ବାଲେଶ୍ୱର

ଚାନ୍ଦିପୁରରୁ ‘ବ୍ରହ୍ମୋସ’ ମିଶାଇଲ୍‌ର ବ୍ୟାବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ୍‌, ୧୭।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ଘାଟିରୁ ମଙ୍ଗଳବାର ସକାଳେ ‘ବ୍ରହ୍ମୋସ’ ମିଶାଇଲ୍‌ର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ସକାଳ ୮.୪୫ରେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ଏହି ମଧ୍ୟମ ଦୂରଗାମୀ ସୁପରସୋନିକ କ୍ରୁଜ୍‌ ମିଶାଇଲ୍‌ ବ୍ରହ୍ମୋସ ପରୀକ୍ଷଣ କରାଯାଇଛି। ଏଥିରେ…

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୮ ଜୁନ୍‌ ୫ ତାରିଖରେ ସୋର ଥାନା ଅଞ୍ଚଳରେ ଜଣେ ୧୬…

ଜାଗା ଯୋଜନାରେ ମିଳୁନି ଘର

ବାଲେଶ୍ୱର ଅଫିସ, ୧୭।୧୨ (ମାନସ ବିଶ୍ୱାଳ)-ସହର ତଳି ଅଞ୍ଚଳରେ ଥିବା ସରକାରୀ ଜାଗାରେ ଦୀର୍ଘଦିନ ଧରି ବସବାସ କରିଆସୁଥିବା ବସ୍ତିବାସିନ୍ଦାଙ୍କ ପାଇଁ ରାଜ୍ୟ ସରକାର ଜାଗା ଯୋଜନାରେ ୩୫୦ ସ୍କୋୟାର ଫୁଟ୍‌ ଜମି ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘର…

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ ଆଉ…

ସହାୟିକା ଚୟନରେ ଅନିୟମିତତା ଘଟଣା ସିଡିପିଓଙ୍କୁ ଘେରିଲେ ମହିଳା

ବାହାନଗା, ୧୭ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧୀନରେ ଥିବା ବିଷ୍ଣୁପୁର ଅଙ୍ଗନୱାଡି କେନ୍ଦ୍ର-୧ରେ ସହାୟିକା ଚୟନରେ ଅନିୟମିତତା ହୋଇଥିବା ଘଟଣା ନେଇ ବିବାଦ ଲାଗିରହିଛି। ଦୀର୍ଘ ୫ ମାସ ପରେ ବି ସେହି ଘଟଣାର…

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ ଗୃହ ଉଚ୍ଛେଦ ପାଇଁ ପୋଲିସ ଫୋର୍ସ ସହ ଯାଇଥିଲେ। ହେଲେ ସ୍ଥାନୀୟ ଲୋକେ ଏହାକୁ…

ଅର୍ଥ ହେରଫେର ଅଭିଯୋଗ: ୨ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୬।୧୨-ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗାଁ ପଞ୍ଚାୟତର ପୂର୍ବତନ ଓ ବର୍ତ୍ତମାନର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନୂଆଗାଁ ପଞ୍ଚାୟତରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଖୁଦିରାମ…

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଅଭିଯୁକ୍ତ ଗିରଫ

ସଜନାଗଡ଼,୧୬।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଜଣେ ଆଦିବାସୀ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଶନିବାର ଘଟିଥିବାବେଳେ ରବିବାର ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ଘରେ କେହି ନ ଥିବା ସୁଯୋଗ…

ସରୁନି ପାଇପ୍‌ ବିଛା, ଜଳଯୋଗାଣ ନେଇ ଅନିଶ୍ଚିତତା

ବାଲେଶ୍ୱର ଅଫିସ, ୧୬।୧୨(ମାନସ ବିଶ୍ୱାଳ)-ବାଲେଶ୍ୱର ସହରକୁ ୨୦୧୫ରୁ ଅମୃତ ଯୋଜନାରେ ସାମିଲ କରାଯାଇ ପାଇପ୍‌ ବିଛା କାର୍ଯ୍ୟ ଚାଲିଛି। ୨୦୨୦ ମାର୍ଚ୍ଚ ସୁଦ୍ଧା ଏହି କାମ ଶେଷ କରାଯାଇ ସହରର ପ୍ରତି ଘରକୁ ପାନୀୟ ଜଳ ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି।…

ଖାଦ୍ୟରେ ବିଛା ବାହାରିବା ଘଟଣା: ଅଙ୍ଗନୱାଡ଼ି କର୍ମୀ, ସହାୟିକାଙ୍କୁ କାରଣ ଦର୍ଶାଅ ନୋଟିସ

ଭୋଗରାଇ, ୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ମନ୍ଦାରସାହି ପଞ୍ଚାୟତ ହରିପୁର ଗ୍ରାମ ଅଙ୍ଗନୱାଡ଼ି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯାଉଥିବା ଭାତରେ ମଲା ବିଛା ବାହାରିଥିବା ଅଭିଯୋଗ ହୋଇଥିଲା। ରବିବାର ଉକ୍ତ କେନ୍ଦ୍ରକୁ ଭୋଗରାଇ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଭାରତୀ ସାହୁ…

୩୭ତମ ରାଇଜିଂ ଦିବସ: ମିଳିତ ସହଯୋଗରୁ ମିଳିିଛି ସଫଳତା

ବାଲେଶ୍ୱର ଅଫିସ, ୧୬।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଆଇଟିଆର୍‌ (ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜରେ ରବିବାର ପୂର୍ବାହ୍ନରେ ୩୭ତମ ରାଇଜିଂ ଦିବସ ପାଳିତ ହୋଇଛି। ବିପିୟୁଟିର ଭାଇସ୍‌ ଚାନ୍‌ସେଲର ପ୍ରଫେସର ଚିତ୍ତରଞ୍ଜନ ତ୍ରିପାଠୀ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଆଇଟିଆର୍‌ର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଉଲ୍ଲେଖ…

ଭତ୍ତା ନେବାକୁ ଆସି ବୃଦ୍ଧଙ୍କ ପ୍ରାଣ ଗଲା

ବାଲିଆପାଳ, ୧୫।୧୨(ସ୍ବ.ପ୍ର.)-ପଞ୍ଚାୟତ କାର୍ଯ୍ୟାଳୟକୁ ଭତ୍ତା ନେବାକୁ ଆସିଥିବା ବାଲିଆପାଳ ଅଞ୍ଚଳର ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ରବିବାର ମୃତ୍ୟୁ ହୋଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳର ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ୧୫ ତାରିଖ ଭତ୍ତା ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?