ବାଲେଶ୍ୱର

୨ ରାଜପଥ ଲୁଟେରା ଗିରଫ

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ୧୬ନଂ. ଜାତୀୟ ରାଜପଥର ଫୁଲାଡ଼ି ଛକରେ କେତେକ ଅସାମାଜିକ ଯୁବକ ବୁଧବାର ରାତି ୧୦ଟା ବେଳେ ବିଭିନ୍ନ ଯାନବାହନକୁ ଅଟକାଇ ଲୁଟତ୍‌ରାଜ ଚଳାଇଥିଲେ। ଖବରପାଇ ସବ୍‌ଇନ୍ସପେକ୍ଟର ବିରଞ୍ଚତ୍ ସାହୁ ଓ ଏଏସ୍‌ଆଇ ଚନ୍ଦ୍ରଶେଖର…

୭ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର, ୧୮।୧୦-ଜଳେଶ୍ୱର ଅବକାରୀ ବିଭାଗ ଦ୍ୱାରା ବୁଧବାର ୩୦୫ ଗ୍ରାମ (୩୨ଲକ୍ଷ ଟଙ୍କା)ର ବ୍ରାଉନ୍‌ସୁଗାର ଧରାପଡ଼ିବା ପରେ ପୁଣି ଗୁରୁବାର ଜଳେଶ୍ୱର ପୋଲିସ ଦ୍ୱାରା ୭୦ଗ୍ରାମ୍‌ର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ହେବ। ଜଳେଶ୍ୱରରୁ…

ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ବାଦ୍‌: ଧାରଣାରେ ବସିଲେ ଆବେଦନକାରୀ

ଖଇରା, ୧୮।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତର ବହୁ ଗରିବ ପରିବାର ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ବାଦ୍‌ ପଡିଛନ୍ତି। ଏହାର ପ୍ରତିବାଦ କରି ଶତାଧିକ ଗ୍ରାମବାସୀ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ବସିଛନ୍ତି। ଯୋଗ୍ୟ ଆବେଦନକାରୀଙ୍କ ନାମ…

ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କାର ସୁନା, ରୂପା ଗହଣା ଲୁଟ୍‌

ରୂପ୍‌ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଦୋକାନରୁ ଦୁର୍ବୃତ୍ତମାନେ ବୁଧବାର ରାତିରେ ଫିଲ୍ମ ଷ୍ଟାଇଲ୍‌ରେ ୧୦ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ଗୁରୁବାର ବସ୍ତା ଥାନାରେ ଅଭିଯୋଗ…

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୮୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି

ବାଲେଶ୍ୱର ଅଫିସ, ୧୭।୧୦-ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ବାଲେଶ୍ୱର ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ…

ବାଛୁରୀପଡ଼ାରେ ବାଣ କାରଖାନା ଠାବ: ୫ଲକ୍ଷ ଟଙ୍କାର ବିସ୍ଫୋରକ ସାମଗ୍ରୀ ଜବତ, ୨ ଗିରଫ

ରୂପ୍‌ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତବର୍ତ୍ତୀ ରୂପ୍‌ସା ନିକଟସ୍ଥ ବୈଶିଙ୍ଗା ଥାନା ବାଛୁରୀପଡ଼ା ଗାଁରେ ବେଆଇନ ବାଣ କାରଖାନା ଠାବ ହୋଇଛି। ସ୍ବତନ୍ତ୍ର ପୋଲିସ ଟିମ୍‌ ପକ୍ଷରୁ ବୁଧବାର ଓ ଗୁରୁବାର ୨ଦିନ ଧରି ଲଗାତର ଭାବେ ଚଢ଼ାଉ କରାଯାଇ ୫ଲକ୍ଷ…

ବେତ କାରୁକାର୍ଯ୍ୟରେ ନିପୁଣ ଶିଳ୍ପୀ ସୁଦର୍ଶନ

ସୋର, ୧୭।୧୦(ଡି.ଏନ.ଏ.)- ବେତରେ ବିଭିନ୍ନ ସାମଗ୍ରୀ ତିଆରି କରିବା କଳାକୁ ଜୀବିକା ଭାବେ ଆଦରି ନେଇଛନ୍ତି ଶିଳ୍ପୀ ସୁଦର୍ଶନ ବେହେରା (୪୮)। ନୂତନ ଶୈଳୀରେ ସେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଯୁବପିଢି…

ଡାକ୍ତରଖାନା ଅବ୍ୟବସ୍ଥା ଦେଖିଲେ କେନ୍ଦ୍ରମନ୍ତ୍ରୀ

ବସ୍ତା,୧୭।୧୦(ସ୍ବ.ପ୍ର.)-କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ଅପରାହ୍ନରେ ଅଚାନକ ବସ୍ତା ହସ୍‌ପିଟାଲ ପରିଦର୍ଶନ କରିଥିଲେ। ତାଙ୍କ ସହ ରଘୁନାଥ ମହାନ୍ତି ଓ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। ସେମାନେ ଡାକ୍ତରଖାନାର ବିଭିନ୍ନ ଓ୍ବାର୍ଡ ବୁଲି ଦେଖିବା ସହ ଚିକିତ୍ସାଧିକାରୀ ଦେବବ୍ରତ ଜେନାଙ୍କୁ ହସ୍‌ପିଟାଲର…

ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ବାହାରିଲା ଝିଟିପିଟି: ଭୟରେ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ବାଲେଶ୍ୱର ଅଫିସ,୧୭।୧୦- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାଳବାଲେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନ ଭୋଜନରେ ଦିଆଯାଇଥିବା ଅଣ୍ଡା ତରକାରିରୁ ଏକ ମଲା ଝିଟିପିଟି ବାହାରିଥିଲା। ଏହାପୂର୍ବରୁ କେତେକ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନ ଖାଇ ସାରିଥିଲେ। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ଆଶଙ୍କାରେ…

ସମୁଦ୍ରରେ ଭାସିଯାଇ ବଙ୍ଗୀୟ ପର୍ଯ୍ୟଟକ ନିଖୋଜ

ଭୋଗରାଇ,୧୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ସମୁଦ୍ରକୂଳରେ ଜଣେ ବଙ୍ଗୀୟ ପର୍ଯ୍ୟଟକ ବୁଧବାର ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ସମୁଦ୍ର ସ୍ରୋତରେ ଭାସିଯାଇ ନିଖୋଜ ଅଛନ୍ତି। ନିଖୋଜ ଥିବା ବଙ୍ଗୀୟ ପର୍ଯ୍ୟଟକ ହେଲେ ହିମାଙ୍କର ବେରା (୨୭)। ତାଙ୍କ ଘର ପଶ୍ଚିମବଙ୍ଗ ହୁଗୁଳି…

ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍‌ସୁଗାର, ବନ୍ଧୁକ ଜବତ

ଜଳେଶ୍ୱର, ୧୬।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉକରି ୧ କେଜି ବ୍ରାଉନସୁଗାର ସହ ଗୋଟିଏ ଚୋରା ବନ୍ଧୁକ…

ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ର ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୧୬।୧୦-ବାଲେଶ୍ୱର ସେରଗଡ଼ସ୍ଥିତ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ରକୁ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍‌ଘାଟନ କରିଛନ୍ତି। ପୌରାଞ୍ଚଳର ୫୨ଟି ସ୍କୁଲରେ ପଢୁଥିବା ୮,୨୦୦ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଉକ୍ତ କେନ୍ଦ୍ରରୁ ପ୍ରସ୍ତୁତ କରାଯାଇ ବିତରଣ କରାଯାଇଛି। ଆସନ୍ତା ୨୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri