ବାଲେଶ୍ୱର

ନକଲି ବାଣ କାରଖାନା ଠାବ: ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

ସଜନାଗଡ଼,୧୨।୧୦(ଡି.ଏନ.ଏ.)-ନୀଳଗିରି ଥାନା ମଲ୍ୟାଣି ଗ୍ରାମର ଏକ ନକଲି ବାଣ କାରଖାନା ଉପରେ ଶନିବାର ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଏଥିରେ ସମ୍ପୃକ୍ତ ଭବେଶ ବାରିକ (୫୦)ଙ୍କୁ ମଧ୍ୟ ଗିରଫ କରାଯାଇଛି। ଭବେଶ ନିଜ ଘରେ…

ସଡ଼କ ଦୁର୍ଘଟଣାରେ ଯୁବ ଚିତ୍ରଶିଳ୍ପୀଙ୍କ ମୃତ୍ୟୁ: ପ୍ରତିବାଦରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ/ରେମୁଣା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର-ରେମୁଣା ରାସ୍ତାର ଗୋଲେଇ ଛକସ୍ଥିତ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶନିବାର ଅପରାହ୍ନ ସମୟରେ ଏକ ସଡକ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ଯୁବ ଚିତ୍ରଶିଳ୍ପୀ ଦେବେନ୍ଦ୍ର ଖଟୁଆ (୪୨)ଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…

୨ ଗୋରୁ ବୋଝେଇ କଣ୍ଟେନର ଅଟକ: ୮ ଗିରଫ

ରେମୁଣା,୧୨ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଟୋଲ୍‌ଗେଟ୍‌ ଦେଇ ୭ ଗୋରୁବୋଝେଇ କଣ୍ଟେନର ଯାଉଥିବା ବେଳେ ଆର୍‌ଏସ୍‌ଏସ୍‌ର କେତେଜଣ ଯୁବକ ତାଙ୍କୁ ପିଛା କରି ଶେରଗଡ଼ ଛକ ବିସିଇଟି କଲେଜ ନିକଟ ଜାତୀୟ ରାଜପଥରେ ଅଟକାଇଥିଲେ। ସେଥିରୁ ୫…

ବିଳମ୍ବିତ ବର୍ଷା, ବଢାଇଛି ଦୁର୍ଦ୍ଦଶା: ସହାୟତା ପାଇଁ ଜିଲାପାଳଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୧୨।୧୦-ଚଳିତବର୍ଷ ବିଳମ୍ବିତ ବର୍ଷା ଯୋଗୁ ଖରିଫ ଚାଷରେ ବ୍ୟାପକ କ୍ଷତି ହୋଇଛି। କୃଷି ଋଣ ଶୁଝି ନ ପାରି ଚାଷୀଙ୍କ ମେରୁଦଣ୍ଡ ଦୋହଲିଯାଇଛି। ଏହି ପରିପ୍ରେକ୍ଷୀରେ ଚାଷୀଙ୍କୁ ସହାୟତା ଯୋଗାଇ ଦେବା ଲାଗି ଅଖିଳ ଭାରତ କୃଷକ ସଭାର…

ଷ୍ଟେଶନରୁ ପିଲା ଚୋରି ଘଟଣା:  ଉଦ୍ଧାର ଶିଶୁ ମା’ଙ୍କୁ ହସ୍ତାନ୍ତର

ବାଲେଶ୍ୱର ଅଫିସ, ୧୨।୧୦- ବାଲେଶ୍ୱର ରେଳଷ୍ଟେଶନର ୧ ନଂ. ପ୍ଲାଟଫର୍ମରୁ ଗତ ୩ ତାରିଖ ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ମା’ କୋଳରେ ଶୋଇଥିବା ଏକ ୩ମାସର ଶିଶୁପୁତ୍ରକୁ ଚୋରି କରିନେଇଥିବା ରେଲଓ୍ବେ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଉକ୍ତ ଶିଶୁକୁ…

ଡାକ୍ତର ଅନୁପସ୍ଥିତି ନେଇ ଗ୍ରାମବାସୀଙ୍କ ଧାରଣା

ସଜନାଗଡ଼, ୧୨।୧୦(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପୂର୍ବାହ୍ନରେ କୌଣସି ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି ଶତାଧିକ ଲୋକ ଡାକ୍ତରଖାନା ସମ୍ମୁଖରେ ଧାରଣାରେ ବସିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.…

ପାଣିରେ ବୁଡ଼ି ଶିଶୁ ମୃତ

ବସ୍ତା, ୧୧।୧୦(ସ୍ବ.ପ୍ର.)-ବସ୍ତା ଥାନା ଧୋବଚକୁରାଇ ଗ୍ରାମର ପତିତପାବନ ଆଚାର୍ଯ୍ୟଙ୍କ ୩ବର୍ଷର ପୁଅ ସୋନୁ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଶୁକ୍ରବାର ସେ ପରିବାର ଲୋକଙ୍କ ଦୃଷ୍ଟି ଅଗୋଚରରେ ଘରପାଖ ପୋଖରୀକୁ ଚାଲିଯାଇଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ବସ୍ତା ହସ୍‌ପିଟାଲକୁ ଅଣାଯାଇଥିଲା।…

ବିଦ୍ୟୁତ୍‌ ବିଭାଗର ଚଢ଼ାଉକୁ ବିରୋଧ: ଥାନାରେ ମାମଲା

ରୂପ୍‌ସା, ୧୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଜାମୁନିଆ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ବିଦ୍ୟୁତ୍‌ ବିଭାଗର ଚଢ଼ାଉ ଆଶଙ୍କା କରି ଗ୍ରାମବାସୀଙ୍କ ବିରୋଧ ଘଟଣା ଥାନାରେ ପହଞ୍ଚତ୍ବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା…

ସହର ଭିତରେ ଭାରୀଯାନ ଚଳାଚଳ ନିଷେଧ: କଟକଣା ଜାରି କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୧।୧୦-ଦୁର୍ଘଟଣା ହ୍ରାସ ଏବଂ ଟ୍ରାଫିକ୍‌ ଭିଡ଼ ନିୟନ୍ତ୍ରଣ ଉଦ୍ଦେଶ୍ୟରେ ବାଲେଶ୍ୱର ସହରର କେତେକ ବ୍ୟସ୍ତବହୁଳ ରାସ୍ତାରେ ଭାରୀଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ମୋଟର ଯାନ ଅଧିନିୟମ ୧୯୮୮ର ଧାରା ୧୧୫ ଏବଂ ଓଡ଼ିଶା ମୋଟର ଯାନ ନିୟମ…

ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ଖଇରା, ୧୦।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦର ପଞ୍ଚାୟତ ଅଧୀନ ମାଟିଆଳପଦା ଗ୍ରାମର ବାସିନ୍ଦା ଏକ ନିତିଦିନିଆ ରାସ୍ତାଟିଏ ପାଇଁ ବର୍ଷ ବର୍ଷ ହେଲା ଦହଗଞ୍ଜ ହେଉଛନ୍ତି। ପଞ୍ଚାୟତଠାରୁ ଜିଲା ପର୍ଯ୍ୟନ୍ତ ସମସ୍ତ ନେତା ଓ ପ୍ରଶାସକଙ୍କୁ ଗୁହାରି କରିବା ସତ୍ତ୍ୱେ…

ଶଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁ

ଔପଦା, ୧୦।୧୦(ଡି.ଏନ.ଏ.)-ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ଅଘାଶୂଳ ଗ୍ରାମର ବୈକୁଣ୍ଠ ଦାସ (୩୫) ନାମକ ଯୁବକଙ୍କ ଶ୍ୱଶୁର ଘରେ ମୃତ୍ୟୁ ହୋଇଛି। ଶ୍ୱଶୁର ଘର ଲୋକଙ୍କ କହିବା ଅନୁସାରେ ବୈକୁଣ୍ଠ ଗତ ୭ତାରିଖ ସନ୍ଧ୍ୟାରେ ଖଇରା ଥାନା ରାଇକୁଳା ଗ୍ରାମସ୍ଥିତ ଶ୍ୱଶୁର…

ବିଜୟୀ ଖୋଖୋ ଦଳକୁ ସମ୍ବର୍ଦ୍ଧନା

ବାଲେଶ୍ୱର ଅଫିସ,୧୦।୧୦- ଝାଡ଼ଖଣ୍ଡ ରାଜ୍ୟର ରାଜଧାନୀ ରାଞ୍ଚତ୍ଠାରେ ଗତ ୨ ତାରିଖଠାରୁ ୬ ତାରିଖ ପଯର୍‌ୟନ୍ତ ଜାତୀୟ ସବ୍‌ ଜୁନିୟର ଖୋଖୋ (ବାଳିକା ଓ ବାଳକ) ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଓଡ଼ିଶା ବାଳିକା ଦଳ ଦୀର୍ଘ ୨୯ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?