ବିଶ୍ୱ ହୃତପିଣ୍ଡ ଦିବସ ଉପଲକ୍ଷେ ଗଡିଲା ସଚେତନତା ରଥ
ବାଲେଶ୍ୱର ଅଫିସ,୨୦।୯-‘ବିଶ୍ୱ ହୃତପିଣ୍ଡ ଦିବସ’ ପାଳନ ଅବ୍ୟବହିତ ପୂର୍ବର ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲ ପକ୍ଷରୁ ଆରମ୍ଭ ହୋଇଥିବା ହୃଦ୍ରୋଗ ସଚେତନତା ରଥ ସମଗ୍ର ଓଡିଶା ପରିକ୍ରମା କରୁଛି। ଏହି ପରିପ୍ରେକ୍ଷୀରେ ରଥ ଶୁକ୍ରବାର ବାଲେଶ୍ୱରରେ ପହଞ୍ଚତ୍ଛି। ବାଲେଶ୍ୱର ସହର ଗଡଗଡିଆ ଛକ…
ନିମ୍ନମାନର ପୋଷାକ ବିତରଣକୁ ବିରୋଧ
ବଡ଼ସାହି,୨୦ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ହରିପୁର ଉନ୍ନିତ ଉପ୍ରା ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୋଷାକ ଓ ଜୋତା ବିତରଣକୁ ନେଇ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି ା ନିମ୍ନମାନର ପୋଷାକ ଓ ଜୋତାକୁ ସ୍କୁଲ ଚେୟାରମ୍ୟାନ ବିତରଣ କରୁଥିବା ଜଣାପଡିବା ପରେ ଅଭିଭାବକ…
ସରକାରୀ ଜମି ଜବରଦଖଲ
ରୂପ୍ସା, ୨୦।୯(ଡି.ଏନ୍.ଏ.)- ବାଲେଶ୍ୱର ସଦର ବ୍ଲକ ଆଙ୍କୋ ପଞ୍ଚାୟତ ଅନ୍ତର୍ଗତ ପଦ୍ମପୋଖରୀ ଆଡ଼ିରେ ଜବରଦଖଲ ନେଇ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଲୋକେ ଏହି ସରକାରୀ ଜମିରେ ଖୁଣ୍ଟ ପୋତି ନିଜ ଦଖଲରେ ଘର ନିର୍ମାଣ ପାଇଁ ମସୁଧା କରୁଥିବା ଗ୍ରାମବାସୀ…
କର୍ତ୍ତବ୍ୟରେ ଅବହେଳା: ୨ ପୋଲିସ କର୍ମଚାରୀ ନିଲମ୍ବିତ
ବାଲେଶ୍ୱର ଅଫିସ, ୨୦ା୯-କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ବାଲେଶ୍ୱର ଏସ୍ପି ବି. ଯୁଗୋଳ କିଶୋର କୁମାର ଗୁରୁବାର ଦୁଇ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ବାଲେଶ୍ୱର ସହଦେବଖୁଣ୍ଟା ମଡେଲ ଥାନାର ହାବିଲଦାର ରଞ୍ଜନ ସାହୁ, କନଷ୍ଟେବଳ ପ୍ରଦୀପ କୁମାର…
ଆଗ ଥଇଥାନ, ପରେ ଉଚ୍ଛେଦ: ମେଳି କରି ଦାବି କଲେ ବ୍ୟବସାୟୀ
ବାଲେଶ୍ୱର ଅଫିସ, ୨୦।୯-ବାଲେଶ୍ୱର ଓଟିରୋଡ୍ର କୁରୁଡ଼ା ବାଇପାସ୍ରୁ ରେମୁଣା ଗୋଲେଇ ପର୍ଯ୍ୟନ୍ତ ରାସ୍ତାର ସମ୍ପ୍ରସାରଣ ପାଇଁ ଉଭୟପାର୍ଶ୍ୱରେ ଜବରଦଖଲକାରୀ ଦୋକାନୀଙ୍କୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯିବା ପାଇଁ ବାଲେଶ୍ୱର ପ୍ରଶାସନ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ବିଭିନ୍ନ ବ୍ୟବସାୟୀ ସଂଘ ପକ୍ଷରୁ…
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼ ଘଟଣା: ୪ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର
ବାଲେଶ୍ୱର ଅଫିସ, ୨୦।୯-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ରେମୁଣା ଗୋଲେଇ ମେଡ଼ିକାଲ କଲେଜ ଛକରେ ଗତ ୧୪ ତାରିଖ ରାତି ପ୍ରାୟ ସାଢେ ୯ଟା ବେଳେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିଲା। ପୂର୍ବଶତ୍ରୁତାରୁ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ଜାଣିବାକୁ ପାଇଛି। ଏହି…
ସରିଲା ‘ସାଗରକବଚ’
ରୂପ୍ସା, ୧୯।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର ଓ ବଳରାମଗଡ଼ି ନିକଟ ସମୁଦ୍ରରେ ୨ଦିନ ବ୍ୟାପୀ ଅନୁଷ୍ଠିତ ତଟ ସୁରକ୍ଷା ସମରାଭ୍ୟାସ ‘ସାଗରକବଚ’ ଗୁରୁବାର ଶେଷ ହୋଇଯାଇଛି। ଡିଏସ୍ପି (ଡିଆଇବି) ରଜତ କୁମର ରାୟଙ୍କ ତତ୍ତ୍ୱାବଧାନରେ ବୋଟ୍ ମାଷ୍ଟର ପୂର୍ଣ୍ଣଚନ୍ଦ୍ର ମିଶ୍ର…
୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ
ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ ସମୀକ୍ଷା ବୈଠକ ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ…
ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି
ବସ୍ତା, ୧୯।୯(ସ୍ବ.ପ୍ର.): ଦ୍ବିତୀୟ ଦିନରେ ମଧ୍ୟ ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି ରହିଛି । କଲେଜର ମୁଖ୍ୟ ଫାଟକକୁ ତାଲା ପକାଇ ସମସ୍ତ +୩ ଛାତ୍ରୀଛାତ୍ର ପରିସର ଭିତରେ ନିଆଁ ଜାଳି ବିକ୍ଷୋଭ କରୁଥିବା ଜଣାପଡିଛି।…
ବ୍ରାଉନ୍ସୁଗାର ଡିଲର ସେକ୍ ରାଜାଙ୍କ ଘର ଉପରେ ଚଢ଼ାଉ: ସିସି କ୍ୟାମେରା ଜଗୁଥିଲା କଳାବେପାର
ଭୁବନେଶ୍ୱର, ୧୯।୯(ବ୍ୟୁରୋ)/ ବାଲେଶ୍ୱର ଅଫିସ: ବ୍ରାଉନ୍ସୁଗାର ଡିଲର ସେକ୍ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କଫୋର୍ସ (ଏସ୍ଟିଏଫ୍) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ରାଜସ୍ଥାନ, ନେପାଳ, ବାଂଲାଦେଶ, ଗୋଆରେ ରାଜାଙ୍କର ନେଟ୍ଓ୍ବର୍କ ରହିଛି। ବାଂଲାଦେଶରୁ…
୧କୋଟି ଖର୍ଚ୍ଚ ପରେ ବି ମିଳିଲାନି ପିଇବା ପାଣି
ଖଇରା,୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସରସତିଆ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାର ଅଳ୍ପ ଦିନ ପରେ ଏହା ଅଚଳ ହୋଇପଡିଛି। ବାରମ୍ବାର ଦାବି ସତ୍ତ୍ୱେ ଏହାର କରାମତି କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବିଭାଗୀୟ ଅଧିକାରୀମାନେ…
ବାଲିଆପାଳରେ ବୃଦ୍ଧି ପାଉଛି ଡେଙ୍ଗୁ ଜ୍ୱର: ୨୮ଜଣଙ୍କ ରକ୍ତ ନମୁନା ସଂଗ୍ରହ
ବାଲିଆପାଳ,୧୯।୯(ଡି.ଏନ.ଏ.)-ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଏବେ ଡେଙ୍ଗୁ ଜ୍ୱର ବୃଦ୍ଧି ପାଉଛି ା ଏ ନେଇ ସାଧାରଣ ଲୋକଙ୍କ ଭିତରେ ନାନା ଆଶଙ୍କା ପ୍ରକାଶ ପାଇଛି। ଅଳାଡିହା ପଞ୍ଚାୟତର ଜଣେ ଯୁବତୀ ଡେଙ୍ଗୁରେ ଆକ୍ରାନ୍ତ ହୋଇ କଟକ ବଡ ମେଡିକାଲରେ ଚିକିସତ୍ାଧୀନ…
Archives


