ବାଲେଶ୍ୱର

ଦୀପାବଳିରେ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ନଭେମ୍ବର ୧ରୁ ଖୋଲିବ କୁଲଡିହା ଅଭୟାରଣ୍ୟ

ନୀଳଗିରି,୩୧।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଦୀପାବଳିରେ ଆସିଲା ଏକ ଖୁସି ଖବର। ବର୍ଷା ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ରୁ ବନ୍ଦ ରହିଥିବା କୁଲଡିହା ଅଭୟାରଣ୍ୟ ନଭେମ୍ବର ୧ରୁ ଜୁନ ୧୫ ପର୍ଯ୍ୟନ୍ତ ଖୋଲା…

ବାତ୍ୟା ଗଲା, ସରିଲାନି ଦୁର୍ଦ୍ଦଶା

ସିମୁଳିଆ, ୩୦।୧୦(ସନ୍ତୋଷ ନାୟକ): ଗୁରୁବାର ରାତିରୁ ଶୁକ୍ରବାର ଅପରାହ୍ନ ପର୍ଯ୍ୟନ୍ତ ବାତ୍ୟା ‘ଦାନା’ର ତାଣ୍ଡବ ଜାରି ରହିବା ପରେ ଥମିଯାଇଥିଲା। ତେବେ ବାତ୍ୟା ଛାଡ଼ିଯିବା ପରେ ମଧ୍ୟ ଜନସାଧାରଣଙ୍କ ଦୁର୍ଦ୍ଦଶା ସରିନାହିଁ। ବାତ୍ୟାରେ ସିମୁଳିଆ ବ୍ଲକରେ ହଜାର ହଜାର ଗଛ ନଷ୍ଟ…

କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍‌ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର ଓ…

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା ପ୍ରବଳ ବର୍ଷା ଫଳରେ ବାଲେଶ୍ୱର ଜିଲାରେ ପ୍ରବାହିତ ବୁଢ଼ାବଳଙ୍ଗ ଓ ସୋନ ନଦୀର ଜଳସ୍ତର…

ଟଳିନି ବିପଦ: ଗାଁରେ ପଶିଲା ବନ୍ୟାଜଳ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ) ବାତ୍ୟା ଦାନା ପରେ ବାଲେଶ୍ୱରରେ ଲାଗିରହିଛି ଲଗାଣ ବର୍ଷା l ଉପରମୁଣ୍ଡରୁ ପ୍ରବଳ ବର୍ଷା ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ହୋଇ ଶନିବାର ବନ୍ୟା ପରିସ୍ଥିତି ଦେଖାଦେଇଛି। ସଦର ବ୍ଲକ ଅନ୍ତର୍ଗତ ବଇଁଚl, ସିନ୍ଧିଆ, ଗୋପୀନାଥପୁର, ବୁଆଁଳ,…

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଏହା ଦେଖି ବସର କର୍ମଚାରୀ ଦମକଳ ବାହିନୀକୁ ଖବର ଦେଇଥିଲେ l ସଙ୍ଗେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ ଦୂର୍ବଳ…

ଆଶ୍ରୟସ୍ଥଳରେ ଖାଦ୍ୟ ବଣ୍ଟନକୁ ନେଇ ମନ୍ତ୍ରୀଙ୍କ ଅସନ୍ତୋଷ

ଭୋଗରାଇ,୨୫।୧୦(ପ୍ରଦୀପ ଦାସ): ବାତ୍ୟା ଦାନା ପ୍ରଭାବରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଜିଲାରେ ବିଶେଷ ପ୍ରଭାବ ପଡି ନ ଥିବା ବେଳେ କେବଳ ଗୁରୁବାର ଓ ଶୁକ୍ରବାର ଝିପିଝିପି ବର୍ଷା ଲାଗି ରହିଛି l ଅତି ଭୀଷଣ ବାତ୍ୟା…

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ‘ଦାନା’ କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା…

ଶୁନ୍ୟ କ୍ଷୟକ୍ଷତି ଲକ୍ଷ୍ୟରେ ସରକାର: ମୁଖ୍ୟମନ୍ତ୍ରୀଙ୍କ ସହିତ ଫୋନରେ କଥାହେଲେ ଏମ୍‌ପି ଷଡ଼ଙ୍ଗୀ

ବାଲେଶ୍ୱର,୨୪।୧୦(ବାଞ୍ଛାନିଧି ଦେ): ବାତ୍ୟା ମୁକାବିଲା ଏବଂ ପରିଚାଳନା ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଗୁରୁବାର ଦିନ ତମାମ ଏମ୍‌ପି ଷଡ଼ଙ୍ଗୀ ବସ୍ତା, ବାଲିଆପାଳ ଏବଂ ଜଳେଶ୍ୱର ବ୍ଲକର ବିଭିନ୍ନ ଅଞ୍ଚଳରୁ ବାତ୍ୟା ଆଶ୍ରୟସ୍ଥଳୀକୁ…

ସୁରକ୍ଷା ବନ୍ଧରେ ଜୁଆର ମାଡ: କୂଳବାସୀ ଭୟଭୀତ

ଭୋଗରାଇ, ୨୪ l ୧୦( ପ୍ରଦୀପ ଦାସ ): ସାମୁଦ୍ରିକ ଝଡ଼ ଦାନା କୂଳଆଡକୁ ମାଡି ଆସିଛି। ଗୁରୁବାର ସକାଳେ ଝିପିଝିପି ବର୍ଷା ହେଉଥିବାବେଳେ ଅପରାହ୍ନରେ ପାଗ ସମ୍ପୂର୍ଣ୍ଣ ପରିବର୍ତ୍ତନ ହୋଇଛି l ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ବତାସର ବେଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri