ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ବାହାରିଲା ଝିଟିପିଟି: ଭୟରେ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ବାଲେଶ୍ୱର ଅଫିସ,୧୭।୧୦- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାଳବାଲେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନ ଭୋଜନରେ ଦିଆଯାଇଥିବା ଅଣ୍ଡା ତରକାରିରୁ ଏକ ମଲା ଝିଟିପିଟି ବାହାରିଥିଲା। ଏହାପୂର୍ବରୁ କେତେକ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନ ଖାଇ ସାରିଥିଲେ। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ଆଶଙ୍କାରେ…
ସମୁଦ୍ରରେ ଭାସିଯାଇ ବଙ୍ଗୀୟ ପର୍ଯ୍ୟଟକ ନିଖୋଜ
ଭୋଗରାଇ,୧୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ସମୁଦ୍ରକୂଳରେ ଜଣେ ବଙ୍ଗୀୟ ପର୍ଯ୍ୟଟକ ବୁଧବାର ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ସମୁଦ୍ର ସ୍ରୋତରେ ଭାସିଯାଇ ନିଖୋଜ ଅଛନ୍ତି। ନିଖୋଜ ଥିବା ବଙ୍ଗୀୟ ପର୍ଯ୍ୟଟକ ହେଲେ ହିମାଙ୍କର ବେରା (୨୭)। ତାଙ୍କ ଘର ପଶ୍ଚିମବଙ୍ଗ ହୁଗୁଳି…
ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍ସୁଗାର, ବନ୍ଧୁକ ଜବତ
ଜଳେଶ୍ୱର, ୧୬।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉକରି ୧ କେଜି ବ୍ରାଉନସୁଗାର ସହ ଗୋଟିଏ ଚୋରା ବନ୍ଧୁକ…
ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ର ଉଦ୍ଘାଟିତ
ବାଲେଶ୍ୱର ଅଫିସ, ୧୬।୧୦-ବାଲେଶ୍ୱର ସେରଗଡ଼ସ୍ଥିତ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ରକୁ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍ଘାଟନ କରିଛନ୍ତି। ପୌରାଞ୍ଚଳର ୫୨ଟି ସ୍କୁଲରେ ପଢୁଥିବା ୮,୨୦୦ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଉକ୍ତ କେନ୍ଦ୍ରରୁ ପ୍ରସ୍ତୁତ କରାଯାଇ ବିତରଣ କରାଯାଇଛି। ଆସନ୍ତା ୨୪…
‘ଇନ୍ଦ୍ରଧନୁ’ ପାଳିଲା କୁମାର ଉତ୍ସବ
ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱରର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ‘ଇନ୍ଦ୍ରଧନୁ’ ପକ୍ଷରୁ ୬୧ତମ କୁମାର ଉତ୍ସବ ଟାଉନହଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ଦ୍ୱାରା କୁମାର ପୂର୍ଣ୍ଣମୀ ସଙ୍ଗୀତ ଓ ନୃତ୍ୟ ପରିବେଷଣ ସହିତ ଅନୁଷ୍ଠାନ ପକ୍ଷରୁ ମଞ୍ଚସ୍ଥ କରାଯାଇଥିବା ହାସ୍ୟରସାମତ୍କ ନାଟକ…
ଗରଡ଼ିହି ହାଇସ୍କୁଲର ଶିକ୍ଷକଙ୍କ ବଦଳି ପ୍ରତିବାଦ: ଛାତ୍ରୀଛାତ୍ରଙ୍କ ବିକ୍ଷୋଭ, ଟାୟାର ଜାଳି ଆନ୍ଦୋଳନ
ସଜନାଗଡ଼,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଗରଡ଼ିହି ହାଇସ୍କୁଲର ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ସ୍କୁଲ ଫାଟକରେ ତାଲା ପକାଇ ଟାୟାର ଜାଳି ଆନ୍ଦୋଳନ କରିଛନ୍ତି। ଗରଡ଼ିହି ହାଇସ୍କୁଲର ଗଣିତ…
ପୋଖରୀରେ ବୁଡ଼ି ଶିଶୁକନ୍ୟା ମୃତ
ବାଲେଶ୍ୱର ଅଫିସ,୧୫।୧୦-ବାଲେଶ୍ୱର ସଦର ଥାନା ବଡ଼ଡିହ ଗ୍ରାମର ବୀରେନ୍ଦ୍ର ଦିଣ୍ଡାଙ୍କ ୨ବର୍ଷର ଝିଅ ଶୁଭଲକ୍ଷ୍ମୀ ମଙ୍ଗଳବାର ପୋଖରୀରେ ବୁଡ଼ି ଯାଇ ପ୍ରାଣ ହରାଇଛନ୍ତି। ବୀରେନ୍ଦ୍ର କଲିକତାରେ କାର୍ଯ୍ୟ କରୁଥିବା ବେଳେ ସ୍ତ୍ରୀ ଟିକିଲି ପରିବାର ଲୋକଙ୍କ ସହ ଘରେ ରହୁଥିଲେ। ପୂର୍ବାହ୍ନରେ…
ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା
ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ ମାଝି(୫୦)ଙ୍କ ଖଣ୍ଡା ଚୋଟରେ ସାନଭାଇ ସୁରେଶ(୩୭)ଙ୍କର ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ମୃତ ସୁରେଶଙ୍କ…
ମିଶନ୍ ‘ବିୟୁଟି ସିଟି’ ତ୍ୱରାନ୍ବିତ: ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ
ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ମିଶନ୍ ‘ବିୟୁଟି ସିଟି’ ପାଇଁ ଉଚ୍ଛେଦ ପ୍ରକ୍ରିୟାକୁ ଚଳିତବର୍ଷ ଦୁର୍ଗାପୂଜା ପାଇଁ ବନ୍ଦ କରାଯାଇଥିଲା। ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁସାରେ ସୋମବାର ପୂର୍ବାହ୍ନରେ ତେଲେଙ୍ଗାସାହି-ଶୋଭାରାମପୁର ରାସ୍ତାରେ ଥିବା ଜବରଦଖଲକୁ ଉଚ୍ଛେଦ…
ଥଇଥାନ ବାଟ ପାଉନି ପ୍ରଶାସନ
ଔପଦା,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବଜାରରେ ସିଲ୍ ହୋଇ ରହିଥିବା ୨୩ଟି ଦୋକାନ ଗୃହ ଖୋଲିବାକୁ ପ୍ରଶାସନ ତରଫରୁ କୌଣସି ତତ୍ପରତା ପ୍ରକାଶ ପାଉ ନାହିଁ ା ଦୀର୍ଘ ୪ ବର୍ଷ ଧରି ଏହି ସମସ୍ୟା ସମାଧାନର ବାଟ ଫିଟୁ ନାହିଁ। ଫଳରେ…
ଜଳାଶୟର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଲାଗି ନିଷ୍ପତ୍ତି
ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱର ସହର ନିଳିଆବାଗସ୍ଥିତ କାର୍ଯ୍ୟାଳୟରେ ‘ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ସୋମବାର ଜଳସମ୍ପଦ ଓ ପରିବେଶ ସୁରକ୍ଷା ସହ ଜଳକୈନ୍ଦ୍ରିକ ସମସ୍ୟାର ସମାଧାନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ଆବାହକ…
ଦୁର୍ଘଟଣାରେ ଦୁଇ ଛାତ୍ର୍ରଙ୍କ ପ୍ରାଣ ଗଲା
ରେମୁଣା,୧୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ନିକଟ ମେଗା ଫୁଏଲ ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଅପରାହ୍ନ ପ୍ରାୟ ୨ଟା ୪୫ମିନିଟ୍ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକଦ୍ୱୟ ହେଲେ ଇଞ୍ଚୁଡି…
Archives


