ବାଲେଶ୍ୱର

ଗବେଷଣାରେ ସହଯୋଗ ଲାଗି ବୁଝାମଣାପତ୍ର; ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଜ୍ଞାନ ଓ ଦକ୍ଷତା ବୃଦ୍ଧିରେ ସହାୟକ ହେବ, ସୃଷ୍ଟି ହେବ ନୂଆ ଅଧ୍ୟାୟ

ବାଲେଶ୍ୱର ଅଫିସ, ୧୭।୧୧-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ଏବଂ ଦିଲ୍ଲୀସ୍ଥିତ କଳିଙ୍ଗ ଆନ୍ତର୍ଜାତୀୟ ପ୍ରତିଷ୍ଠାନ ମଧ୍ୟରେ ଶିକ୍ଷା, ସଂସ୍କୃତି ଏବଂ ଗବେଷଣାସ୍ତରରେ ସହଯୋଗ ବୃଦ୍ଧି ପାଇଁ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଉକ୍ତ ପ୍ରତିଷ୍ଠାନର ଅଧ୍ୟକ୍ଷ ବିଶିଷ୍ଟ କୁଟନୀତିଜ୍ଞ ତଥା ଭାରତର ପ୍ରାକ୍ତନ…

ରୂପ୍‌ସା ରେଳ ଜଙ୍କଶନ: ଜାନୁୟାରୀ ସୁଦ୍ଧା ସରିବ ଫୁଟ୍‌ ଓଭରବ୍ରିଜ୍‌

ରୂପ୍‌ସା, ୧୭।୧୧(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିିଲାର ରୂପ୍‌ସା ରେଳ ଜଙ୍କଶନ ଓ ଷ୍ଟେଶନରେ ଫୁଟ୍‌ ଓଭରବ୍ରିଜ୍‌ ନିର୍ମାଣ ଅସମ୍ପୂର୍ଣ୍ଣ ଯୋଗୁ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ଏନେଇ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ହେଁ…

ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବାଲିଆପାଳ, ୧୭।୧୧(ସ୍ବ.ପ୍ର.)-ବାଙ୍ଗାଲୋରରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବାଲିଆପାଳର ଜଣେ ଯୁବକ ଜଗତଜ୍ୟୋତି ପଟ୍ଟନାୟକ(୨୫)ଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି ା ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବାଲିଆପାଳ ବ୍ଲକର ପାରୁଳିଆ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ…

ଭୋଗରାଇରେ ବିରଳ ପ୍ରଜାତିର ମାଛ

ଭୋଗରାଇ, ୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଟି ଗ୍ରାମ ନିକଟସ୍ଥ ଧାନ କ୍ଷେତରେ ଏକ ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ଦେଢ଼ଫୁଟ୍‌ ଲମ୍ବର ଏହି ବିରଳମାଛ ଦେହସାରା ବିଚିତ୍ର ରଙ୍ଗଥିବା ବେଳେ ମୁଣ୍ଡ ଭାଗ ଚେପଟା ଓ କିମ୍ବଦ…

ବିତିଲାଣି ୨୧ବର୍ଷ, ଭୁଲି ହେଉନି ଦୁଃଖ

ଖଇରା, ୧୭।୧୧(ଡି.ଏନ.ଏ.)-ସେଦିନ ଥିଲା ୧୯୯୮ ନଭେମ୍ବର ୧୭ତାରିଖ ା ବାଲେଶ୍ୱର ଜିଲା ଖଇରା ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନମେଳାର ଆୟୋଜନ କରାଯାଇଥିଲା। ବିଭିନ୍ନ ବିଦ୍ୟାଳୟରୁ ପିଲାମାନଙ୍କର ସୁଅ ଖଇରା ସରକାରୀ ହାଇସ୍କୁଲକୁ ଛୁଟିଥିଲା ା କେହି ବସରେ ତ କେହି ଟ୍ରେକରରେ ଆସିଥିଲେ।…

ରାସ୍ତାକଡ଼ରୁ ବୃଦ୍ଧାଙ୍କୁ ଉଦ୍ଧାର କଲା ପ୍ରଶାସନ

ସଜନାଗଡ଼,୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ ଅଫିସ୍‌ଠାରୁ ମାତ୍ର ୫୦୦ ମିଟର ଦୂର ବିଚ୍‌ ଦୁର୍ଗାମଣ୍ଡପ ରାସ୍ତାକଡ଼ରେ ୨ଦିନ ଧରି ଏକ ନିରାଶ୍ରୟା ବୃଦ୍ଧା ଖାଇବାକୁ ନ ପାଇ ପଡିରହିଥିଲେ। ଗଣମାଧ୍ୟମ ପ୍ରତିନିଧିମାନେ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ପରେ…

‘ଅଗ୍ନି-୨’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୧୭।୧୧-ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍‌ ପକ୍ଷରୁ ଭଦ୍ରକ ଜିଲାସ୍ଥିତ ଅବଦୁଲ କଲାମ ଦ୍ୱୀପର ୪ ନଂ. ଲଞ୍ଚପ୍ୟାଡ୍‌ରୁ ଶନିବାର ସନ୍ଧ୍ୟା ସାଢ଼େ ୭ଟା ବେଳେ ‘ଅଗ୍ନି-୨’ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ଅନୁକୂଳ ପାଗକୁ ଅନୁଧ୍ୟାନ କରି…

୩ ଶିକାରୀ ଗିରଫ, ୨ ବନ୍ଧୁକ ଜବତ

ଔପଦା,୧୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବନବିଭାଗ ତରଫରୁ ଶୁକ୍ରବାର ବିଳମ୍ବିତ ରାତିରେ ୩ଜଣ ଶିକାରୀଙ୍କୁ ଗିରଫ କରାଯିବା ସହିତ ୨ଟି ଗୁଳି ଭର୍ତ୍ତି ବନ୍ଧୁକ ଜବତ କରାଯାଇଛି। ସେମାନେ ହେଲେ ବନ୍ଦସାହି ଗ୍ରାମର ଅଜୟ ନାଇକ (୨୨), ବାଙ୍ଗରୁ ନାଇକ (୨୪), ଦାଢ଼ିଆସାହି…

ଲୁଟେରାଙ୍କୁ କାବୁ କରି ନିର୍ଧୁମ୍‌ ମାଡ଼: ୨ ଗିରଫ, ବାଇକ୍‌ ଜବତ

ରୂପ୍‌ସା, ୧୬।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରେ ଶନିବାର ସ୍ଥାନୀୟ ଲୋକେ ୨ଜଣ ଲୁଟେରାଙ୍କୁ କାବୁ କରି ନିର୍ଧୁମ ମାଡ଼ ମାରିଛନ୍ତି। ଥାନାଧିକାରୀ ସୁଚନ୍ଦ୍ର ମହାଳିକ ସଦଳବଳେ ପହଞ୍ଚତ୍ ୨ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଆଙ୍କୋ ଗ୍ରାମର…

୪ ଦଫା ଦାବି ନେଇ ସିମୁଳିଆ ଥାନା ସମ୍ମୁଖରେ ଭାଜପାର ଗଣଧାରଣା

ସିମୁଳିଆ,୧୬।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଭାଜପା ପକ୍ଷରୁ ଶନିବାର ମଧ୍ୟାହ୍ନରେ ୪ ଦଫା ଦାବି ନେଇ ଥାନା ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ନେତୃତ୍ୱରେ ଶତାଧିକ ଭାଜପା ସମର୍ଥକ ଓ ଦଳୀୟ କର୍ମୀ ମନ୍ତ୍ରୀଙ୍କ…

କ୍ଷତିପୂରଣ ଦାବିରେ ଚାଷୀଙ୍କ ବିକ୍ଷୋଭ

ଖଇରା, ୧୬।୧୧(ଡି.ଏନ.ଏ.)-ବୁଲବୁଲ ବାତ୍ୟାରେ ନଷ୍ଟ ହୋଇଥିବା ଚାଷ ପାଇଁ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ଖଇରା ବ୍ଲକ ଅଧୀନ ମହତୀପୁର ପଞ୍ଚାୟତର ଶତାଧିକ ଚାଷୀ ବୁଧବାର ଖଇରା ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପ୍ରଥମେ ଚାଷୀ ପ୍ରଫୁଲ୍ଲ କୁମାର ସାହୁ,…

ପିଏକ୍ସଇର ପ୍ରତିଷ୍ଠା ସମାରୋହ

ବାଲେଶ୍ୱର ଅଫିସ,୧୬।୧୧-ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ(ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ)ର ୧୨୫ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ପିଏକ୍ସଇର ନିର୍ଦ୍ଦେଶକ ତଥା ବିଶିଷ୍ଟ ବୈଜ୍ଞାନିକ ଦତ୍ତାତ୍ରୋୟ କ୍ରିଷ୍ଣାକାନ୍ତ ଯୋଶୀ ଉତ୍ସବକୁ ଉଦ୍‌ଘାଟନ କରି ଦେଶର ପ୍ରତିରକ୍ଷା କ୍ଷେତ୍ରରେ ପିଏକ୍ସଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?