ଡାକ୍ତର ନାହାନ୍ତି: ଖରାସାହାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ
ବାହାନଗା, ୧୯।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ଶନିବାର ଗ୍ରାମବାସୀ ତାଲାପକାଇ ଧାରଣାରେ ବସିଛନ୍ତି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭୟ ପଣ୍ଡା ଡେପୁଟେସନରେ ନିଯୁକ୍ତି ପାଇବାରୁ ସେଠାରେ ଫାର୍ମାସିିଷ୍ଟ ଡାକ୍ତରଙ୍କ...
୭ କ୍ରଶର ଉପରେ ଚଢ଼ାଉ
ସଜନାଗଡ଼, ୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ପ୍ରଶାସନ ପକ୍ଷରୁ ଶୁକ୍ରବାର ମିତ୍ରପୁର ଅଞ୍ଚଳରେ ଥିବା ୭ଟି ପଥର କ୍ରଶର ଉପରେ ଚଢ଼ାଉ କରାଯାଇଛି। ନୀଳଗିରି ଉପ-ଜିଲାପାଳ ହରିଶ୍ ଚନ୍ଦ୍ର ଜେନା, ତହସିଲଦାର ସୁଶ୍ରୀତା ଟୁଡୁ, ଅତିରିକ୍ତ ତହସିଲଦାର ରାକେଶ କୁମାର ପଣ୍ଡା,...
ମୋହରିରଙ୍କ ଚାଳିଆ ଭଙ୍ଗା ଘଟଣା: ଅତିରିକ୍ତ ଜିଲାପାଳଙ୍କ ତଦନ୍ତ ଆରମ୍ଭ
ସଜନାଗଡ଼, ୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରିରେ ମୋହରିରଙ୍କ ଚାଳିଆ ଭଙ୍ଗା ନେଇ ପୂର୍ବରୁ ତୁମ୍ବିତୋଫାନ ଉଠିଥିଲା। ଘଟଣାକୁ ନେଇ ନୀଳଗିରି ତହସିଲଦାର ଓ ବିଧାୟକ ସାମ୍ନାସାମ୍ନି ହେବା ସହ ମାମଲା ଯାଇ ଥାନାରେ ପହଞ୍ଚିଥିଲା। ଏହାପରେ ଭଙ୍ଗା ଚାଳିଆରେ ମୋହରିରମାନେ କିପରି...
ପାରିିବାରିକ କଳହ: ଦୁଇ ଘଣ୍ଟାରେ ଦୁଇ ସାଙ୍ଗଙ୍କ ଆତ୍ମହତ୍ୟା
ବାଲେଶ୍ୱର ଅଫିସ, ୧୯।୧୦-ପାରିବାରିକ କଳହକୁ କେନ୍ଦ୍ର କରି ତ୍ରିଲୋଚନ ଜେନା ନାମକ ଜଣେ ଯୁବକ ଆତ୍ମହତ୍ୟା କରିବା ଘଟଣାରେ ବ୍ୟଥିତ ହୋଇ ତାଙ୍କର ଜଣେ ବନ୍ଧୁ ଜୀବନ ହାରିଦେବା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଏହା ଘଟିଛି ବାଲେଶ୍ୱର...
ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ: ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ
ବାଲେଶ୍ୱର ଅଫିସ, ୧୮।୧୦-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ବାଲେଶ୍ୱର ଜିଲା ଡ୍ରେନେଜ୍ ଡିଭିଜନ୍ର କାର୍ଯ୍ୟ ନିର୍ବାହୀଯନ୍ତ୍ରୀ ବସନ୍ତ କୁମାର ପଣ୍ଡା। ଶୁକ୍ରବାର ପୂର୍ବାହ୍ନରେ ଏକକାଳୀନ ତାଙ୍କ ଘର, ଅଫିସ୍, ସମ୍ପର୍କୀୟଙ୍କ ଘର ମୋଟ...
ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
ରୂପ୍ସା/ବସ୍ତା, ୧୮।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ବଜାରରେ ଥିବା ଏଟିଏମ୍କୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଭାଙ୍ଗି ଲୁଟ୍ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଶୁକ୍ରବାର ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୧୬୪/୧୯) ରୁଜୁ କରି...
ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ନିଯୁକ୍ତିକୁ ବିରୋଧ: ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ଧାରଣା
ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ପୁନଃ ନିଯୁକ୍ତିକୁ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବିରୋଧ କରିଛି। ଶୁକ୍ରବାର ସଂଘ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ...
ଆବାସ ଯୋଜନାରୁ ବାଦ୍ ପଡିବା ଘଟଣା: ପୁନଃ ସର୍ଭେ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
ଖଇରା, ୧୮।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ଆବାସ ଯୋଜନାରୁ ବଞ୍ଚିତ ୨୨୮ ପରିବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ଦିନ ଧରି ଧାରଣାରେ ବସି ରହିଥିଲେ ା ଶୁକ୍ରବାର ଅପରାହ୍ନରେ ବିଡିଓ ମହେଶ ଚୌଧୁରୀ, ବ୍ଲକ ଅଧ୍ୟକ୍ଷା...
୨ ରାଜପଥ ଲୁଟେରା ଗିରଫ
ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ୧୬ନଂ. ଜାତୀୟ ରାଜପଥର ଫୁଲାଡ଼ି ଛକରେ କେତେକ ଅସାମାଜିକ ଯୁବକ ବୁଧବାର ରାତି ୧୦ଟା ବେଳେ ବିଭିନ୍ନ ଯାନବାହନକୁ ଅଟକାଇ ଲୁଟତ୍ରାଜ ଚଳାଇଥିଲେ। ଖବରପାଇ ସବ୍ଇନ୍ସପେକ୍ଟର ବିରଞ୍ଚତ୍ ସାହୁ ଓ ଏଏସ୍ଆଇ...
୭ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଜଳେଶ୍ୱର, ୧୮।୧୦-ଜଳେଶ୍ୱର ଅବକାରୀ ବିଭାଗ ଦ୍ୱାରା ବୁଧବାର ୩୦୫ ଗ୍ରାମ (୩୨ଲକ୍ଷ ଟଙ୍କା)ର ବ୍ରାଉନ୍ସୁଗାର ଧରାପଡ଼ିବା ପରେ ପୁଣି ଗୁରୁବାର ଜଳେଶ୍ୱର ପୋଲିସ ଦ୍ୱାରା ୭୦ଗ୍ରାମ୍ର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ହେବ।...
ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ବାଦ୍: ଧାରଣାରେ ବସିଲେ ଆବେଦନକାରୀ
ଖଇରା, ୧୮।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତର ବହୁ ଗରିବ ପରିବାର ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ବାଦ୍ ପଡିଛନ୍ତି। ଏହାର ପ୍ରତିବାଦ କରି ଶତାଧିକ ଗ୍ରାମବାସୀ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ବସିଛନ୍ତି। ଯୋଗ୍ୟ ଆବେଦନକାରୀଙ୍କ...
ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କାର ସୁନା, ରୂପା ଗହଣା ଲୁଟ୍
ରୂପ୍ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଦୋକାନରୁ ଦୁର୍ବୃତ୍ତମାନେ ବୁଧବାର ରାତିରେ ଫିଲ୍ମ ଷ୍ଟାଇଲ୍ରେ ୧୦ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ଗୁରୁବାର ବସ୍ତା ଥାନାରେ...
Archives


