ବାଲେଶ୍ୱର

ବାଲେଶ୍ୱର ଭିଜିଲାନ୍ସ, ବନବିଭାଗର ଚଢ଼ାଉ: ମୂଲ୍ୟବାନ କାଠ ସହ ଗାଡ଼ି ଜବତ

ସଜନାଗଡ଼, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ଓ ନୀଳଗିରି ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଚୋରା କାଠ ବୋଝେଇ ପିକଅପ୍‌ ଭ୍ୟାନ୍‌ (ନଂ. ଓଆର୍‌୦୧ଏ-୩୨୪୬) ଜବତ ହୋଇଛି। ଏହି ପିକଅପ୍‌ ଭ୍ୟାନ୍‌ରେ ଚୋରାକାଠ ବୋଝେଇ ହୋଇ ଝରଣା ଘାଟିଆଡୁ ଆସୁଥିତ୍ବାର ବାଲେଶ୍ୱର…

ପଦାକୁ ଆସୁଛି ବ୍ରାଉନ୍‌ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍‌ ସିଲ

ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ବ୍ରାଉନସୁଗାରରୁ କିପରି ବିପୁଳ ସମ୍ପତ୍ତିର ମାଲିକ ହେଲେ ତାହାକୁ ନେଇ ଖୋଳତାଡ଼ ଜାରି…

ଶାରିଶୂଆରେ ବେଆଇନ ଖଣି ଖନନ

ଖଇରା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ ଥିବା ଶାରିଶୂଆ ପାହାଡ଼ରେ ବେଆଇନ ଖଣି କାରବାର ଚରମ ସୀମାରେ ପହଞ୍ଚିଛି। ଖଇରା ତହସିଲ ଅଧୀନରେ ୯୭ଖଣି ମଧ୍ୟରୁ ୩୫ ଖଣି ଲିଜ୍‌ ନେଇଥିବା ବ୍ୟକ୍ତି…

ବର୍ଷାଜଳ ନିଷ୍କାସନ ପାଇଁ ବିଧାୟକଙ୍କ ସହ ଆଲୋଚନା

ଜଳେଶ୍ୱର,୨୪ା୯- ୨୦୧୪ ମସିହାରୁ ଜଳେଶ୍ୱର ମ୍ୟୁନିସିପାଲିଟି ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି କାର୍ଯ୍ୟ ଯୋଜନା ମୁତାବକ କାର୍ଯ୍ୟକାରୀ ହୋଇପାରିନାହିଁ। ନିମ୍ନମାନର ରାସ୍ତା ନିର୍ମାଣ, ପାଣି ନିଷ୍କାସନ ରାସ୍ତାରେ ଜବରଦଖଲ କରି ଗୃହ ନିର୍ମାଣ, ରାସ୍ତା ପାର୍ଶ୍ୱରେ ଡ୍ରେନ ନ କରି…

ବିନା ଲାଇସେନ୍ସରେ ଚାଲିଛି କରତକଳ :ଧ୍ୱଂସପାଉଛି ଗ୍ରାମ୍ୟ ଜଙ୍ଗଲ

ବାଲିଆପାଳ, ୨୪ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଛତୁ ଫୁଟିଲା ଭଳି ବିନା ଲାଇସେନ୍ସରେ ଏବେ କରତକଳମାନ ଚାଲୁଛି। ଫଳରେ ଗ୍ରାମ୍ୟଜଙ୍ଗଲ ଦିନକୁ ଦିନ ଧ୍ୱଂସ ହେବା ସହ ସମୁଦ୍ରକୂଳ ଝାଉଁ ଜଙ୍ଗଲ ଶେଷ ହେବାକୁ ବସିଲାଣି। କରତକଳଗୁଡିକୁ ବନ୍ଦ…

ତ୍ୱରାନ୍ବିତ ହେଲା ମିଶନ ‘ବିୟୁଟି ସିଟି’

ବାଲେଶ୍ୱର ଅଫିସ,୨୩।୯-ବାଲେଶ୍ୱର ସହରକୁ ‘ବିୟୁଟି ସିଟି’ରେ ପରିଣତ କରିବା ପାଇଁ ଆରମ୍ଭ ହୋଇଥିବା ମିଶନ କିଛିଦିନ ସ୍ଥଗିତ ହେବା ପରେ ସୋମବାର ପୁଣି ତ୍ୱରାନ୍ବିତ କରାଯାଇଛି। ସହରର ସମସ୍ତ ଜବରଦଖଲ ଶେଷ ହେବା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ବୋଲି…

ଆମ୍ବଲାନ୍ସକୁ ଧକ୍କା ଦେଲା ଗୋରୁ ବୋଝେଇ ପିକ୍‌ଅପ୍‌: ୧୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର, ଜଣେ ଆହତ

ବାହାନଗା,୨୨ା୯(ଡି.ଏନ.ଏ.)-ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ ଚିତାପଦା ଡାଇଭର୍ଶନଠାରେ ସୋମବାର ଏକ ଆମ୍ବଲାନ୍ସ ପଛପଟୁ ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ ଧକ୍କା ଦେଇଥିଲା ା ଫଳରେ ଆମ୍ବଲାନ୍ସର ହେଲପର୍‌ ଗୁରୁତର ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକେ ଗୋରୁ ବୋଝେଇ…

ତହସିଲଦାରଙ୍କୁ ଦୁର୍ବ୍ୟବହାର, ଗାଡ଼ିଭଙ୍ଗା ଘଟଣା: ନ୍ୟାୟ ପାଇଁ ଗୁହାରି କଲେ ମହିଳା

ସଜନାଗଡ଼, ୨୩।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ମିତ୍ରପୁର କାଠପାଳ ଛକଠାରେ ଗତ ୧୪ତାରିଖ ରାତି ପ୍ରାୟ ୧୧ଟାରେ ୩ଟି ବେଆଇନ ବାଲି ବୋଝେଇ ଟ୍ରାକ୍ଟରକୁ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ଅଟକାଇଥିଲେ। ଏହାକୁ ନେଇ ଉକ୍ତ ସ୍ଥାନରେ ଗଣ୍ଡଗୋଳ ଉପୁଜିଥିଲା। ୫୦ରୁ…

ଆଗ ଭଳି ମିଳୁନି ଇଲିଶି

ରୂପ୍‌ସା, ୨୩।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ ମୁହାଣରୁ ଧରାଯାଉଥିବା ଇଲିଶି ମାଛର ସ୍ବତନ୍ତ୍ର ଚାହିଦା ରହିଛି। ମତ୍ସ୍ୟଜୀବୀମାନେ ବହୁ ସଂଖ୍ୟାରେ ଇଲିଶି ଧରି ବିକ୍ରି କରି ଗୁଜୁରାଣ ମେଣ୍ଟାଇଥାନ୍ତି। ଜୁନ୍‌, ଜୁଲାଇ ମାସରୁ ଡିସେମ୍ବର ପର୍ଯ୍ୟନ୍ତ…

ବ୍ରାଉନ୍‌ସୁଗାର ମାଫିଆ ରାଜାଙ୍କ ଘର ଉପରେ ଚଢ଼ାଉ: ଦୁଇଟି ଦାମୀ ଗାଡ଼ି, ୬୦ ହଜାର ଟଙ୍କା ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୩।୯-ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କୁ ଏସ୍‌ଟିଏଫ୍‌ ୭ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ବହୁ ତଥ୍ୟ ଏସ୍‌ଟିଏଫ ହାତରେ ଲାଗିଛି। ତାଙ୍କ ତଥ୍ୟକୁ ଆଧାର କରି ଶନିବାର ଏସ୍‌ଟିଏଫ୍‌ ସହଦେବଖୁଣ୍ଟା ମଡେଲ ଥାନା ବିଚାରଗଞ୍ଜ ଫାଣ୍ଡିର…

ଟ୍ରେନ୍‌ରୁ ୧୫ କଇଁଛ ଉଦ୍ଧାର:ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୨।୯(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ଆରପିଏଫ୍‌ ଥାନା ପୋଲିସ ରବିବାର ଏକ ଟ୍ରେନ୍‌ରେ ଚଢ଼ାଉ କରି ୧୫ଟି ଦେଶୀ କଇଁଛ ଉଦ୍ଧାର କରିଛି। ଏଥିସହ ଅଭିଯୁକ୍ତ ରୂପ୍‌ସା ଥାନା ବରହମ୍‌ପୁର ଗ୍ରାମର ଶଙ୍କର ଚନ୍ଦ୍ର…

ବାଇକ୍‌ରେ ମଦ ଚୋରାଚାଲାଣ ବେଳେ ଦୁର୍ଘଟଣା: ବେପାରୀଙ୍କୁ କାବୁ କଲେ ଗ୍ରାମବାସୀ

ବାହାନଗା,୨୨।୯(ଡି.ଏନ୍‌.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ବାଲେଶ୍ବର -ବାସୁଦେବପୁରକୁ ସଂଯୋଗ କରୁଥିବା ରାସ୍ତରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛିି। ୩ଟି ବାଇକ୍‌ ଯୋଗେ ବାସୁଦେବପୁରରୁ ଅନନ୍ତପୁର ଅଭିମୁଖେ ଯାଉଥିବା ୬ ଚୋରାମଦ ବେପାରୀ ଗୋଟିଏ ଷଣ୍ଢକୁ ଧକ୍କା ଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri