ରୂପସାରେ ରାବଣ ପୋଡ଼ି
ରୂପସା,୮ା୧୦ (ଡି.ଏନ୍.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଆଙ୍କୋ ଶତାଦ୍ଧୀ କ୍ଲବ ଆନୁକୂଲ୍ୟରେ ୩୧ ତମ ରାବଣପୋଡ଼ି ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କ୍ଲବ ସଭାପତି ସନ୍ତୋଷ କୁମାର ପରିଡ଼ାଙ୍କ ପୌରୋହିତ୍ୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା।…
ଲାଗିହେଲା ବିଜୟା ଭୋଗ, ସରିଲା ଅପରାଜିତା ପୂଜା
ରୂପସା,୮ା୧୦ (ଡି.ଏନ୍.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଫୁଲାଡି, ଦୁବୁଲାଗଡି, ହଳଦୀପଦା, କଷାଫଳ, ମାଣ୍ଡରୁକୁଲା, ମନୁଡିହା ସମେତ ରୂପସା ଷ୍ଟେସନ ବଜାର, କସିପଦା, ପାଟପୁର ବଜାର, ନୂଆଗାଁ ଓ ଜହତା ପ୍ରଭୃତି ପୂଜାମଣ୍ଡପରେ ମଙ୍ଗଳବାର ପବିତ୍ର ଦଶହରା ପୂଜା ଯଥାବିଧି…
ଅବକାରୀ ଚଢ଼ାଉ: ୨ ମଦ ବେପାରୀ ଗିରଫ
ରୂପ୍ସା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ବସ୍ତା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨ ମଦ ବେପାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବସ୍ତା ଥାନା ସନ୍ତୋଷପୁର ଗ୍ରାମର ମୁନି ମାରାଣ୍ଡି ଓ ଭାଞ୍ଜପୁର ଗ୍ରାମର ରାମ ମୁର୍ମୁ। ଦୀର୍ଘଦିନ ଧରି…
ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା: ୨ ଗିରଫ
ରେମୁଣା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ଅନ୍ତର୍ଗତ କ୍ଷୀରଚୋରା ପେଟ୍ରୋଲ ପମ୍ପରେ ରବିବାର ବିଳମ୍ବିତ ରାତିରେ ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ନିଆବାଗର ପ୍ରକାଶ ଦାସ ଓ ପ୍ରଭାସ ଶଙ୍କର ଦାସ।…
ସିମୁଳିଆରେ ଜମୁଛି ପୂଜା
ସିମୁଳିଆ, ୭।୧୦ (ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୫ଟି ମଣ୍ଡପରେ ଶାରଦୀୟ ଦୁର୍ଗା ପୂଜା ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହେଉଛି। ବିଭିନ୍ନ ସ୍ଥାନରେ ସୁନ୍ଦର ତୋରଣ ସାଙ୍ଗକୁ ଅତ୍ୟାଧୁନିକ ଆଲୋକମାଳା ବେଶ୍ ଆକର୍ଷଣୀୟ ହୋଇଛି। ଏହି ଅଞ୍ଚଳରେ ପୂଜା…
୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ବୃତ୍ତ ଫେରାର
ବାଲେଶ୍ୱର ଅଫିସ,୭।୧୦: ବାଲେଶ୍ବର ଜିଲା ସହଦେବଖୁଣ୍ଟା ଥାନା ଝାଡ଼େଶ୍ବର ମନ୍ଦିର ନିକଟରେ ସୋମବାର ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ…
ଜମୁଛି ଆଖଡା ଖେଳ
ରେମୁଣା, ୭ା୧୦(ଡି.ଏନ.ଏ.)-ଚଳିତବର୍ଷ ଦୁର୍ଗାଷ୍ଟମୀ ମହାସମାରୋହରେ ପାଳିତ ହୋଇଛି। ପ୍ରତିବର୍ଷ ପରି ଐତିହାସିକ ପାଇକ ଆଖଡା ଖେଳ ଅନୁଷ୍ଠିତ ହୋଇଥିଲା। ମନ୍ଦାରପୁରର ୨ଟି ଖେଳ ସହିତ ମହାବୀର ଜିମ୍ନାସିୟମ, ଅଠାନ୍ତର, ହରିପୁର, ମାଧିପୁର, କଁରାଳୀ, ନାଲାପାଟଣା, ନିଅଁାବାଗ, ବଙ୍ଗାଳିସାହି, ବିଦ୍ୟାଧରପୁର, କଁଅରପୁର, ଗନିପୁର,…
ବାହ୍ୟଜଗତରୁ ବିଚ୍ଛିନ୍ନ କଳମଗଢ଼ିଆପାହି ଗାଁ
ବାହାନଗା, ୭ା୧୦(ଅରୂପ କୁମାର ଦାସ)-ସମୁଦ୍ର ଉପକୂଳ ଅଞ୍ଚଳରେ କିଭଳି ଦୁର୍ଗମ, ଅବହେଳିତ ଗାଁ ଗଣ୍ଡା ରହିଛି ତାହାର ଏକ ନଜିର କଳମଗଢିଆପାହି ଗାଁ। ବାଲେଶ୍ୱର ଜିଲା ରେମୁଣା ବ୍ଲକ ତାଳପଦା ପଞ୍ଚାୟତ ଅଧୀନ ୧ ନମ୍ବର ୱାର୍ଡରେ ଥିବା ଏହି ଗାଁ…
ଶ୍ୱଶୁର ଘରୁ ଜ୍ୱାଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସିମୁଳିଆ,୬।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ଥାନା ଶ୍ରୀକୋଣା ଅଞ୍ଚଳର ଶ୍ୱଶୁର ଘରୁ ଜ୍ୱାଇଁ ପୂର୍ଣ୍ଣଚନ୍ଦ୍ର ମଳିକଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ରବିବାର ଉଦ୍ଧାର କରିଛି। ସେ ଆତ୍ମହତ୍ୟା କରିଥିବା କୁହାଯାଉଥିଲେ ହେଁ କାରଣ ଜଣାପଡି ନାହିଁ। ପୋଲିସ ସୂଚନା ଅନୁଯାୟୀ ଶ୍ରୀକୋଣାର…
ବ୍ରାଉନ୍ସୁଗାର ଜବତ, ୨ ଗିରଫ
ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍ସୁଗାର ଜବତ କରି ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କୁ ରବିବାର କୋର୍ଟଚାଲାଣ କରାଯାଇଛି। ଶନିବାର ବିଳମ୍ବିତ ରାତିରେ ୧୬ ନଂ.…
ଧରିତ୍ରୀ ପ୍ରଭାବ: ୧୦ ଖଣିରେ ୧୪୪ ଧାରା ଜାରି
ଖଇରା, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡ଼ରେ ବେଆଇନ ଭାବେ ଚାଲିଥିବା ୧୦ ଖଣିରେ ତହସିଲଦାର ପ୍ରଦୀପ କୁମାର ସାହୁ ଶୁକ୍ରବାର ୧୪୪ ଧାରା ଜାରି କରିଛନ୍ତି। ତହସିଲଦାର ସାହୁ ଖାତା ନମ୍ବର ୨୪୫ ଏବଂ ପ୍ଲଟ ନମ୍ବର ୫୨୦ରେ…
ରେମୁଣା ଡାକ୍ତରଖାନାରେ ଅବ୍ୟବସ୍ଥା ନେଇ ଉତ୍ତେଜନା: ତାଲା ପକାଇଲେ, ସିସି କ୍ୟାମେରା ଭାଙ୍ଗିଲେ
ରେମୁଣା, ୫ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ଲାଗିଥିବା ସିସି କ୍ୟାମେରା ଭାଙ୍ଗିବା ସହ ଆଉଟଡୋରକୁ ତାଲା ପକାଇ ଦେଇଥିଲେ। ଆଇଆଇସି…
Archives


