ବାଲେଶ୍ୱର

କଙ୍କଡା, ଗେଣ୍ଢା ଭର୍ତ୍ତି ବସ୍‌କୁ ଜବତ ପରେ ଛାଡି ଦେଲେ

ବାହାନଗା,୧୬ା୧୧(ଡି.ଏନ.ଏ.)-ଖନ୍ତାପଡା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଟୋଲଗେଟ ନିକଟରେ ସାମୁଦ୍ରିକ କଙ୍କଡା ଓ ଗେଣ୍ଢା ଭର୍ତ୍ତି ହୋଇ ରପ୍ତାନୀ ହେଉଥିବା ଦୁଇଟି ଯାତ୍ରୀବାହୀ ବସ୍‌କୁ ଜିଲା ମତ୍ସ୍ୟବିଭାଗ ଅଧିକାରୀ ରବିନାରାୟଣ ପଟ୍ଟନାୟକ ଖନ୍ତାପଡା ପୋଲିସ ସହାୟତାରେ ଜବତ କରିଥିଲେ…

ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧୫।୧୧-ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ସିପିଆଇ ପକ୍ଷରୁ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ବାହାରିଥିଲେ। ରେଳଷ୍ଟେଶନଠାରୁ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ଫାଟକ ନିକଟରେ ପହଞ୍ଚତ୍ଥିଲା। ସେଠାରେ କର୍ମୀମାନେ ବିକ୍ଷୋଭ…

ବିଳମ୍ବରେ ସ୍କୁଲ ଖୋଲିବା ମହଙ୍ଗା ପଡିଲା: ତାଲା ପକାଇଲେ ଗ୍ରାମବାସୀ

ଖଇରା, ୧୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପାଣିସାଉଁଳି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକମାନେ ଶିଶୁ ଦିବସ ଭଳି ପବିତ୍ର ଦିବସରେ ବିଳମ୍ବରେ ସ୍କୁଲ ଆସିବା ମହଙ୍ଗା ପଡିଛି। ଏହାର ପ୍ରତିବାଦରେ ସଭାପତି ରବୀନ୍ଦ୍ର ପରିଡା ଓ ନରହରି ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ…

ନୂତନ ଜ୍ଞାନକୌଶଳରେ ମତ୍ସ୍ୟଚାଷ ଲାଗି ଆହ୍ବାନ

ବାଲେଶ୍ୱର ଅଫିସ, ୧୫।୧୧- ନୂତନ ଜ୍ଞାନକୌଶଳ ମାଧ୍ୟମରେ ମତ୍ସ୍ୟଚାଷ କଲେ ଚାଷୀମାନେ ଅଧିକ ଲାଭବାନ ହୋଇପାରିବେ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଓ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ…

ବ୍ୟାପୁଛି ଝାଡ଼ାବାନ୍ତି: ୫ ଦିନରେ ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମୃତ

ସଜନାଗଡ଼, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜିରିତାଳ ଗ୍ରାମରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ୫ ଦିନରେ ୨୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଉକ୍ତ ଗ୍ରାମର ବୃଦ୍ଧ ମନୋରଞ୍ଜନ ମହାନ୍ତିଙ୍କର ବୁଧବାର ରାତିରେ ମୃତ୍ୟୁ ହୋଇଥିବା ଜଣାପଡିଛି।…

ଭୂତ ଛଡ଼ାଇବା ନାଁରେ ନାବାଳକଙ୍କୁ ଜୋତାଧୂଆଁ ଦେବା ଘଟଣା: ଗିରଫ ହେଲେ ଗୁଣିଆ ଦମ୍ପତି

ଭୋଗରାଇ, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ମହାଗବ ଅଞ୍ଚଳର ଜଣେ ରୋଗଗ୍ରସ୍ତ ନାବାଳକଙ୍କୁ ଭୂତ ଲାଗିଥିବା କହି ଗୁଣିଆ ଦମ୍ପତି ଜୋତାପୋଡ଼ି ଧୂଆଁ ଦେବା ଓ ନିର୍ଧୁମ୍‌ ପିଟିବା ଘଟଣା ଭିଡିଓ ଭାଇରାଲ ହେବା ପରେ ସାଧାରଣରେ…

ବାଲ୍ୟ ବିବାହ ରୋକିଲା ଚାଇଲ୍ଡଲାଇନ

ବସ୍ତା, ୧୪।୧୧(ସ୍ବ.ପ୍ର.)-ବାଲ୍ୟବିବାହ ବନ୍ଦ କରିବା ପାଇଁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରୁଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ରୋକାଯାଇପାରୁନାହିଁ। ବସ୍ତା ବ୍ଲକ ସିଂଲା ଥାନା କଇନଗରୀ ପଞ୍ଚାୟତରେ ବୁଧବାର ବିଳମ୍ବିତ ରାତିରେ ଏକ ବାଲ୍ୟବିବାହ ଚାଲିଥିବା ବେଳେ ବାଲିଆପାଳ…

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌ ଘଟଣା: ୭ ଗିରଫ, କମ୍ପାନୀକୁ ସିଲ୍‌ କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଘଟଣାରେ ୭ଜଣ ଅଧିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କମ୍ପାନୀର ଜେନେରାଲ ମ୍ୟାନେଜର ପ୍ରଭିକ ପିଲାଇ(୩୪), ପ୍ରଡକ୍ସନ ମ୍ୟାନେଜର…

ସମବାୟ ସପ୍ତାହରେ ପାଟଣା ସମବାୟ ସମିତି ପକ୍ଷରୁ ଗଣ ଦୌଡ଼

ପାଟଣା,୧୪।୧୧(ସ୍ବ.ପ୍ର.): ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ପାଟଣା ସମବାୟ ସମିତି ପକ୍ଷରୁ ୬୬ତମ ସମବାୟ ସପ୍ତାହ ଅବସରରେ ଗୁରୁବାର ସକାଳୁ ସହରରେ ଗଣଦୌଡର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହାକୁ ପାଟଣା ଏବିଡ଼ିଓ ପ୍ରଫୁଲ କୁମାର ନାଏକ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ…

ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣା: ଆହତଙ୍କୁ ଭେଟିଲେ ଶ୍ରମମନ୍ତ୍ରୀ, ଫରେନ୍‌ସିକ୍‌ ଟିମ୍‌ର ଯାଞ୍ଚ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ଫାଲ୍‌କନ କମ୍ପାନୀର ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ବୁଧବାର ରାତିରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଯୋଗୁ ଶତାଧିକ ମହିଳା କର୍ମଚାରୀ ଆହତ ହୋଇଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍‌ପି ଯୁଗଳ କିଶୋର…

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍‌କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍‌ ଲିକ୍‌ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି। ଗ୍ୟାସ୍‌ ଲିକ୍‌ ଘଟଣା…

ବୁଲ୍‌ବୁଲ୍‌ କ୍ଷୟକ୍ଷତି ସହାୟତା ରାଶି ପ୍ରଦାନ ଦାବିରେ ଚାଷୀଙ୍କ ଗଣଧାରଣା

ସିମୁଳିଆ,୧୩।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ପୁରୁଷୋତ୍ତମପୁର, କାଞ୍ଚପଡ଼ା, ଅଣ୍ଡରାଇ, ଅବଝୁଣା ପଞ୍ଚାୟତରେ ବୁଲ୍‌ବୁଲ୍‌ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ନେଇ ବୁଧବାର ପୁରୁଷୋତ୍ତମପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୪ଟି ପଞ୍ଚାୟତର ଶତାଧିକ ଚାଷୀ ଗଣାଧାରଣା ଦେଇଛନ୍ତି। ବୁଲ୍‌ବୁଲ୍‌ରେ ଘଟିଥିବା କ୍ଷୟକ୍ଷତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?