‘କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କର’
ବାଲେଶ୍ୱର ଅଫିସ, ୧।୧୦-ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ବାଲେଶ୍ୱର ଗସ୍ତରେ ଆସି ବାଲେଶ୍ୱର ଓ ଭଦ୍ରକ ଜିଲାର ସମବାୟ ବିଭାଗର କାର୍ଯ୍ୟାବଳୀ ଏବଂ ୫-ଟି କାର୍ଯ୍ୟାନ୍ବୟନ ସମ୍ପର୍କରେ ସମୀକ୍ଷା କରିଛନ୍ତି।…
ରଖେ ହରି ତ ମାରେ କିଏ: ନଦୀରେ ୩ କି.ମି. ଭାସି ଯାଇ ବି ବଞ୍ଚିଗଲେ ବୃଦ୍ଧା
ବସ୍ତା, ୧।୧୦(ସ୍ବ.ପ୍ର.)-କଥାରେ ଅଛି ରଖେ ହରି ତ ମାରେ କିଏ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ବାହାର୍ଦ୍ଦା ଗ୍ରାମରେ। ଜଣେ ବୃଦ୍ଧା ନଦୀର ପ୍ରଖରସ୍ରୋତରେ ୩ କି.ମି. ପର୍ଯ୍ୟନ୍ତ ଭାସିଯାଇ ବଞ୍ଚିଯିବା ଘଟଣା…
ଛାତ୍ରାବାସ ଛାତରୁ ଖସିଲା କଂକ୍ରିଟ
ବାଲେଶ୍ୱର ଅଫିସ, ୧।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରର ଛାତ୍ରାବାସ କୋଠାରୁ ସୋମବାର ମଧ୍ୟାହ୍ନରେ କଂକ୍ରିଟ୍ ଖଣ୍ଡ ଖସି ପଡିଥିଲା। ଏଥିରେ ଜଣେ ଛାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହାର ପ୍ରତିବାଦ କରି…
ଦମ୍ପତିଙ୍କୁ ଆକ୍ରମଣ ମାମଲା: ଝିଅଙ୍କୁ ୫ବର୍ଷ ଜେଲ୍
ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ…
ଖନ୍ତାପଡ଼ା ଥାନା ଘେରାଉ ଘଟଣା: ଆଇନକୁ ହାତକୁ ନ ନେବା ପାଇଁ ପୋଲିସର ପରାମର୍ଶ
ବାହାନଗା, ୩୦ା୯(ଡି.ଏନ.ଏ.)-ମଦ ବିରୋଧୀ ମହିଳାଙ୍କ ଦ୍ୱାରା ରବିବାର ସନ୍ଧ୍ୟାରେ ଖନ୍ତାପଡା ଥାନା ଘେରାଉ ଘଟଣା ପରେ ସୋମବାର ମହିଳା ସଦସ୍ୟାମାନଙ୍କ ସହିତ ପୋଲିସ୍ର ବୈଠକ ଅନୁଷ୍ଠିତ ହୋଇଥିଲା। ଚୋରା ମଦ ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ ପ୍ରତିଶ୍ରୁତି…
‘ବ୍ରହ୍ମୋସ’ ର ପରୀକ୍ଷଣ ସଫଳ
ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ପରିସର (ଆଇଟିଆର୍) ୩ନଂ. ଉତ୍କ୍ଷେପଣ କେନ୍ଦ୍ରରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍ରେ ସୁପରସୋନିକ୍ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ବ୍ୟାବହାରିକ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇଥିବା ଏହି…
ନିଶା ବେପାରୀଙ୍କ ଟାର୍ଗେଟ୍ରେ ଯୁବପିଢ଼ି
ରୂପ୍ସା, ୩୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଏବେ ନିଶା ବ୍ୟବସାୟୀଙ୍କ ପାଇଁ ଭୂସ୍ବର୍ଗ ପାଲଟିଛି। ବାଲେଶ୍ୱର ସହର ସମେତ ସମଗ୍ର ଉତ୍ତର ଓଡ଼ିଶାରେ ଚୋରା ଦେଶୀ, ବିଦେଶୀ ମଦର ପ୍ରସାର ଘଟିଚାଲିଛି। ପଶ୍ଚିମବଙ୍ଗରୁ ଅଣାଯାଉଥିବା ଚୋରାମଦଠାରୁ ଆରମ୍ଭ କରି ନକଲି ମଦ, ଗଞ୍ଜେଇ, ବ୍ରାଉନ୍ସୁଗାର…
ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ଉପରେ ଗୁରୁତ୍ୱାରୋପ
ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ପୁରାତନ କ୍ୟାମ୍ପସ୍ ସମ୍ମିଳନୀ କକ୍ଷରେ ଦୂର ଓ ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ୨୦୧୯-୨୦ ବର୍ଷର ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ରବିବାର ନିର୍ଦ୍ଦେଶକ ପ୍ରଫେସର ସୁନେଶ ଚନ୍ଦ୍ର ଅଧିକାରୀଙ୍କ…
କରତକଳରୁ ୧୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କାଠ, ଯନ୍ତ୍ରାଂଶ ଜବତ
ଭୋଗରାଇ,୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ୩ ବେଆଇନ କରତକଳ ଉପରେ ଗତ ଶନିବାର ବାଲେଶ୍ୱର ଟାସ୍କଫୋର୍ସ ଓ ପୋଲିସର ଚଢ଼ାଉ କରି ରବିବାର ବନବିଭାଗ ପକ୍ଷରୁ ୧୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଓ ବ୍ୟବହୃତ ଯନ୍ତ୍ରାଂଶ ଜବତ କରାଯାଇଛି। ବାଲେଶ୍ୱର ଜଙ୍ଗଲ…
ସାପ କାମୁଡାରେ ଯୁବକଙ୍କ ପ୍ରାଣଗଲା
ସୋର, ୨୯।୯(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ମାଣିପୁର ପଞ୍ଚାୟତ ରାଧାବଲ୍ଲଭପୁର ଗ୍ରାମର ଅର୍ଜୁନ ସାହୁ (୩୬)ଙ୍କର ସାପ କାମୁଡାରେ ମୃତ୍ୟୁ ଘଟିଛି। ଯୁବକ ଜଣକ ଶନିବାର ଅପରାହ୍ନରେ ଘାସ କାଟିବା ପାଇଁ ବିଲକୁ ଯାଇଥିଲେ। ସେଠାରେ ତାଙ୍କୁ ଏକ ବିଷଧର ସାପ କାମୁଡ଼ି…
ରାଇଜିନ୍ ଟେକ୍ ସଫ୍ଟୱେୟାର କମ୍ପାନୀରୁ ୮ ଲକ୍ଷ ଠକେଇ: ନୀଳଗିରିରେ ପହଞ୍ଚିଲେ କମ୍ପାନୀ ଅଧିକାରୀ
ସଜନାଗଡ଼, ୨୯।୯(ଡି.ଏନ.ଏ.)-ନୀଳଗିରି ବ୍ଲକ ଅଞ୍ଚଳର ୫ଜଣ ଯୁବକ ଦିଲ୍ଲୀର ଏକ ସଫ୍ଟୱେୟାର କମ୍ପାନୀରୁ ୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡପ କରି ପଳାଇ ଆସିଥିବା ଶୁଣିବାକୁ ମିଳିଛି। କମ୍ପାନୀ ପକ୍ଷରୁ ଅଧିକାରୀମାନେ ରବିବାର ନୀଳଗିରି ଆସି ବରହମପୁର ପୋଲିସ ସହାୟତାରେ ମାଟିଆଳି ଗ୍ରାମକୁ…
କବିବରଙ୍କ ସାହିତ୍ୟ କୃତି ଅତୁଳନୀୟ
ସୋର, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ କେଦାରପୁର ଗ୍ରାମରେ କବିବର ରାଧାନାଥ ରାୟଙ୍କର ଜନ୍ମପୀଠରେ ୧୭୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଶନିବାର ଉଦ୍ଘାଟିତ ହୋଇଯାଇଛି। କବିବର ରାଧାନାଥ ସ୍ମୃତି ସଂସଦ ଓ ଓଡ଼ିଶା ସାହିତ୍ୟ ଏକାଡ଼େମୀ ମିଳିତ ଆନୁକୂଲ୍ୟରେ ଏହି ଉତ୍ସବ…
Archives


