ବାଲେଶ୍ୱର

ଶରୀର ଦାନ କରିବେ ଶିକ୍ଷୟିତ୍ରୀ

ସିମୁଳିଆ, ୨୪ା୧୦(ସନ୍ତୋଷ କୁମାର ନାୟକ)-ଏବେ ଶିକ୍ଷାଦାନ କରି ପିଲାମାନଙ୍କୁ ଶିକ୍ଷିତ କରୁଛନ୍ତି। ଜୀବନର ଅନ୍ତିମ ସମୟରେ ଅଙ୍ଗଦାନ ସହ ତାଙ୍କ ଶରୀରକୁ ମଧ୍ୟ ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ଦାନ କରିବାକୁ ଇଚ୍ଛା ରଖିଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ୬୦ବର୍ଷୀୟା ଶିକ୍ଷୟିତ୍ରୀ…

ନଭେମ୍ବର ପହିଲାରୁ ଖୋଲିବ କୁଲଡ଼ିହା

ସଜନାଗଡ଼, ୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବ। ଏହି ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟ, ରିଷିଆ ଡ୍ୟାମ୍‌ ଓ ନିଆରା ଖାଦ୍ୟପାନୀୟ ସୁବିଧା ଓଡ଼ିଶା ତଥା ଓଡ଼ିଶା ବାହାର ପର୍ଯ୍ୟଟକଙ୍କ ସମେତ ବଙ୍ଗୀୟ ପର୍ଯ୍ୟଟକଙ୍କୁ ବେଶ୍‌…

ରୋଗୀ ନେବା ପାଇଁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଦାବି କଲେ ଅର୍ଥ, ଭିଡିଓ ଭାଇରାଲ

ଜଳେଶ୍ୱର,୨୪।୧୦(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟର ଭୋଗରାଇ ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତର କଟକ ସ୍ଥାନାନ୍ତର କରିଥିବା ବେଳେ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଓ ରୋଗୀଙ୍କ ସମ୍ପର୍କୀୟଙ୍କ ସହ କଥାବାର୍ତ୍ତାର ଭିଡିଓ ଭାଇରାଲ ହୋଇଛି। ପ୍ରଥମେ ଡ୍ରାଇଭର ଜଣକ ୧ ହଜାର…

ଖଣି ବନ୍ଦ ରଖିବାକୁ ଚେତାଇଲା ପ୍ରଶାସନ

ଖଇରା,୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡ କପିଳଝୁରୀ ବନ୍ଧନଟା ଏବଂ ବଗେଇପୁର ମୌଜାରେ ଚାଲିଥିବା ଖଣି ପରିବେଶ ପ୍ରତି ବିପଦ ସୃଷ୍ଟି କରୁଥିବା ଅଭିଯୋଗରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ପକ୍ଷରୁ ଖଣି ବ୍ୟବହାରକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି…

ଜଳେଶ୍ୱରରେ ‘କଳାବତୀ’

ଜଳେଶ୍ୱର,୨୩।୧୦: ଜୈବିକ ପଦ୍ଧତିରେ କୃଷି କାର୍ଯ୍ୟ ଲାଗି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନାମ୍ପୋ ପଞ୍ଚାୟତର ଆମ୍ବପଞ୍ଜା ଗ୍ରାମର ଚାଷୀ ଶିବନାରାୟଣ ଜେନା ଓ ପୂର୍ଣ୍ଣଚନ୍ଦ୍ର ସାମଲ ଆଗଭର ହୋଇ ଏଥର ପରୀକ୍ଷାମୂଳକ ‘କଳାବତୀ’ଧାନ ଚାଷ ଆରମ୍ଭ କରିଛନ୍ତି। ଏହି…

ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ

ରେମୁଣା, ୨୩।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତ ଜଙ୍ଖରାଇ-ଚଷାଖଣ୍ଡ ନୋଡ଼ାଲ (ମଇ) ସ୍କୁଲରେ ମଙ୍ଗଳବାର ପିଲାମାନଙ୍କୁ ଦିଆଯାଇଥିବା ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବା ପରେ ଉତ୍ତେଜନା ଦେଖାଦେଇଥିଲା। ବିଭାଗୀୟ ଅଧିକାରୀମାନେ ପହଞ୍ଚି ଖାଦ୍ୟର ମାନ ଯାଞ୍ଚ କରିଥିଲେ। ସୋୟା ବଡ଼ିରେ…

ନାବାଳିକାଙ୍କୁ ବଳାତ୍କାର: ଦିବ୍ୟାଙ୍ଗ ଯୁବକ ଅଟକ

ବାହାନଗା, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ମଙ୍ଗଳବାର ଜଣେ ଦିବ୍ୟାଙ୍ଗ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୩୩୦/୧୯) ରୁଜୁ…

ବ୍ୟାପୁଛି ଡେଙ୍ଗୁ: ବାଲିଆପାଳରେ ୩ ମୃତ, ଜଳେଶ୍ୱରରେ ୭ ଚିହ୍ନଟ

ବାଲିଆପାଳ/ଜଳେଶ୍ୱର, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାର ବାଲିଆପାଳ ଓ ଜଳେଶ୍ୱର ବ୍ଲକରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ବାଲିଆପାଳ ବ୍ଲକରେ ଡେଙ୍ଗୁରେ ଏଯାଏ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଳେଶ୍ୱର ବ୍ଲକରେ ୭ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ବାଲିଆପାଳ ବ୍ଲକ ଚାନ୍ଦମଣି ଗ୍ରାମରେ…

ରପେୟା ସରକାରୀ ହାଇସ୍କୁଲରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା ଜାରି

ଖଇରା, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରପେୟା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ, କିରାଣି ଏବଂ ପିଅନ ପଦବୀ ପୂରଣ ଲାଗି ଛାତ୍ରୀଛାତ୍ର, ଅଭିଭାବକ ତଥା ସ୍ଥାନୀୟ ଉକତ୍ଳ ସ୍ବେଚ୍ଛାସେବୀ ସଙ୍ଗଠନର ସଦସ୍ୟମାନେ ସ୍କୁଲ ସମ୍ମୁଖରେ ସୋମବାରଠାରୁ ଧାରଣାରେ ବସିଛନ୍ତି।…

ଛାନୁଆରେ ମଦ ବିକ୍ରିକୁ ବିରୋଧ: ଜିଲାପାଳଙ୍କୁ ଭେଟିଲେ ମହିଳା

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଛାନୁଆ ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଶାଦ୍ରବ୍ୟ କାରବାର ଚାଲିଛି। ଏହାକୁ ରୋକିବା ଲାଗି ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କଠାରେ ଲିଖିତ ଅଭିଯୋଗ କରିଛନ୍ତି।…

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍‌ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫ଟି ଜିଲାର କର୍ମକର୍ତ୍ତା ଯୋଗଦେଇ ସାଙ୍ଗଠନିକ ସ୍ଥିତି ଓ ସଂଘର ବିଭିନ୍ନ ଦାବି…

ପୋଲିସର ବିଫଳତା ବିରୋଧରେ ଅଭିନବ ପ୍ରତିବାଦ: ଜୋତା ପଲିସ କଲେ ପୂର୍ବତନ ଭିଜିଲାନ୍ସ ଏସ୍‌ପି

ବାଲେଶ୍ୱର ଅଫିସ, ୨୧।୧୦-ବାଲେଶ୍ୱର ସହରରେ ଦିନକୁ ଦିନ ବଢ଼ି ଚାଲିଛି ଲୁଟେରାଙ୍କ ରାଜ୍‌। ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ତରାଜ ଚଳାଇଛନ୍ତି। ପୋଲିସ ଏହାକୁ ରୋକିପାରୁନାହିଁ। ଆଇନଶୃଙ୍ଖଳା ସ୍ଥିତି ବିଗିଡିବାରେ ଲାଗିଛି। ଗତ ୧୦ଦିନ ଭିତରେ ସହରରେ ଦୁଇଟି ଲୁଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?