ବାଲେଶ୍ୱର

ଝିଅ ଜନ୍ମହେବାରୁ ମାରିଦେଲେ

ଜଳେଶ୍ୱର,୧୯।୬(ନବୀନ ସାହୁ): ଜଳେଶ୍ୱର ପୌରପାଳିକାର ଉପାଧ୍ୟକ୍ଷା ପୁଷ୍ପପ୍ରିୟା କାମିଳାଙ୍କ ପୁଅ ରିତେଶ କାମିଳା ୨୦୨୨ରେ ନିକଟସ୍ଥ ଚକବିଷ୍ଣୁ ଗ୍ରାମର ଜଳଧର ପ୍ରଧାନଙ୍କ କନ୍ୟା ନମିତା(୨୪)ଙ୍କୁ ଭଲ ପାଇ ବୈଦିକ ରୀତିନୀତିରେ ବିବାହ କରିଥିଲେ। ଘରେ ଶାଶୁ, ଶ୍ୱଶୁର, କକା, କାକୀ ଶାଶୁ,…

ସମୁଦ୍ର ଜୁଆରରେ ଭାସିଗଲେ ୩ ବଙ୍ଗୀୟ ପର୍ଯ୍ୟଟକ

ଭୋଗରାଇ,୧୮ା୬(ପ୍ରଦୀପ ଦାସ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ମୁହଁଉଥିବାବେଳେ ମୌସମୀ ବାୟୁ ସକ୍ରିୟ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତରେ ମଙ୍ଗଳବାରଠୁ ବୁଧବାର ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏଭଳିସ୍ଥିତିରେ ସମୁଦ୍ର ଉତ୍ତାଳ ଥିବାବେଳେ…

ସ୍ତ୍ରୀ-ବଡ଼ ପୁଅକୁ ହାଣିଲେ, ୨ ବର୍ଷର ପୁଅକୁ ଖୁଣ୍ଟରେ ପିଟି ଫେରାର ହୋଇଗଲେ ବ୍ୟକ୍ତି, ମୁମୂର୍ଷୁ ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ,୧୬ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ଆରୁହାବୃତ୍ତି ୨ (ଦହମୁଣ୍ଡା ) ଗ୍ରାମର ରବିବାର ବିଳମ୍ବିତ ରାତିରେ ଏକ ବୀଭତ୍ସ କାଣ୍ଡ ଘଟିଛି। ଉକ୍ତ ଗ୍ରାମର ପ୍ରଶାନ୍ତ ଜେନା ଓରଫ ପଲଟୁ ଜେନା (୪୪ )…

ଘରେ କେହି ନ ଥିବାବେଳେ ଲୁଟୁଥିଲେ ଲୁଟେରା, ହଠାତ୍‌ ଗୃହକର୍ତ୍ତା ପହଞ୍ଚିଯିବାରୁ…

ଜଳେଶ୍ୱର,୧୨ା୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧିନସ୍ଥ ମ୍ୟୁନିସିପାଲିଟିରେ ଘରେ କେହି ନ ଥିବାବେଳେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଏହି ସମୟରେ ଗୃହକର୍ତ୍ତା ପହଞ୍ଚିଯିବାରୁ ଜଣେ ଲୁଟେରା ତାଙ୍କୁ ଆକ୍ରମଣ କରିଛନ୍ତି। ଅନ୍ନପୂର୍ଣ୍ଣା ରାଇସ୍‌ ମିଲର ହିମାଂଶୁ…

ଜୁନିୟର ଖଣି ଅଧିକାରୀଙ୍କୁ ଭ୍ୟାନରୁ ଟାଣି ଗୋଡ଼େଇ ମାରିଲେ

ବାଲେଶର,୧୦।୬(ବାଞ୍ଛାନିଧି ଦେ): ପୁଣି ବାଲି ମାଫିଆଙ୍କ ଆତଙ୍କରାଜ। ବାଲି ମାଫିଆଙ୍କ ଆକ୍ରମଣରେ ଲହୁ ଲୁହାଣ ହେଲେ ଜୁନିୟର ଖଣି ଅଧିକାରୀ । ବେଆଇନ ବାଲି ଚୋରା ଚାଲାଣ ରୋକିବାକୁ ଯାଇଥିଲେ ଖଣି ବିଭାଗର ଏକଟିମ୍‌। ଅଧିକାରୀଙ୍କୁ ଭ୍ୟାନରୁ ଟାଣି ଗଡ଼େଇ ମାରିଲେ…

ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଅଘଟଣ: ଶ୍ବାସରୁଦ୍ଧା ହୋଇ ୩ ଜୀବନ ଗଲା

ଖଇରା,୮।୬(ଉତ୍କଲବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ଗଗନଧୂଳି ଗ୍ରାମରେ ରବିବାର ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଅଭାବନୀୟ ଘଟଣା ଘଟଛି । ଶ୍ବାସରୁଦ୍ଧ ହୋଇ ୩ ବ୍ୟକ୍ତି ମୃତ୍ୟୁ ବରଣ କରିଛନ୍ତି । ମୃତକମାନେ…

ହେଡ୍‌ଫୋନ୍‌ ଦେଇ ଟ୍ରାକ୍‌ରେ ଯାଉଥିଲେ ଯୁବକ: ସେପଟୁ ଆଲିଲା ଟ୍ରେନ୍‌, ପରେ…

ବାଲେଶ୍ୱର,୭।୬: ଟ୍ରାକ ଉପରେ ହେଡ୍‌ଫୋନ ଦେଇ କଥା ହେଉଥିବା ବେଳେ ମାଡ଼ିଗଲା ଟ୍ରେନ୍‌। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ରେଳ ଷ୍ଟେସନ ନିକଟରେ। ତେବେ ଏଯାବତ୍‌ ଉକ୍ତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଖବରପାଇ ସହଦେବଖୁଣ୍ଟା ପୋଲିସ, RPF…

୫ ପୋଲିସ ବାବୁ ସସ୍‌ପେଣ୍ଡ୍‌

ବାଲେଶ୍ୱର,୭ା୬: ବାଲେଶ୍ୱରରେ ୫ ଜଣ ପୋଲିସ ବାବୁଙ୍କୁ ସସ୍‌ପେଣ୍ଡ୍‌ କରାଯାଇଛି। ଜଣେ ହାବିଲଦାରଙ୍କ ସହିତ ୪ କନଷ୍ଟେବଳ ସସ୍‌ପେଣ୍ଡ୍‌ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ବାଲେଶ୍ୱର ଏସ୍‌ପି ଏମାନଙ୍କୁ ସସ୍‌ପେଣ୍ଡ୍‌ କରିଛନ୍ତି। କାର୍ଯ୍ୟ ସମ୍ପାଦନରେ ଅବହେଳା ଅଭିଯୋଗ ଆସିବା ପରେ ଏସ୍‌ପି…

ଟ୍ରଲରକୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୫ ଆହତ

ବାଲେଶ୍ୱର,୭/୬(ବାଞ୍ଛାନିଧି ଦେ/ହରିଶଙ୍କର ପାଢୀ): ରାଜପଥ ପାର୍ଶରେ ଛିଡା ହୋଇଥିବା ଏକ ଟ୍ରଲରର ପଛପଟୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ l ୫ ଜଣ ତୀର୍ଥ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡିଛି l…

ଏକ୍ସପ୍ରେସ୍‌ ଇଞ୍ଜିନରେ ଲାଗିଲା ନିଆଁ

ବସ୍ତା,୪ା୬(ହରିଶଙ୍କର ପାଢ଼ୀ): ବସ୍ତା ଦକ୍ଷିଣ କ୍ୟାବିନ ରେଳ ଫାଟକ ନିକଟରେ ବାଲେଶ୍ୱର ପଟରୁ ହାଓ୍ବଡା ଅଭିମୁଖେ ଆସୁଥିବା ଏକ ଏକ୍ସପ୍ରେସ ଇଞ୍ଜିନ ଉପରେ ନିଆଁ ଲାଗିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ୨୨୮୧୧ ତେଜସ ଏକ୍ସପ୍ରେସ ବୋଲି ଜଣାପଡ଼ିଛି। ତେବେ ଟ୍ରେନ୍‌ ଡ୍ରାଇଭର…

ବ୍ରାଉନସୁଗାର ଡିଲ୍‌ବେଳେ ଦମ୍ପତିଙ୍କୁ ମାଡିବସିଲା ଅବକାରୀ ବିଭାଗ: ୧୪୫ ଗ୍ରାମ ଧଳା ଜହର ଜବତ

ଭୋଗରାଇ,୩l୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଜଳେଶ୍ୱର- ଚନ୍ଦନେଶ୍ୱର ୫୭ ନଂ ଜାତୀୟ ରାଜପଥ ଜଗନ୍ନାଥପୁର ଛକଠାରେ ବ୍ରାଉନସୁଗାର ବିକ୍ରି ଡିଲ ବେଳେ ଗୋପନୀୟ ସୂତ୍ରରୁ ଖବରପାଇ ବାଲେଶ୍ୱର ଅବକାରୀ ମୋବାଇଲଟିମ ଓ ଭୋଗରାଇ ଅବକାରୀ ବିଭାଗ ମିଳିତ ଭାବେ…

ଜିଲା ମୁଖ୍ୟ ଚିକିତ୍ସାଳୟରୁ ପୁଣି ପିଲା ଚୋରି ଅଭିଯୋଗ, ୨ ମହିଳା ଅଟକ

ବାଲେଶ୍ୱର,୨୮ା୫(ବାଞ୍ଝାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ବାରମ୍ବାର ପିଲା ଚୋରି ଘଟଣା ଦେଖିବାକୁ ମିଳୁଛି। ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀ ଓ ପ୍ରସୂତି ବିଭାଗର ୪ ତାଲା ଉପରୁ ଜଣେ ମହିଳାଙ୍କ ୭ ଦିନର ଶିଶୁକନ୍ୟାକୁ ଦୁଇ ଜଣ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?