ପୋଖରୀରେ ବୁଡ଼ି ଶିଶୁପୁତ୍ର ମୃତ
ରୂପ୍ସା, ୫।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମର କାର୍ତ୍ତିକ ଜେନାଙ୍କ ଦେଢ଼ବର୍ଷର ପୁଅ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ବୁଧବାର ଅପରାହ୍ନରେ ଶିଶୁଟି ଖେଳୁଥିବାବେଳେ ଅସାବଧାନତାବଶତଃ ଘର ସାମ୍ନାରେ ଥିବା ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର…
ନୀଳଗିରିରେ ପ୍ରଥମ ଡେଙ୍ଗୁ ରୋଗୀ
ସଜନାଗଡ଼, ୫।୯(ଡି.ଏନ.ଏ.)- ନୀଳଗିରି ଅଞ୍ଚଳରେ ଚଳିତବର୍ଷ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଧୋବଶିଳା ପଞ୍ଚାୟତ ବଧିଆ ଚାନ୍ଦୁଆପଦା ଗ୍ରାମର ଜଣେ ଯୁବତୀ ହାଇଦ୍ରାବାଦ୍ରେ ରହି ପାଠ ପଢୁଥିଲେ। ୪ରୁ ୫ଦିନ ହେବ ତାଙ୍କୁ ଜ୍ୱର ହେବା ସହ ବାନ୍ତି ହୋଇଥିଲା।…
ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ
ଜଳେଶ୍ୱର,୪।୯(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ ଥାନା…
ରେଳବାଇ ଜାଗାରୁ ଗଛକଟା: ଜେଲ୍ ଗଲେ ଅଭିଯୁକ୍ତ କାଠ ବେପାରୀ
ରୂପ୍ସା, ୪।୯(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ରେଳଷ୍ଟେଶନ ପାଖ ରେଳବାଇ ଜାଗାରେ ଥିବା ଏକ ଜଙ୍ଗଲରୁ ଅବାଧ ଗଛକଟା ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଦୀର୍ଘଦିନ ଧରି କାଠ ବ୍ୟବସାୟୀମାନେ ରାତିଦିନ ମୂଲ୍ୟବାନ ଗଛ ସବୁ…
କ୍ରୀଡ଼ା ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୪।୯-ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ବାଲେଶ୍ୱର ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସଠାରେ ବିଭାଗୀୟ କାର୍ଯ୍ୟ ଏବଂ ନିର୍ମାଣାଧୀନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। କ୍ରୀଡ଼ା…
ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି
ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ ମଧ୍ୟ ଅଦ୍ୟାବଧି ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ…
ପୋଖରୀରେ ବୁଡ଼ି ବାଳକ ମୃତ, ନନ୍ଦିକା ଗ୍ରାମରେ ଶୋକାକୁଳ ପରିବେଶ
ଜଳେଶ୍ୱର, ୩ା୯-ଜଳେଶ୍ୱର ପୌରାଞ୍ଚଳର ୧୩ ନଂ. ୱାର୍ଡ଼ ନନ୍ଦିକା ଗ୍ରାମର ୯ବର୍ଷର ବାଳକ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ନନ୍ଦିକା ଗ୍ରାମର ବିଜୟ ଗିରିଙ୍କ ପୁଅ ଗୌରଗୋପାଳ…
ମିନିଷ୍ଟାଡ଼ିୟମ୍ ପରିଦର୍ଶନ କଲେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ
ବାଲେଶ୍ୱର ଅଫିସ, ୩।୯-ବାଲେଶ୍ୱର ବିଜୁ ଛାତ୍ର ଜନତା ଦଳ ତରଫରୁ ଜିଲାସଭାପତି ସିମନ ଦାସ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ସ୍ବାଗତ କରାଯାଇଛି। ଏଥିସହ କ୍ରାଡା କ୍ଷେତ୍ରରେ କିପରି ଉନ୍ନତି କରାଯାଇପାରିବ ସେନେଇ…
ଓଭରବ୍ରିଜ୍ ସୁରକ୍ଷା ଚିନ୍ତା: ଅଣ୍ଟା ଭିଡ଼ିଲା ସିଭିଲ ସୋସାଇଟି
ବାଲେଶ୍ୱର ଅଫିସ,୩।୯ – ବାଲେଶ୍ୱର ଫକୀରମୋହନ ଗୋଲେଇଠାରୁ ସହଦେବଖୁଣ୍ଟା ବସ୍ଷ୍ଟାଣ୍ଡ ପର୍ଯ୍ୟନ୍ତ ଗତ ୧୯୮୪ରେ ଲୋକାର୍ପିତ ଓଡ଼ିଶାର ପ୍ରଥମ ଓଭରବ୍ରିଜ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ସୁରକ୍ଷା ଓ ମରାମତି ଲାଗି କୌଣସି ଠୋସ ପଦକ୍ଷେପ ନିଆଯାଉ ନ ଥିବାରୁ ସିଭିଲ୍…
ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ
ସଜନାଗଡ଼, ୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍୍ପୁର ଥାନା ମାଟିଆଳି ପଞ୍ଚାୟତ ଦୁର୍ଗାପୁର ଗ୍ରାମର ସର୍ବେଶ୍ୱର ଖଣ୍ଡେଇଙ୍କ ପୁଅ ଜିତେନ୍ଦ୍ର (୧୪)ଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ରବିବାର ରାତିରେ ଖାଇ ଶୋଇଥିବା ବେଳେ ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା…
ଉପାଧ୍ୟକ୍ଷାଙ୍କ ମାଡ଼ରେ ଛାତ୍ରୀ ଆହତ: ପୋଲିସ ହସ୍ତକ୍ଷେପ ପରେ ପରିସ୍ଥିତି ସ୍ବାଭାବିକ
ବାଲେଶ୍ୱର ଅଫିସ, ୨।୯-ବାଲେଶ୍ୱର ଟାଉନ ଥାନା ଅଧୀନ ଚୁନଭାଟି ଅଞ୍ଚଳରେ ଥିବା ବେସିକ ସାଇନ୍ସ କଲେଜରେ ଗଣେଶ ପୂଜା ଚାଲିଥିବା ବେଳେ ଛାତ୍ର ଅଶାନ୍ତି ଦେଖାଦେଇଛି। କଲେଜ ଉପାଧ୍ୟକ୍ଷା ନୀଳିମା ମଢୁଆଳ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିବାରୁ ସେ କିଛି ସମୟ…
ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନରେ ତାମିଲନାଡୁ ଇଞ୍ଜିନିୟରିଂ ଛାତ୍ରଙ୍କ ସଚେତନତା ପଦଯାତ୍ରା
ଭୋଗରାଇ, ୨।୯(ଡ଼ି.ଏନ୍.ଏ.): ତାମିଲନାଡୁ ମେକାନିକାଲ ଇଞ୍ଜିନିୟରିଂର ଛାତ୍ର ଇନସନଇବେଲ ଜୋଶେଫ ରାଜ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ପାଇଁ ଅଣ୍ଟା ଭିଡିଛନ୍ତି। ଏଥିପାଇଁ ସେ ଏକ ସଚେତନତା ବାର୍ତ୍ତା ନେଇ ପଶ୍ଚିମବଙ୍ଗ ହାୱଡ଼ାରୁ ୧୮୦ କିଲୋମିଟର ପଦଯାତ୍ରା କରି ସୋମବାର ବାଲେଶ୍ୱର…
Archives


