୍ର ସାମିଲ

ବାଲେଶ୍ୱର ଅଫିସ, ୨୩।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ବର୍ଣ୍ଣିମ ବେଳାଭୂମିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ଓ ହୋଟେଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏକ ମେଗା ସଫେଇ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହର ସମେତ…

ଚାନ୍ଦିପୁର ବେଳାଭୂମି ସଫେଇ: ଜିଲାପାଳଙ୍କ ନେତୃତ୍ୱରେ ସାମିଲ ହେଲେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୨।୧୨-ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ବର୍ଣ୍ଣିମ ବେଳାଭୂମିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ଓ ହୋଟେଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏକ ମେଗା ସଫେଇ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହର ସମେତ ସ୍ଥାନୀୟ ବିଦ୍ୟାଳୟଗୁଡ଼ିକର…

ବିଭିନ୍ନ କଲେଜରେ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଯାଞ୍ଚ

ବାଲେଶ୍ୱର ଅଫିସ, ୨୨।୧୨-ଭାରତ ସରକାରଙ୍କ ଯୁବନୀତି ୨୦୧୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଏଫଏମ୍‌ କନିଷ୍ଠ ମହାବିଦ୍ୟାଳୟ ତରଫରୁ ଯୁକ୍ତ ୨ ମହାବିଦ୍ୟାଳୟଗୁଡ଼ିକରେ ଛାତ୍ରୀ ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଜିଲାସ୍ତରୀୟ ଯାଞ୍ଚ ହୋଇଥିଲା। ନୋଡ଼ାଲ…

କୋର୍ଟରୁ ଫାଇଲ୍‌ ଚୋରି: ଅଭିଯୁକ୍ତ ଅଟକ, ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ,୨୧।୧୨: ବାଲେଶ୍ୱର ସିଭିଲ ଜଜ୍‌ ଜୁନିୟର ଡିଭିଜନ୍‌ (ମୁନସିଫ୍‌) କୋର୍ଟର ନିର୍ବାଚନ ମିସ୍‌ କେସ୍‌ (ନଂ. ୧୬/୧୭)ର ଫାଇଲ୍‌ ଚୋରି ହୋଇଯାଇଥିବା ଶନିବାର ଜଣାପଡ଼ିଥିଲା। ସିସିଟଭି ଫୁଟେଜ୍‌କୁ ଆଧାର କରି ଅଭିଯୁକ୍ତଙ୍କୁ ଆଇନଜୀବୀମାନେ ଅଟକାଇଥିଲେ। ଦୀର୍ଘସମୟ ପଚରାଉଚରା ପରେ ଅଭିଯୁକ୍ତ…

ବାରିପଦାରେ ଶୀତ ବଢ଼ୁଛି

ବାରିପଦା ଅଫିସ,୨୧ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ ଗତ ୨ ଦିନ ହେବ ଶୀତ ପ୍ରକୋପ ବଢ଼ିଛି। ପାଣି ପାଗ ବିଭାଗ ସୂଚନା ଅନୁଯାୟୀ ବୁଧବାର ଏଠାରେ ତାପମାତ୍ରା ୧୪ ଡିଗ୍ରୀ ସେଲସିୟସ ଥିବା ବେଳେ ଗୁରୁବାର ଏହା ୧୧ ଡିଗ୍ରୀକୁ ଖସିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?