ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ: ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ
ବାଲେଶ୍ୱର ଅଫିସ, ୧୮।୧୦-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ବାଲେଶ୍ୱର ଜିଲା ଡ୍ରେନେଜ୍ ଡିଭିଜନ୍ର କାର୍ଯ୍ୟ ନିର୍ବାହୀଯନ୍ତ୍ରୀ ବସନ୍ତ କୁମାର ପଣ୍ଡା। ଶୁକ୍ରବାର ପୂର୍ବାହ୍ନରେ ଏକକାଳୀନ ତାଙ୍କ ଘର, ଅଫିସ୍, ସମ୍ପର୍କୀୟଙ୍କ ଘର ମୋଟ ୭ଟି…
ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
ରୂପ୍ସା/ବସ୍ତା, ୧୮।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ବଜାରରେ ଥିବା ଏଟିଏମ୍କୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଭାଙ୍ଗି ଲୁଟ୍ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଶୁକ୍ରବାର ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୧୬୪/୧୯) ରୁଜୁ କରି ତଦନ୍ତ…
ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ନିଯୁକ୍ତିକୁ ବିରୋଧ: ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ଧାରଣା
ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ପୁନଃ ନିଯୁକ୍ତିକୁ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବିରୋଧ କରିଛି। ଶୁକ୍ରବାର ସଂଘ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ…
ଆବାସ ଯୋଜନାରୁ ବାଦ୍ ପଡିବା ଘଟଣା: ପୁନଃ ସର୍ଭେ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
ଖଇରା, ୧୮।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ଆବାସ ଯୋଜନାରୁ ବଞ୍ଚିତ ୨୨୮ ପରିବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ଦିନ ଧରି ଧାରଣାରେ ବସି ରହିଥିଲେ ା ଶୁକ୍ରବାର ଅପରାହ୍ନରେ ବିଡିଓ ମହେଶ ଚୌଧୁରୀ, ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା…
୨ ରାଜପଥ ଲୁଟେରା ଗିରଫ
ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ୧୬ନଂ. ଜାତୀୟ ରାଜପଥର ଫୁଲାଡ଼ି ଛକରେ କେତେକ ଅସାମାଜିକ ଯୁବକ ବୁଧବାର ରାତି ୧୦ଟା ବେଳେ ବିଭିନ୍ନ ଯାନବାହନକୁ ଅଟକାଇ ଲୁଟତ୍ରାଜ ଚଳାଇଥିଲେ। ଖବରପାଇ ସବ୍ଇନ୍ସପେକ୍ଟର ବିରଞ୍ଚତ୍ ସାହୁ ଓ ଏଏସ୍ଆଇ ଚନ୍ଦ୍ରଶେଖର…
୭ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଜଳେଶ୍ୱର, ୧୮।୧୦-ଜଳେଶ୍ୱର ଅବକାରୀ ବିଭାଗ ଦ୍ୱାରା ବୁଧବାର ୩୦୫ ଗ୍ରାମ (୩୨ଲକ୍ଷ ଟଙ୍କା)ର ବ୍ରାଉନ୍ସୁଗାର ଧରାପଡ଼ିବା ପରେ ପୁଣି ଗୁରୁବାର ଜଳେଶ୍ୱର ପୋଲିସ ଦ୍ୱାରା ୭୦ଗ୍ରାମ୍ର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ହେବ। ଜଳେଶ୍ୱରରୁ…
ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ବାଦ୍: ଧାରଣାରେ ବସିଲେ ଆବେଦନକାରୀ
ଖଇରା, ୧୮।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତର ବହୁ ଗରିବ ପରିବାର ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ବାଦ୍ ପଡିଛନ୍ତି। ଏହାର ପ୍ରତିବାଦ କରି ଶତାଧିକ ଗ୍ରାମବାସୀ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ବସିଛନ୍ତି। ଯୋଗ୍ୟ ଆବେଦନକାରୀଙ୍କ ନାମ…
ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କାର ସୁନା, ରୂପା ଗହଣା ଲୁଟ୍
ରୂପ୍ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଦୋକାନରୁ ଦୁର୍ବୃତ୍ତମାନେ ବୁଧବାର ରାତିରେ ଫିଲ୍ମ ଷ୍ଟାଇଲ୍ରେ ୧୦ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ଗୁରୁବାର ବସ୍ତା ଥାନାରେ ଅଭିଯୋଗ…
ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୮୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି
ବାଲେଶ୍ୱର ଅଫିସ, ୧୭।୧୦-ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ବାଲେଶ୍ୱର ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ବ୍ରିଟ୍ କଲ୍ୟାଣ ମଣ୍ଡପଠାରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ…
ବାଛୁରୀପଡ଼ାରେ ବାଣ କାରଖାନା ଠାବ: ୫ଲକ୍ଷ ଟଙ୍କାର ବିସ୍ଫୋରକ ସାମଗ୍ରୀ ଜବତ, ୨ ଗିରଫ
ରୂପ୍ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତବର୍ତ୍ତୀ ରୂପ୍ସା ନିକଟସ୍ଥ ବୈଶିଙ୍ଗା ଥାନା ବାଛୁରୀପଡ଼ା ଗାଁରେ ବେଆଇନ ବାଣ କାରଖାନା ଠାବ ହୋଇଛି। ସ୍ବତନ୍ତ୍ର ପୋଲିସ ଟିମ୍ ପକ୍ଷରୁ ବୁଧବାର ଓ ଗୁରୁବାର ୨ଦିନ ଧରି ଲଗାତର ଭାବେ ଚଢ଼ାଉ କରାଯାଇ ୫ଲକ୍ଷ…
ବେତ କାରୁକାର୍ଯ୍ୟରେ ନିପୁଣ ଶିଳ୍ପୀ ସୁଦର୍ଶନ
ସୋର, ୧୭।୧୦(ଡି.ଏନ.ଏ.)- ବେତରେ ବିଭିନ୍ନ ସାମଗ୍ରୀ ତିଆରି କରିବା କଳାକୁ ଜୀବିକା ଭାବେ ଆଦରି ନେଇଛନ୍ତି ଶିଳ୍ପୀ ସୁଦର୍ଶନ ବେହେରା (୪୮)। ନୂତନ ଶୈଳୀରେ ସେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଯୁବପିଢି…
ଡାକ୍ତରଖାନା ଅବ୍ୟବସ୍ଥା ଦେଖିଲେ କେନ୍ଦ୍ରମନ୍ତ୍ରୀ
ବସ୍ତା,୧୭।୧୦(ସ୍ବ.ପ୍ର.)-କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ଅପରାହ୍ନରେ ଅଚାନକ ବସ୍ତା ହସ୍ପିଟାଲ ପରିଦର୍ଶନ କରିଥିଲେ। ତାଙ୍କ ସହ ରଘୁନାଥ ମହାନ୍ତି ଓ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। ସେମାନେ ଡାକ୍ତରଖାନାର ବିଭିନ୍ନ ଓ୍ବାର୍ଡ ବୁଲି ଦେଖିବା ସହ ଚିକିତ୍ସାଧିକାରୀ ଦେବବ୍ରତ ଜେନାଙ୍କୁ ହସ୍ପିଟାଲର…
Archives


