ନୂତନ ଜ୍ଞାନକୌଶଳରେ ମତ୍ସ୍ୟଚାଷ ଲାଗି ଆହ୍ବାନ
ବାଲେଶ୍ୱର ଅଫିସ, ୧୫।୧୧- ନୂତନ ଜ୍ଞାନକୌଶଳ ମାଧ୍ୟମରେ ମତ୍ସ୍ୟଚାଷ କଲେ ଚାଷୀମାନେ ଅଧିକ ଲାଭବାନ ହୋଇପାରିବେ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଓ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ…
ବ୍ୟାପୁଛି ଝାଡ଼ାବାନ୍ତି: ୫ ଦିନରେ ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମୃତ
ସଜନାଗଡ଼, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜିରିତାଳ ଗ୍ରାମରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ୫ ଦିନରେ ୨୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଉକ୍ତ ଗ୍ରାମର ବୃଦ୍ଧ ମନୋରଞ୍ଜନ ମହାନ୍ତିଙ୍କର ବୁଧବାର ରାତିରେ ମୃତ୍ୟୁ ହୋଇଥିବା ଜଣାପଡିଛି।…
ଭୂତ ଛଡ଼ାଇବା ନାଁରେ ନାବାଳକଙ୍କୁ ଜୋତାଧୂଆଁ ଦେବା ଘଟଣା: ଗିରଫ ହେଲେ ଗୁଣିଆ ଦମ୍ପତି
ଭୋଗରାଇ, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ମହାଗବ ଅଞ୍ଚଳର ଜଣେ ରୋଗଗ୍ରସ୍ତ ନାବାଳକଙ୍କୁ ଭୂତ ଲାଗିଥିବା କହି ଗୁଣିଆ ଦମ୍ପତି ଜୋତାପୋଡ଼ି ଧୂଆଁ ଦେବା ଓ ନିର୍ଧୁମ୍ ପିଟିବା ଘଟଣା ଭିଡିଓ ଭାଇରାଲ ହେବା ପରେ ସାଧାରଣରେ…
ବାଲ୍ୟ ବିବାହ ରୋକିଲା ଚାଇଲ୍ଡଲାଇନ
ବସ୍ତା, ୧୪।୧୧(ସ୍ବ.ପ୍ର.)-ବାଲ୍ୟବିବାହ ବନ୍ଦ କରିବା ପାଇଁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରୁଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ରୋକାଯାଇପାରୁନାହିଁ। ବସ୍ତା ବ୍ଲକ ସିଂଲା ଥାନା କଇନଗରୀ ପଞ୍ଚାୟତରେ ବୁଧବାର ବିଳମ୍ବିତ ରାତିରେ ଏକ ବାଲ୍ୟବିବାହ ଚାଲିଥିବା ବେଳେ ବାଲିଆପାଳ…
ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ ଘଟଣା: ୭ ଗିରଫ, କମ୍ପାନୀକୁ ସିଲ୍ କଲା ଜିଲା ପ୍ରଶାସନ
ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍ ଗ୍ୟାସ୍ ଲିକ୍ ଘଟଣାରେ ୭ଜଣ ଅଧିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କମ୍ପାନୀର ଜେନେରାଲ ମ୍ୟାନେଜର ପ୍ରଭିକ ପିଲାଇ(୩୪), ପ୍ରଡକ୍ସନ ମ୍ୟାନେଜର…
ସମବାୟ ସପ୍ତାହରେ ପାଟଣା ସମବାୟ ସମିତି ପକ୍ଷରୁ ଗଣ ଦୌଡ଼
ପାଟଣା,୧୪।୧୧(ସ୍ବ.ପ୍ର.): ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ପାଟଣା ସମବାୟ ସମିତି ପକ୍ଷରୁ ୬୬ତମ ସମବାୟ ସପ୍ତାହ ଅବସରରେ ଗୁରୁବାର ସକାଳୁ ସହରରେ ଗଣଦୌଡର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହାକୁ ପାଟଣା ଏବିଡ଼ିଓ ପ୍ରଫୁଲ କୁମାର ନାଏକ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ…
ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ଗ୍ୟାସ ଲିକ୍ ଘଟଣା: ଆହତଙ୍କୁ ଭେଟିଲେ ଶ୍ରମମନ୍ତ୍ରୀ, ଫରେନ୍ସିକ୍ ଟିମ୍ର ଯାଞ୍ଚ
ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ଫାଲ୍କନ କମ୍ପାନୀର ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ବୁଧବାର ରାତିରେ କ୍ଲୋରିନ୍ ଗ୍ୟାସ୍ ଲିକ୍ ଯୋଗୁ ଶତାଧିକ ମହିଳା କର୍ମଚାରୀ ଆହତ ହୋଇଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍ପି ଯୁଗଳ କିଶୋର…
ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ
ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍ ଲିକ୍ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି। ଗ୍ୟାସ୍ ଲିକ୍ ଘଟଣା…
ବୁଲ୍ବୁଲ୍ କ୍ଷୟକ୍ଷତି ସହାୟତା ରାଶି ପ୍ରଦାନ ଦାବିରେ ଚାଷୀଙ୍କ ଗଣଧାରଣା
ସିମୁଳିଆ,୧୩।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ପୁରୁଷୋତ୍ତମପୁର, କାଞ୍ଚପଡ଼ା, ଅଣ୍ଡରାଇ, ଅବଝୁଣା ପଞ୍ଚାୟତରେ ବୁଲ୍ବୁଲ୍ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ନେଇ ବୁଧବାର ପୁରୁଷୋତ୍ତମପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୪ଟି ପଞ୍ଚାୟତର ଶତାଧିକ ଚାଷୀ ଗଣାଧାରଣା ଦେଇଛନ୍ତି। ବୁଲ୍ବୁଲ୍ରେ ଘଟିଥିବା କ୍ଷୟକ୍ଷତିର…
ଝଡ଼ାଫୁଙ୍କା ଆଳ: ଗୁଣିଆଙ୍କ ମାଡ଼ରେ ନାବାଳକ ଆହତ, ଗୁଣିଆ ଦମ୍ପତି ଚମ୍ପଟ
ଭୋଗରାଇ,୧୩।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମରଦା ଥାନା ଅଧୀନ ରାଣୀଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି l ଏହି ଗ୍ରାମର ଜଣେ ଗୁଣିଆ ଦମ୍ପତି ମାହାଗବ ଗ୍ରାମର ଅନ୍ୟ ଜଣେ ଦମ୍ପତିଙ୍କ ୧୦ ବର୍ଷର ରୋଗିଣା ପୁଅଙ୍କୁ…
ସୁବର୍ଣ୍ଣରେଖା ଫେରିଘାଟରେ ନୌବିହାର
ଭୋଗରାଇ, ୧୩।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଆରୁହାବୃତ୍ତି ଉ.ପ୍ରା. ବିଦ୍ୟାଳୟ ପଡ଼ିଆରେ ୩ଦିନ ବ୍ୟାପୀ ଚାଲିଥିବା ପିପିଲି-ସାହାବନ୍ଦର ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଉତ୍କଳୀୟ ପରମ୍ପରା ଓ ଓଡ଼ିଆ ସାଧବ ପୁଅର ଗୌରବମୟ ଗାଥାକୁ ମନେ ପକାଇ…
ମାଣତ୍ରୀରେ ୧୪୦ ଫୁଟ୍ ଲମ୍ବର ଡଙ୍ଗା
ସୋର, ୧୩।୧୧(ଡି.ଏନ.ଏ.)-କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ସୋର ବ୍ଲକ ମାଣତ୍ରୀ ଗ୍ରାମରେ ଯୁବକମାନେ ୧୪୦ ଫୁଟ୍ ଲମ୍ବର ଡଙ୍ଗା ପ୍ରସ୍ତୁତ କରି ଗ୍ରାମ ପୋଖରୀରେ ଭସାଇଛନ୍ତି। ଗ୍ରାମର କେତେକ ଯୁବକଙ୍କ ଉଦ୍ୟମରେ ଏହା ସଫଳ ହୋଇଛି। ଏହି ଅବସରରେ ମଙ୍ଗଳବାର ଭୋର୍ ସମୟରେ…
Archives


