ଏଫଏମ୍ ମେଡ଼ିକାଲ କଜେଲ ଓ ହସ୍ପିଟାଲରେ ଏମ୍ସିଆଇ ଟିମ୍
ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଫକୀରମୋହନ(ଏଫଏମ୍) ମେଡ଼ିକାଲ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମେଡ଼ିକାଲ କାଉନ୍ସିଲ ଅଫ୍ ଇଣ୍ଡିଆ (ଏମ୍ସିଆଇ)ର ୩ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ପରିଦର୍ଶନ କରିଛନ୍ତି। ଉଭୟ ମେଡ଼ିକାଲ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବିଭିନ୍ନ…
ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା
ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା ଇମାମୀ…
ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ
ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା ମୁହାଣ,…
ବ୍ୟାଙ୍କରେ ତାଲା ପକାଇଲେ ଗ୍ରାହକ
ସଜନାଗଡ଼, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖାରେ ଗ୍ରାହକଙ୍କୁ ଠିକ୍ ଭାବେ ବ୍ୟବହାର କରାଯାଉ ନ ଥିବା ଅଭିଯୋଗ ହେଉଛି। ଶୁକ୍ରବାର ବ୍ୟାଙ୍କ ଖୋଲିବା ପୂର୍ବରୁ ଶତାଧିକ ଗ୍ରାହକ ମୁଖ୍ୟ ଗେଟ୍ରେ ତାଲା ପକାଇ ଧାରଣାରେ ବସିରହିଥିଲେ। ନୀଳଗିରି…
ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: ନ୍ୟାୟ ନ ମିଳିଲେ ଶ୍ରମ ଅଫିସ୍ରେ ପଡ଼ିବ ତାଲା
ବାଲେଶ୍ୱର ଅଫିସ, ୨୯।୧୧-ବିଭିନ୍ନ ଶ୍ରମିକ ସଙ୍ଗଠନର ଆହ୍ବାନକ୍ରମେ ଶୁକ୍ରବାର ପୂର୍ବାହ୍ନରେ ଶତାଧିକ ନିର୍ମାଣ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକମାନେ ରେଳଷ୍ଟେଶନରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଫାଟକ ନିକଟରେ ପହଞ୍ଚତ୍ଥିଲେ।…
ବନ୍ଧୁକ ଦେଖାଇ ୯ ଲକ୍ଷ ଲୁଟ୍
ଜଳେଶ୍ୱର, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଏକତାଳି ନିକଟରେ ଗୁରୁବାର ଅପରାହ୍ନରେ ଦୃର୍ବୃତ୍ତମାନେ ୬ଜଣ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୯ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଜଳେଶ୍ୱର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏକ ବୋଲେରୋ(ନଂ.ଓଡ଼ି-୦୪କେ-୧୩୧୯)ରେ ୬ଜଣ…
ଦୁର୍ଘଟଣାରେ ଜଣେ ମୃତ, ୨ ଆହତ
ବାହାନଗା, ୨୯ା୧୧(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଏକ ମୋଟରସାଇକେଲ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିରେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଈଶ୍ୱରପୁର…
ଅସୁରକ୍ଷିତ ବାହାବଳପୁର ଜେଟି
ରୂପ୍ସା, ୨୯।୧୧-ଶତାଧିକ ମତ୍ସ୍ୟଜୀବୀଙ୍କୁ ଦାନାପାଣି ଯୋଗାଉଥିବା ବାହାବଳପୁର ମାଛଧରା ଜେଟି ଦିନକୁ ଦିନ ସ୍ଥିତି ହରାଇବାକୁ ବସିଛି। ଜଳକା ନଦୀର ଶାଖା ନାଳ ସଂଲଗ୍ନ ମୁହାଣରେ ଥିବା ଜେଟିଠାରୁ ସମୁଦ୍ରର ଦୂରତା ପ୍ରାୟ ୨ କି.ମି. ହେବ। ଏହା ନିକଟରେ ରହିଛି…
ରାସ୍ତା ତଳକୁ ଖସିଲା ବାଇକ୍, ଜଣେ ମୃତ
ଝୁମ୍ପୁରା, ୨୮।୧୧ (ଡି.ଏନ.ଏ.)-ବାରିଆ ଥାନାଞ୍ଚଳ ଅନ୍ତର୍ଗତ ବରାହପଶି ଜଙ୍ଗଲ ରାସ୍ତାରେ ଗୁରୁବାର ଅପରାହ୍ନରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯିବାରୁ ହିମାଂଶୁ ମହାନ୍ତ ନାମକ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ, ଅନ୍ୟ ଜଣେ ଗୁରୁତର…
ଡିଆର୍ଏମ୍ଙ୍କ ରୂପ୍ସା ଜଙ୍କଶନ ପରିଦର୍ଶନ
ରୂପ୍ସା, ୨୮।୧୧ (ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ୍ର ନୂତନ ରେଳବାଇ ମ୍ୟାନେଜର ମନୋରଞ୍ଜନ ପ୍ରଧାନ ଗୁରୁବାର ବାଲେଶ୍ୱର ଜିଲାର ରୂପ୍ସା ରେଳ ଜଙ୍କଶନ ପରିଦର୍ଶନ କରିଛନ୍ତି। ନିର୍ମାଣାଧିନ ଫୁଟ୍ ଓଭରବ୍ରିଜ ସମ୍ପ୍ରସାରଣ କାର୍ଯ୍ୟ ତଦାରଖ କରିବା ସହ ସେ ଯାତ୍ରୀ ପ୍ରତୀକ୍ଷାଳୟ…
ବନବିଭାଗର ‘ଅପରେଶନ ଗଜେନ୍ଦ୍ର’: ବାହୁଡ଼ିଲେ ଝାଡ଼ଖଣ୍ଡ ହାତୀପଲ
ସଜନାଗଡ଼, ୨୮।୧୧(ଡି.ଏନ.ଏ.)-ଝାଡ଼ଖଣ୍ଡ ଦଲମା ଅଭୟାରଣ୍ୟରୁ ୪ଦିନ ହେଲା ହାତୀପଲ ନୀଳଗିରି ବନାଞ୍ଚଳକୁ ଚାଲି ଆସି ଉପଦ୍ରବ ଚଳାଇଥିଲେ। ଯେତେ ଧାନ ଫସଲ ଖାଇଥିଲେ ତାହାଠାରୁ ଅଧିକ ଦଳିଚକଟି ନଷ୍ଟ କରିଦେଇଛନ୍ତି। ତିନିକୋଶିଆ ଏବଂ ଗୋପାଳପୁର ସଂରକ୍ଷିତ ଜଙ୍ଗଲକୁ ଲାଗି ରହିଥିବା ୧୦ରୁ…
ଜିଲା ମୁଖ୍ୟ ଚିକିତ୍ସାଳୟରେ କେନ୍ଦ୍ରାଞ୍ଚଳ ଆର୍ଡିସି: ଚିକିତ୍ସା ସେବାକୁ ପ୍ରାଥମିକତା ଦିଅ
ବାଲେଶ୍ୱର ଅଫିସ,୨୮।୧୧- କେନ୍ଦ୍ରାଞ୍ଚଳ ଆର୍ଡ଼ିସି ଇଂ. ଅନିଲ କୁମାର ସାମଲ ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଅଚାନକ ଗସ୍ତରେ ଆସି ବାଲେଶ୍ୱର ଫକୀରମୋହନ ମେଡ଼ିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବିଭିନ୍ନ ସମସ୍ୟାର ପ୍ରତିକାର…
Archives


