ବାଲେଶ୍ୱର

‘ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଉ’ : ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନ

ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଜିଲାରେ ଥିବା ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦେବା ଲାଗି ସେମାନଙ୍କ ମାତାପିତାମାନେ ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି। ଜିଲାରେ ୯୬୭ ଜଣ ଥାଲାସେମିଆ ରୋଗୀ…

‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି: ସମିତି କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ରୂପ୍‌ସା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଚାଷୀମାନେ ଆନ୍ଦୋଳନ କରିଛନ୍ତି। ‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସମିତିରୁ ଋଣ ଛାଡ଼ କରିବା ସହ ସରକାରୀ ସହାୟତା ଦାବିରେ ଧାରଣା ଦିଆଯାଇଥିଲା। ସମିତି ଅନ୍ତର୍ଗତ କସିପଦା,…

ଜଳେଶ୍ୱର ତହସିଲ: ଆଜିଠୁ ସୌରାତରୁ ବାଲି ପରିବହନ ବନ୍ଦ

ଜଳେଶ୍ୱର, ୨।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନ ସମସ୍ତ ସୌରାତରୁ ବାଲି ପରିବହନ ୩ତାରିଖଠାରୁ ବନ୍ଦ ରହିବ ବୋଲି ସୌରାତ ମାଲିକ ସଂଘ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଏକ ହୋଟେଲ ସଭାଗୃହରେ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇ…

ଭିତ୍ତିଭୂମି ବିକାଶକୁ ଅପେକ୍ଷା

ଖଇରା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ କଣ୍ଟାବଣିଆ ଗ୍ରାମରେ ରହିଛି କେଶବ ପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ା ଏଠାରେ ରହୁଥିବା ପ୍ରତ୍ୟେକଟି ଅନ୍ତେବାସୀ ମାନସିକ ବିକାରଗ୍ରସ୍ତ। ଏବେ ଏହି ବିଦ୍ୟାଳୟ ଅନେକ ସମସ୍ୟା ଦେଇ ଗତି କରୁଛି।…

ସହରରେ ଟ୍ରାଫିକ ନିୟମ କଡ଼ାକଡ଼ି: ୨ ମଦ୍ୟପ ଚାଳକ ଗିରଫ

ବାଲେଶ୍ୱର ଅଫିସ, ୧।୧୨-ବାଲେଶ୍ୱର ସହର ପୋଲିସ ଲାଇନ୍‌ ଛକରେ ଟ୍ରାଫିକ୍‌ ଥାନା କର୍ମଚାରୀଙ୍କ ଦ୍ୱାରା ରବିବାରଠାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଳନ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍‌ ଥାନା ଇନ୍ସପେକ୍ଟର ପ୍ରଶାନ୍ତ ରଣସିଂହଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌…

ସ୍ତ୍ରୀଙ୍କୁ ନିର୍ଯାତନା, ଜେଲ ଗଲେ ସ୍ବାମୀ

ରୂପ୍‌ସା, ୧।୧୨(ଡି.ଏନ.ଏ.)-ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ପୋଲିସ ଜାମୁନିଆ ଗ୍ରାମର ଅନିରୁଦ୍ଧ ରାଉତଙ୍କୁ ରବିବାର ଗିରଫ କରିଛି। ସେ ତାଙ୍କ ସ୍ତ୍ରୀ ବାସନ୍ତୀଙ୍କୁ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ଥାନାରେ…

‘ଅଗ୍ନି-୩’ ରାତ୍ରକାଳୀନ ପରୀକ୍ଷା ସଫଳ

ବାଲେଶ୍ୱର ଅଫିସ, ୧।୧୨-ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତ ଆଉ ଏକ ସଫଳତା ହାସଲ କରିଛି। ଶନିବାର ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡିଓ ପକ୍ଷରୁ ଭଦ୍ରକ ଜିଲା କଲାମ ଦ୍ୱୀପରୁ କରାଯାଇଥିବା ‘ଅଗ୍ନି-୩’ କ୍ଷେପଣାସ୍ତ୍ରର ରାତ୍ରକାଳୀନ ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ସନ୍ଧ୍ୟା…

ଚାଷୀଙ୍କ ଅଜାଣତରେ ଉଠାଯାଇଛି ଋଣ

ବାହାନଗା, ୧ା୧୨(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତରେ ଥିବା ସେବା ସମବାୟ ସମିତିରେ କୋଟି କୋଟି ଟଙ୍କା ହେରଫେର୍‌ ହୋଇଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ କେତେକ ଚାଷୀ ଜିଲାପାଳ ଓ ଭିଜିଲାନ୍ସଠାରେ ଦାବି କରିଛନ୍ତି।…

ଶ୍ରଦ୍ଧାପୁର ସରପଞ୍ଚ ଉପନିର୍ବାଚନ: ବିଜେଡ଼ି ସମର୍ଥିତ ପ୍ରାର୍ଥୀ ବିଜୟୀ

ଭୋଗରାଇ, ୩୦ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଅଧୀନ ଶ୍ରଦ୍ଧାପୁର ଉପନିର୍ବାଚନରେ ବିଜେଡ଼ି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ବିଜୟୀ ହୋଇଛନ୍ତି। ଶନିବାର ବ୍ଲକ ପରିସରରେ କଡ଼ା ନିରାପତ୍ତା ମଧ୍ୟରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯାଇଛି। ବିଜୟୀ…

ଏଫଏମ୍‌ ମେଡ଼ିକାଲ କଜେଲ ଓ ହସ୍‌ପିଟାଲରେ ଏମ୍‌ସିଆଇ ଟିମ୍‌

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଫକୀରମୋହନ(ଏଫଏମ୍‌) ମେଡ଼ିକାଲ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମେଡ଼ିକାଲ କାଉନ୍‌ସିଲ ଅଫ୍‌ ଇଣ୍ଡିଆ (ଏମ୍‌ସିଆଇ)ର ୩ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ପରିଦର୍ଶନ କରିଛନ୍ତି। ଉଭୟ ମେଡ଼ିକାଲ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବିଭିନ୍ନ…

ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା ଇମାମୀ…

ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ

ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା ମୁହାଣ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri