ବାଲେଶ୍ୱର

ଅଶାନ୍ତ ସମୁଦ୍ର, ଲଗାଣ ବର୍ଷା: ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୋଗରାଇ, ୨୬।୯(ଡି.ଏନ.ଏ.)- ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ସୋମବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଭୋଗରାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗି ରହିଛି। ଗତ ବୁଧବାର ଭୋଗରାଇରେ ସର୍ବାଧିକ ୧୫୨.୩ ମି.ମି. ବର୍ଷା ହୋଇଥିବା ବେଳେ…

ସାପକାମୁଡ଼ାରେ ନାବାଳକଙ୍କ ଜୀବନଗଲା

ବାହାନଗା,୨୬।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଆରୁହାବାଡ଼ ପଞ୍ଚାୟତର ଦୋଳପୁର ଗ୍ରାମରେ ଗୁରୁବାର ସକାଳେ ଏକ ବିଷାକ୍ତ ସାପ କାମୁଡ଼ିଦେବାରୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ଗ୍ରାମର ସୁଧାକର ସ୍ବାଇଁଙ୍କ ନାବାଳକ ପୁଅ ଚକ୍ରଧର(୧୩) ଘରୁ ବିଲକୁ ଯାଉଥିବା ବେଳେ ବିଲ…

କାନ୍ଥପଡ଼ି ନାବାଳିକାଙ୍କ ଜୀବନଗଲା, ୨ ଗୁରୁତର

ବାହାନଗା,୨୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତ ମଳଙ୍ଗ ଗ୍ରାମର ସଞ୍ଜୟ ନାୟକଙ୍କ ଘର ମାଟି କାନ୍ଥ ଓ ଆଟୁ ଭାଙ୍ଗିଯିବାରୁ ନାବାଳିକାଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, ବୁଧବାର ରାତିରେ ଘର…

ସିଂଲା ଦୋଳବାଡ଼ ଗ୍ରାମରେ ୧୪୪ ଧାରା ଜାରି

ବସ୍ତା,୨୬।୯(ସ୍ବ.ପ୍ର)- ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଦୋଳବାଡ଼ ଗାଁରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିବା ଜଣାପଡ଼ିଛ। ଜନୈକ ପରିବାର ଗ୍ରାମରେ ଥିବା ମନ୍ଦିର ପାଖ ସରକାରୀ ରାସ୍ତାକୁ ଘରୋଇ ଭାବେ ବ୍ୟବହାର କରିବାକୁ କେନ୍ଦ୍ର କରି ଉତ୍ତେଜନା…

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବାଲେଶ୍ୱର ଅଫିସ/ରେମୁଣା,୨୬।୯(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦା ସ୍ଥିତ ନୋସି ବିଜିନେସ୍‌ ପାର୍କ ପରିସରରେ ଥିବା ଏକ ପୋଖରୀ ଭିତରୁ ବୁଧବାର ସନ୍ଧ୍ୟା ୭ଟା ସମୟରେ ଜଣେ ଯୁବକଙ୍କ ମୃତଶରୀର ଭାସୁଥିବାର ଦେଖିବାକୁ ମିଳିଥିଲା। ଶିଳ୍ପାଞ୍ଚଳ ଥାନା ପୋଲିସ ମୃତଦେହ…

ଲଗାଣ ବର୍ଷାରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୯- ବାଲେଶ୍ୱର ଜିଲାରେ ୩ ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ସହର ତଳି ଅଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ଜଳକା ନଦୀ ବିପଦ ସଙ୍କେତ ଅତିକ୍ରମ କରି ପ୍ରବାହିତ ହେଉଥିବାବେଳେ…

ସାପ କାମୁଡାରେ ୩ ମୃତ

ଔପଦା/ଖଇରା/କୁଳିଅଣା, ୨୫ା୯(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସାପ କାମୁଡାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବାଲେଶ୍ୱର ଜିଲା ଔପଦା ଥାନା ଗଜାଆମ୍ବ ଗ୍ରାମର ମାଧବାନନ୍ଦ ମାରାଣ୍ଡି(୧୮), ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଖଣ୍ଡପଡ଼ା ଗ୍ରାମର ୨ବର୍ଷର…

କ୍ରଶର, ଖଣି କାଗଜପତ୍ର ଯାଞ୍ଚ କଲେ ଉପଜିଲାପାଳ

ଖଇରା, ୨୫।୯(ଡି.ଏନ.ଏ.)-ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ମଙ୍ଗଳବାର ଶାରୀଶୂଆ ପାହାଡ଼ ପାଦଦେଶରେ ବେଆଇନ ଭାବେ ଚାଲୁଥିବା ବିଭିନ୍ନ କ୍ରଶରର କାଗଜପତ୍ର ଯାଞ୍ଚ କରିବା ସହ ଖଣି ପରିଦର୍ଶନ କରିଛନ୍ତି। ପ୍ରବଳ ବର୍ଷା ଯୋଗୁ ଯାଞ୍ଚରେ ବାଧା ଉପୁଜିଥିଲା।…

ଭିତ୍ତିଭୂମି ବିକାଶ ଅର୍ଥ ବ୍ୟବସ୍ଥାକୁ ମଜଭୁତ କରିବ

ବାଲେଶ୍ୱର ଅଫିସ, ୨୫।୯-ବିଶ୍ୱରେ ଅର୍ଥ ବ୍ୟବସ୍ଥାର ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଭାରତର ଅର୍ଥ ବ୍ୟବସ୍ଥାକୁ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ବିଭନ୍ନ ପଦକ୍ଷେପ ନେଇଛନ୍ତି। ଏଥର କେନ୍ଦ୍ର ବଜେଟ୍‌ରେ ଭିତ୍ତିଭୂମି ଓ ବିକାଶ ପ୍ରତି ଅଗ୍ରାଧିକାର ଦିଆଯାଇଛି। ଏହା ଦେଶର…

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରୁ ମଦ ଦୋକାନ ଉଠାଇବା ଦାବି, ଧାରଣା ଚେତାବନୀ

ବାଲେଶ୍ୱର ଅଫିସ, ୨୪।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନକୁ ଉଠାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବାରମ୍ବାର ଦାବି କରାଯାଇ ଆସୁଛି। ହେଲେ ପ୍ରଶାସନ ପକ୍ଷରୁ ଏଥିପ୍ରତି ଭ୍ରୁକ୍ଷେପ କରାଯାଉନାହଁି। ଫଳରେ ବହୁ ଯୁବକ…

ବାଲେଶ୍ୱର ଭିଜିଲାନ୍ସ, ବନବିଭାଗର ଚଢ଼ାଉ: ମୂଲ୍ୟବାନ କାଠ ସହ ଗାଡ଼ି ଜବତ

ସଜନାଗଡ଼, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ଓ ନୀଳଗିରି ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଚୋରା କାଠ ବୋଝେଇ ପିକଅପ୍‌ ଭ୍ୟାନ୍‌ (ନଂ. ଓଆର୍‌୦୧ଏ-୩୨୪୬) ଜବତ ହୋଇଛି। ଏହି ପିକଅପ୍‌ ଭ୍ୟାନ୍‌ରେ ଚୋରାକାଠ ବୋଝେଇ ହୋଇ ଝରଣା ଘାଟିଆଡୁ ଆସୁଥିତ୍ବାର ବାଲେଶ୍ୱର…

ପଦାକୁ ଆସୁଛି ବ୍ରାଉନ୍‌ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍‌ ସିଲ

ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ବ୍ରାଉନସୁଗାରରୁ କିପରି ବିପୁଳ ସମ୍ପତ୍ତିର ମାଲିକ ହେଲେ ତାହାକୁ ନେଇ ଖୋଳତାଡ଼ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?