ବାଲେଶ୍ୱର

‘ଶିକ୍ଷାର ମାନ ବଢ଼ିଲେ ଆସିବ ପରିବର୍ତ୍ତନ’ – ନିଆରା ବ୍ୟକ୍ତିତ୍ୱ ସନାତନ

ସିମୁଳିଆ, ୪ା୧୧(ସନ୍ତୋଷ କୁମାର ନାୟକ)- ଚାକିରି ଜୀବନରୁ ଅବସର ନେବା ପରେ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା,ଶିକ୍ଷାର ଗୁଣାତ୍ମକ ବିକାଶ ଓ ସମାଜସେବା ଭଳି ନାନା କାର୍ଯ୍ୟରେ ସେ ନିରନ୍ତର ଲାଗି ରହିଛନ୍ତି। ଏଥିସହିତ ସେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ ଓ ବୟସ୍କଙ୍କ ପାଇଁ…

ଦଳର ସଂଗଠନକୁ ଦୃଢ଼ କରିବା ଲାଗି ଗୁରୁତ୍ୱ; ସହମତି ଭିତ୍ତିରେ ନିଆଯିବ କାର୍ଯ୍ୟପନ୍ଥା

ବାଲେଶ୍ୱର ଅଫିସ, ୪।୧୧- ବାଲେଶ୍ୱର ଆଇଟିଆଇ ସ୍ଥିତ ଏକ ଘରୋଇ ହୋଟେଲ୍‌ ସମ୍ମିଳନୀ କକ୍ଷରେ ରବିବାର ଜିଲା ଭାଜପା ପକ୍ଷରୁ ସାଙ୍ଗଠନିକ ନିର୍ବାଚନ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ କିଭଳି ମଣ୍ଡଳସ୍ତରରେ ସାଙ୍ଗଠନିକ ନିର୍ବାଚନ ସୁରୁଖୁରୁରେ…

ଶ୍ରୀତମ୍‌ଙ୍କୁ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ

ବାଲେଶ୍ୱର ଅଫିସ, ୪।୧୧-ସ୍ମାର୍ଟଫୋନରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିବା ବାଲେଶ୍ୱର ଜିଲା ଶୋଭାରାମ୍‌ପୁର ଅଞ୍ଚଳର ଶ୍ରୀତମ୍‌ କୁମାର ସେଠୀ ଚଳିତବର୍ଷ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ଼ ପାଇପାରିଛନ୍ତି। ବନ୍ୟଜନ୍ତୁ ଓ ସବୁଜିମାଭରା ପ୍ରକୃତିର ଫଟୋ ଉଠାଇବାକୁ ସେ ଅଧିକ ଆଗ୍ରହ ରଖିଥାନ୍ତି। ଗତ…

ଅଦରକାରୀ ପଦାର୍ଥରୁ ଆକର୍ଷଣୀୟ ସାମଗ୍ରୀ: କର୍ମଶାଳାରେ ପ୍ରସ୍ତୁତ କଲେ ଛାତ୍ରୀଛାତ୍ର

ସୋର, ୩।୧୧(ଡି.ଏନ.ଏ.)-ସୋରସ୍ଥିତ ବାଗୁଡ଼ି ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ଦୁଇଦିନିଆ କୋଲାଜ ପେଣ୍ଟିଂ କର୍ମଶାଳା ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ଏହାକୁ ବରିଷ୍ଠ ଶିଳ୍ପୀ ରତିକାନ୍ତ ଦାଶ ଉଦ୍‌ଘାଟନ କରିଥିଲେ। ମୁଖ୍ୟଅତିଥି ଭାବେ ପ୍ରତିଷ୍ଠାନର କଳା ଶିକ୍ଷକ ଶିଳ୍ପୀ ରାଜବଲ୍ଲଭ ସାହୁ ଓ…

ରେଳ ବିଭାଗ ସାଇଟ୍‌କୁ ହ୍ୟାକ୍‌ କରି ଟିକେଟ ବିକ୍ରି ଧରାପଡ଼ିଲା: ବାଲିଆପାଳରୁ କ୍ୟାଫେ ମାଲିକ ଗିରଫ

ବାଲିଆପାଳ, ୩।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳର ଏକ ଇଣ୍ଟରନେଟ୍‌ କ୍ୟାଫେ୍‌ ଉପରେ ରେଳବାଇ ପୋଲିସ ରବିବାର ପୂର୍ବାହ୍ନରେ ଚଢ଼ାଉ କରି ଏହାର ମାଲିକ ଗୁରୁ ପ୍ରସାଦ ଦାସଙ୍କୁ ଗିରଫ କରିଛି। ସେଠାରେ ରେଳ ବିଭାଗର ସାଇଟ୍‌କୁ ହ୍ୟାକ୍‌ କରି ବିଭିନ୍ନ ଟ୍ରେନର ଟିକେଟ…

ପ୍ରଦ୍ୟୁଷଣମୁକ୍ତ ପରିବେଶ ଗଢି ତୋଳିବାକୁ ପ୍ରୟାସ

ଖଇରା, ୩।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପୂର୍ବପଡା ବାଳିକା ଉଚ୍ଚ ବିଦ୍ୟାଳୟ, ମହତୀପୁର ଉଚ୍ଚ ବିଦ୍ୟାପୀଠ, ଦାଶରଥି ବାରପଡା ଉଚ୍ଚ ବିଦ୍ୟାପୀଠ, କଣ୍ଟାପଡା ୟୁଜିୟୁପି ସ୍କୁଲର କେତେକ ସଚେତନ ଛାତ୍ରୀଛାତ୍ର, ଅଭିଭାବକମାନେ ଖଇରା ଅଞ୍ଚଳକୁ ନିଶା ଓ ପ୍ରଦ୍ୟୁଷଣମୁକ୍ତ ଅଞ୍ଚଳ…

ବିଏଡ୍‌-ଏମ୍‌ଏଡ୍‌ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିଲା

ବାଲେଶ୍ୱର ଅଫିସ, ୩।୧୧-ବିଏଡ୍‌ ଓ ଏମ୍‌ଏଡ୍‌ ପାସ୍‌ କରିଥିବା ପ୍ରାର୍ଥୀଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି ଦେବା ପାଇଁ ସରକାର ନିୟମ କରି ହାଇସ୍କୁଲରେ ଶିକ୍ଷକତା କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ହାଇସ୍କୁଲରେ ନିଯୁକ୍ତି ସୁଯୋଗ ନ ଥିବା ବେଳେ ସେମାନଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି…

ମେମୁ ଟ୍ରେନ୍‌ ବିଳମ୍ବ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର

ଜଳେଶ୍ୱର, ୩ । ୧୧(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ୬୮୧୦୯ ନଂ. ଖଡ଼ଗପୁର-ଯାଜପୁର(କେଉଁଝର ରୋଡ଼) ମେମୁ ଲୋକାଲ ପାସେଞ୍ଜର ଟ୍ରେନ୍‌ର ପ୍ରତ୍ୟେକ ଦିନ ବିଳମ୍ବ ହେଉଥିବାରୁ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସ୍ଥାନୀୟ ଅଧିବାସୀ ତଥା ଟ୍ରେନ ଯାତ୍ରୀମାନେ ଶନିବାର ଏକ ଦାବିପତ୍ର ରେଳମନ୍ତ୍ରୀ…

ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ ତୁମୁଳକାଣ୍ଡ: ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୩।୧୧-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ବାଲେଶ୍ୱର ସଦର ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ ଠିକ୍‌ ଭାବେ ପାଠପଢା ଯାଉ ନ ଥିବା ଏବଂ ଦୁଇଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସମ୍ପର୍କକୁ…

କଳାପଟାରେ ଅଙ୍କ କଷି ନ ପାରିବାରୁ ଛାତ୍ରୀଙ୍କୁ ଦଣ୍ଡ : ଶିକ୍ଷକଙ୍କୁ ନିଲମ୍ବନ କଲେ ବିଇଓ, ଥାନାରେ ମାମଲା

ଔପଦା,୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ପଣ୍ଡୁଆ ପ୍ରାଥମିକ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ କଳାପଟାରେ ଅଙ୍କ କଷି ନ ପାରିବାରୁ ସହକାରୀ ଶିକ୍ଷକ ତାଙ୍କୁ ଦଣ୍ଡବିଧାନ କରିଥିଲେ। ପରିଣାମସ୍ବରୂପ ଉକ୍ତ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବନ ହେବାକୁ…

ବକେୟା ଦରମା ନ ମିଳିଲେ ଆମାତ୍ହୂତି ଚେତାବନୀ

ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଜିଲା ବାମପଦାସ୍ଥିତ ବିର୍ଲା ଟାୟାର୍ସ କମ୍ପାନୀର କର୍ମଚାରୀମାନେ ଶୁକ୍ରବାର ଜିଲାପାଳ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ଅଫିସ୍‌ ଘେରାଉ କରିବା ସହ ବକେୟା ଦରମା ନ ମିଳିଲେ ଆମାତ୍ହୂତି ଦେବାର ଚେତାବନୀ ଦେଇଛନ୍ତି। ସାରା ବିଶ୍ୱରେ ଅଟୋ…

ଗାନ୍ଧୀବାଦର ମୂଲ୍ୟ ସମସ୍ୟାର ସମାଧାନ: ରାଧା ଭଟ୍ଟ

ବାଲେଶ୍ୱର ଅଫିସ, ୨।୧୧-ସାମ୍ପ୍ରତିକ ସାମାଜିକ ଏବଂ ଅର୍ଥନୈତିକ ସମସ୍ୟାର ସମାଧାନ ଗାନ୍ଧୀବାଦ ମଧ୍ୟରେ ନିହିତ ରହିଛି। ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆୟୋଜିତ ଏକ ସମାରୋହରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ନୋବେଲ୍‌ ଶାନ୍ତି ପୁରସ୍କାର ପାଇଁ ମନୋନୀତ ହୋଇଥିବା ରାଧା ଭଟ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?