ବାଲେଶ୍ୱର

ଶହେ ବର୍ଷର ବିଦ୍ୟାଳୟ କାନ୍ଥ ଭୁଶୁଡିଲା

ବାହାନଗା, ୨୬ା୧୦(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ବାହାନଗା ବ୍ଲକ ଅଭଣା ପଞ୍ଚାୟତର ବରଜଦେଉଳି ଗ୍ରାମରେ ଥିବା ଶହେ ବର୍ଷର ପୁରୁଣା ଉନ୍ନୀତ ଉ.ପ୍ରା.ବିଦ୍ୟାଳୟର କାନ୍ଥ ଭୁଶୁଡି ପଡିଛି। ତେବେ ରାତିରେ ଏଭଳି ଦୁର୍ଘଟଣା ଘଟିଥିବାରୁ କାହାରି କିଛି କ୍ଷତି ହୋଇନାହିଁ। ଏହି…

ବାଲେଶ୍ୱର ସହରରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୧୦-ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ଗତ ୩ଦିନ ଧରି ବର୍ଷା ଲାଗି ରହିବାରୁ ଶୁକ୍ରବାର ବାଲେଶ୍ୱର ସହରର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ରାସ୍ତାଘାଟ ବୁଡ଼ିଯିବା ସହ ଘର ଭିତରେ ପାଣି ପଶିଛି।…

୮୫ ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ରୂପ୍‌ସା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅଧୀନ ଦୁବୁଲାଗଡ଼ି ଗ୍ରାମର ଜଣେ ଭୁଟୁଭୁଟି ମାଲିକ ଅଜାମିଲ ବେରାଙ୍କ ମୁହାଣସ୍ଥିତ ଗୋଦାମ ଓ ଅଫିସ୍‌ ଘରର ଶଟର ଭାଙ୍ଗି ୮୫ ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। ଏ…

ଲଗାଣ ବର୍ଷାରେ କାନ୍ଥ ଭୁଶୁଡିଲା: ଜଣେ ମୃତ, ୨ ଗୁରୁତର

ଜଳେଶ୍ୱର, ୨୫।୧୦-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ୩ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତର ଭଦୁଆ ଗ୍ରାମରେ ଗୁରୁବାର ରାତିରେ ରବିନାରାୟଣ ବାରିକ(୩୩)ଙ୍କ ଘର କାନ୍ଥ ଭୁଶୁଡି…

ବସ୍‌କୁ ଧକ୍କାଦେଲା ବସ୍‌: ୧୦ ଗୁରୁତର

ରେମୁଣା,୨୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ବିସିଇଟି କଲେଜ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ନୀଳମାଧବ ନାମକ ଏକ ବସ୍‌କୁ ସାମଲ ବସ୍‌ ପଛରୁ ଧକ୍କା ଦେଇଥିଲା। ଫଳରେ ସାମଲ ବସ୍‌ ଡ୍ରାଇଭରଙ୍କ ସମେତ ୧୦ ଜଣ ଗୁରୁତର…

ଗଛ ପଡ଼ି ଭାଙ୍ଗିଲା ୫ ଦୋକାନ: ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଖଇରା,୨୫।୧୦(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ବଜାରରେ ଗୁରୁବାର ରାତିରେ ୨ଟି ଗଛ ଉପୁଡ଼ିବା ଯୋଗୁ ୫ ଦୋକାନ ଭାଙ୍ଗି ନଷ୍ଟ ହୋଇଯାଇଛି। କ୍ଷତିଗ୍ରସ୍ତ ଦୋକାନୀମାନେ ହେଲେ ବାବୁରାମ ସାହୁ, ଭାସ୍କର ବେହେରା, ଦିବାକର ବେହେରା, ସୁଶୀଲ ସାହୁ…

ଅବିଶ୍ରାନ୍ତ ବର୍ଷା, ଅଶାନ୍ତ ସମୁଦ୍ର

ଭୋଗରାଇ, ୨୫।୧୦(ଡି.ଏନ.ଏ.)-ଲଘୁଚାପ ପ୍ରଭାବରେ ଭୋଗରାଇ ସମେତ ଆଖପାଖ ଅଞ୍ଚଳରେ ବୁଧବାରଠାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ତୁହାକୁ ତୁହା ବର୍ଷା ହେବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ସାରାଦିନ ବର୍ଷା ପ୍ରକୋପରେ ଦୂରଦୂରାନ୍ତକୁ ଯାଉଥିବା ଯାତ୍ରୀବାହୀ ବସ୍‌, ଅଟୋଗୁଡ଼ିକରେ ଯାତ୍ରୀ ସଂଖ୍ୟା…

ଶିକ୍ଷକ ଅଭାବ ନେଇ ତାଲା ପକାଇଲେ ଗ୍ରାମବାସୀ: ବର୍ଷାରେ ଭିଜି ପ୍ରତିବାଦ କଲେ

ବାହାନଗା, ୨୫ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ଥିବା ୟୁଜିୟୁପି ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ଗ୍ରାମବାସୀ ଓ ପରିଚାଳନା କମିଟି ସଦସ୍ୟାସଦସ୍ୟମାନେ ଗୁରୁବାର ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ଲଘୁଚାପଜନିତ ବର୍ଷା ଲାଗି ରହିଥିଲେ ମଧ୍ୟ ପରିଚାଳନା…

ନିଶା ନିବାରଣ ଲାଗି ଅଣ୍ଟା ଭିଡିଲେ ଛାତ୍ରୀଛାତ୍ର

ଖଇରା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଥାନା ଅଞ୍ଚଳରେ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ଚାଲିଛି। କେଉଁଠି ବହୁ ମୂଲ୍ୟ ଜୀବନ ଚାଲି ଯାଉଛି ତ ଆଉ କେଉଁଠି ଲୁଟ୍‌, ଛିନ୍‌ତାଇ ଯୋଗୁ ମହିଳାମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ଏହାବ୍ୟତୀତ ନାବାଳିକାଙ୍କୁ…

ଶରୀର ଦାନ କରିବେ ଶିକ୍ଷୟିତ୍ରୀ

ସିମୁଳିଆ, ୨୪ା୧୦(ସନ୍ତୋଷ କୁମାର ନାୟକ)-ଏବେ ଶିକ୍ଷାଦାନ କରି ପିଲାମାନଙ୍କୁ ଶିକ୍ଷିତ କରୁଛନ୍ତି। ଜୀବନର ଅନ୍ତିମ ସମୟରେ ଅଙ୍ଗଦାନ ସହ ତାଙ୍କ ଶରୀରକୁ ମଧ୍ୟ ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ଦାନ କରିବାକୁ ଇଚ୍ଛା ରଖିଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୬୦ବର୍ଷୀୟା ଶିକ୍ଷୟିତ୍ରୀ…

ନଭେମ୍ବର ପହିଲାରୁ ଖୋଲିବ କୁଲଡ଼ିହା

ସଜନାଗଡ଼, ୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବ। ଏହି ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟ, ରିଷିଆ ଡ୍ୟାମ୍‌ ଓ ନିଆରା ଖାଦ୍ୟପାନୀୟ ସୁବିଧା ଓଡ଼ିଶା ତଥା ଓଡ଼ିଶା ବାହାର ପର୍ଯ୍ୟଟକଙ୍କ ସମେତ ବଙ୍ଗୀୟ ପର୍ଯ୍ୟଟକଙ୍କୁ ବେଶ୍‌…

ରୋଗୀ ନେବା ପାଇଁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଦାବି କଲେ ଅର୍ଥ, ଭିଡିଓ ଭାଇରାଲ

ଜଳେଶ୍ୱର,୨୪।୧୦(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟର ଭୋଗରାଇ ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତର କଟକ ସ୍ଥାନାନ୍ତର କରିଥିବା ବେଳେ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଓ ରୋଗୀଙ୍କ ସମ୍ପର୍କୀୟଙ୍କ ସହ କଥାବାର୍ତ୍ତାର ଭିଡିଓ ଭାଇରାଲ ହୋଇଛି। ପ୍ରଥମେ ଡ୍ରାଇଭର ଜଣକ ୧ ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri