ବାଲେଶ୍ୱର

ଝଡ଼ାଫୁଙ୍କା ଆଳ: ଗୁଣିଆଙ୍କ ମାଡ଼ରେ ନାବାଳକ ଆହତ, ଗୁଣିଆ ଦମ୍ପତି ଚମ୍ପଟ

ଭୋଗରାଇ,୧୩।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମରଦା ଥାନା ଅଧୀନ ରାଣୀଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି l ଏହି ଗ୍ରାମର ଜଣେ ଗୁଣିଆ ଦମ୍ପତି ମାହାଗବ ଗ୍ରାମର ଅନ୍ୟ ଜଣେ ଦମ୍ପତିଙ୍କ ୧୦ ବର୍ଷର ରୋଗିଣା ପୁଅଙ୍କୁ…

ସୁବର୍ଣ୍ଣରେଖା ଫେରିଘାଟରେ ନୌବିହାର

ଭୋଗରାଇ, ୧୩।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଆରୁହାବୃତ୍ତି ଉ.ପ୍ରା. ବିଦ୍ୟାଳୟ ପଡ଼ିଆରେ ୩ଦିନ ବ୍ୟାପୀ ଚାଲିଥିବା ପିପିଲି-ସାହାବନ୍ଦର ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉତ୍କଳୀୟ ପରମ୍ପରା ଓ ଓଡ଼ିଆ ସାଧବ ପୁଅର ଗୌରବମୟ ଗାଥାକୁ ମନେ ପକାଇ…

ମାଣତ୍ରୀରେ ୧୪୦ ଫୁଟ୍‌ ଲମ୍ବର ଡଙ୍ଗା

ସୋର, ୧୩।୧୧(ଡି.ଏନ.ଏ.)-କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ସୋର ବ୍ଲକ ମାଣତ୍ରୀ ଗ୍ରାମରେ ଯୁବକମାନେ ୧୪୦ ଫୁଟ୍‌ ଲମ୍ବର ଡଙ୍ଗା ପ୍ରସ୍ତୁତ କରି ଗ୍ରାମ ପୋଖରୀରେ ଭସାଇଛନ୍ତି। ଗ୍ରାମର କେତେକ ଯୁବକଙ୍କ ଉଦ୍ୟମରେ ଏହା ସଫଳ ହୋଇଛି। ଏହି ଅବସରରେ ମଙ୍ଗଳବାର ଭୋର୍‌ ସମୟରେ…

କ୍ଷତିପୂରଣ ଯୋଗାଇ ଦେବାକୁ ଜିଲାପାଳଙ୍କୁ ଦାବିପତ୍ର

ଜଳେଶ୍ୱର, ୧୩।୧୧(ଡି.ଏନ.ଏ.)-‘ବୁଲ୍‌ବୁଲ୍‌’ ଦ୍ୱାରା ପ୍ରଭାବିତ ଚାଷୀ ଓ ଜନସାଧାରଣଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଲକ୍ଷ୍ମଣନାଥ ରୋଡ଼ ସୀମାନ୍ତ ଉନ୍ନୟନ ପରିଷଦ ପକ୍ଷରୁ ବାଲେଶ୍ୱର ଜିଲାପାଳଙ୍କୁ ଏକ ଦାବିପତ୍ର ତହସିଲଦାରଙ୍କ ଜରିଆରେ ପ୍ରଦାନ କରାଯାଇଛି। ଦାବିଗୁଡ଼ିକ ମଧ୍ୟରେ ଚାଷଜମିର ତଦନ୍ତ କରି…

‘୧୮ତାରିଖ ସୁଦ୍ଧା ରିପୋର୍ଟ ଦିଅ’: କୃଷି ବିଭାଗକୁ ଜିଲାପାଳଙ୍କ ନିର୍ଦ୍ଦେଶ

ବାହାନଗା, ୧୩ା୧୧(ଡି.ଏନ.ଏ.)-ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ବୁଲବୁଲ ପ୍ରଭାବରେ ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କ୍ଷତି ହୋଇଛି। ଏହାକୁ ନେଇ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି ା କୃଷିବିଭାଗ ତରଫରୁ ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଛି…

ପିଲାଙ୍କ ସହ ଡଙ୍ଗାରେ ବୁଲିଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ ମହାସମାରୋହରେ ପାଳିତ ହୋଇଛି। ଭୋର୍‌ ସମୟରେ ମହିଳାମାନେ ସ୍ନାନ କରି ବିଭିନ୍ନ ଜଳାଶୟରେ ବୋଇତ ଭସାଇଥିଲେ। କାଠପାଳ ଅଞ୍ଚଳର ସୋନ ନଦୀରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ…

ଚାକିରି ପ୍ରଲୋଭନ ଦେଖାଇ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର

ସଜନାଗଡ଼, ୧୨।୧୧(ଡି.ଏନ.ଏ.)-ଚାକିରି ପ୍ରଲୋଭନ ଦେଖାଇ ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳର ଜଣେ ଆଦିବାସୀ ବିଧବାଙ୍କୁ ଗଣବଳାତ୍କାର କରାଯାଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତା ପୀଡିତାଙ୍କ ସହ ଅନ୍ୟ ମହିଳାମାନେ ଏକାଠି ହୋଇ ଲିଖିତ ଅଭିଯୋଗ କରିବା ପରେ…

ଦୌଡ଼କୁଦ,ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ: ଦୁଲା, ଶୁଭଶ୍ରୀ, ଅଭି ଓ ଯମୁନା ଚାମ୍ପିୟନ

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଖ୍ରୀଷ୍ଟିଆନ୍‌ ହାଇସ୍କୁଲ ଖେଳ ପଡ଼ିଆରେ ସୋମବାର ଅପରାହ୍ନରେ ୬୫ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଦୌଡ଼କୁଦ (ଆଥ୍‌ଲେଟିକ୍ସ) ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଛି। ଷ୍ଟେଟ୍‌ ସ୍କୁଲ୍‌ସ ସ୍ପୋର୍ଟସ ଆସୋସିଏଶନ୍‌, ଭୁବନେଶ୍ୱର ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ଏବଂ…

ଜୋନ୍‌ସ୍ତରୀୟ କଳା ଉତ୍ସବ: ଭାଗ ନେଲେ ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍‌ ଶିକ୍ଷକ

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ସହର ସ୍ଥିତ ମିଶନ ବାଳିକା ବିଦ୍ୟାଳୟ ପରିସରରେ ଜୋନ୍‌ସ୍ତରୀୟ କଳା ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୋଳ ଆଦି ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍‌ ଶିକ୍ଷକମାନେ ଏଥିରେ ଅଂଶଗ୍ରହଣ…

କ୍ଷତିପୂରଣ ଦାବିରେ ଚାଷୀଙ୍କ ଆନ୍ଦୋଳନ

ଖଇରା,୧୨।୧୧(ଡି.ଏନ.ଏ.)- ବୁଲ୍‌ବୁଲ୍‌ ବାତ୍ୟା ପ୍ରଭାବରେ ଧାନ ଓ ପନିପରିବା ଆଦି ଫସଲ କ୍ଷତିଗ୍ରସ୍ତ ହୋଇଥିବାରୁ ତୁରନ୍ତ କ୍ଷୟକ୍ଷତି ଆଳନ କରି ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବା ସକାଶେ ଦାବି କରି ଶତାଧିକ ଚାଷୀ ସୋମବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାଲେଶ୍ୱର ଜିଲା…

ଭାଗୀଦାରିରେ ଲୋକଙ୍କୁ ମିଳି ପାରିବ ନ୍ୟାୟୋଚିତ ସେବା

ଜଳେଶ୍ୱର,୧୨।୧୧(ଡି.ଏନ.ଏ.)-ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଭାଗୀଦାରିରେ ସମସ୍ତ ଉନ୍ନୟନ କାର୍ଯ୍ୟ ସୂଚାରୁ ରୂପେ ହୋଇପାରିବ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି।…

ସଂକଟରେ କାଠ ଶିଳ୍ପ: ଚିନ୍ତାରେ ଶ୍ରମିକ ପରିବାର

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ଜଡ଼ିତ ଥିବା ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର କାମଧନ୍ଦା ହରାଇ ସଙ୍କଟରେ ପଡ଼ିଛନ୍ତି। ରୋଜଗାର ନ ଥିବାରୁ ଆର୍ଥିକ ଦୁତ୍ଃସ୍ଥିତି ମଧ୍ୟରେ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?