ପଣପଣାରେ କେନ୍ଦ୍ରମନ୍ତ୍ରୀଙ୍କ ଜନଶୁଣାଣି
ବାହାନଗା, ୩୧ା୮(ଡି.ଏନ.ଏ.)-ବାହାନଗା ବ୍ଲକ ପଣପଣା ପଞ୍ଚାୟତ ପରିସରରେ ଶୁକ୍ରବାର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଦ୍ୱାରା ଜନଶୁଣାଣି ଅନୁଷ୍ଠିତ ହୋଇଛି ା କେନ୍ଦ୍ର ସରକାରଙ୍କ ଯୋଜନା ମଧ୍ୟରୁ ମୁଖ୍ୟତଃ ୩ଟି ଯୋଜନା ଉପରେ ଦଳର କର୍ମକର୍ତ୍ତାମାନେ ଲୋକମାନଙ୍କୁ ସଚେତନ କରାଇଥିଲେ। ଏହାସହ…
ପୋଲିସ ପରିଚୟ ଦେଇ ଲୁଟ୍
ଭଦ୍ରକ ଅଫିସ, ୩୦।୮- ଭଦ୍ରକ ଚରମ୍ପା ପଥରଆଡ଼ି ରାସ୍ତାର ଏକ ଘରୋଇ ନର୍ସିଂହୋମ ନିକଟରେ ଶୁକ୍ରବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ନିଜକୁ ପୋଲିସ ଅଧିକାରୀ ପରିଚୟ ଦେଇ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କଠାରୁ ସୁନାଚେନ୍ ଲୁଟି ନେଇଛନ୍ତି ଲୁଟେରା। ଉକ୍ତ ସୁନାଚେନ୍ର…
୪ ବଖରା ଜଳିଗଲା
ଖଇରା, ୩୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୨ପରିବାରର ୪ ବଖରା ନଷ୍ଟ ହୋଇଯାଇଛି। କ୍ଷତିଗ୍ରସ୍ତ ପରିବାରଙ୍କ ମଧ୍ୟରେ ଆନନ୍ଦ ପୁହାଣ ଓ ବିନୋଦ ପୁହାଣଙ୍କର ୨ବଖରା ଲେଖାଏଁ ବାସଗୃହ ରହିଛି। ନଷ୍ଟ…
ଖଣିଆ ପୋଲ ନିମ୍ନମାନର ଅଭିଯୋଗ: ତଦନ୍ତ କଲେ ଏସ୍କ୍ୟୁଏମ୍
ଖଇରା, ୩୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ତୁଡିଗଡିଆ -ଡଗରପଡା ଆରଡି ରାସ୍ତାର ଖଣିଆ ନିକଟରେ ପୋଲ ନିମ୍ନମାନର ହୋଇଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ରାଜ୍ୟ ମାନ ଯାଞ୍ଚ(ଷ୍ଟେଟ କ୍ୱାଲିଟି ମନିଟର) ଅଧିକାରୀଙ୍କ ଦ୍ୱାରା ଶୁକ୍ରବାର…
ଜଳେଶ୍ବରରୁ ୬ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଜଳେଶ୍ବର, ୩୦।୮(ବ୍ୟୁରୋ): କଟକ ଅବକାରୀ ବିଭାଗର ଭ୍ରାମ୍ୟମାଣ ଫ୍ଲାଇଂ ସ୍କ୍ବାଡ୍ ତରଫରୁ ଅଚାନକ ଚଢ଼ାଉ କରାଯାଇ ଜଳେଶ୍ୱର ଷ୍ଟେଶନବଜାର କାଳୀମନ୍ଦିର ସମ୍ମୁଖରୁ ୧ଶହ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି…
ମାଲବାହୀ ଟ୍ରକ୍ ଧକ୍କାରେ ଜଣେ ମୃତ
ଜଳେଶ୍ବର, ୩୦।୮: ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମଣନାଥ ତନଖି ଫାଟକ ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନଛିମପୁର ପଞ୍ଚାୟତ ଦେଉଳା ଗ୍ରାମର ବିମଳ…
ଜୁଆ ଆଡ୍ଡା ଉପରେ ଚଢ଼ାଉ, ୬ ଗିରଫ
ବାଲେଶ୍ୱର ଅଫିସ, ୩୦।୮-ବାଲେଶ୍ୱର ସହଦେବଖୁଣ୍ଟା ଥାନା ଗୋଳାପୋଲ ଅଞ୍ଚଳରେ ଦୀର୍ଘଦିନ ଧରି ଜୁଆ ଆଡ୍ଡା ଚାଲୁଥିବା ଅଭିଯୋଗ ହୋଇଥିଲା। ବୁଧବାର ମଧ୍ୟରାତ୍ରିରେ ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଉକ୍ତ ଆଡ୍ଡାରେ ଚଢ଼ାଉ କରି ୬ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଜୁଆ…
ଚିଟ୍ଫଣ୍ଡ ଅର୍ଥ ଫେରସ୍ତ ଦାବି: ଏଜେଣ୍ଟଙ୍କ ବିରୋଧରେ ଏତଲା ଦେଲେ ଜମାକାରୀ
ରେମୁଣା, ୩୦।୮(ଡି.ଏନ.ଏ.)-ରେମୁଣା ଥାନା ଅଧୀନ ବିଦ୍ୟାଧରପୁର ଗଁାର କେତେକ ଚିଟ୍ଫଣ୍ଡ ଜମାକାରୀ ସେହି ଗଁାର ଜଣେ ଏଜେଣ୍ଟଙ୍କ ନଁାରେ ଥାନାରେ ଅଭିଯୋଗ କରିଛନ୍ତି। ଉକ୍ତ ଏଜେଣ୍ଟ ବିଭିନ୍ନ କମ୍ପାନୀ ସମ୍ପର୍କରେ ଗଁାର ଲୋକ ବିଶେଷକରି ମହିଳାଙ୍କ ମଧ୍ୟରେ ବିଶ୍ୱାସ ଜନ୍ମାଇ ସେମାନଙ୍କଠାରୁ…
ଫାଇନାନ୍ସ କର୍ମଚାରୀଙ୍କୁ ଭୁଜାଲି ମାଡ଼, ୪୬ହଜାର ଲୁଟ୍
ରୂପ୍ସା, ୨୯।୮(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ-ସାନଗୋବରା ରାସ୍ତାରେ ୩ଜଣ ଦୁର୍ବୃତ୍ତ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪୬ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ପୋଲିସ ଏକ ମାମଲା (ନଂ.…
ଥମୁନି ଝାଡ଼ାବାନ୍ତି, ପୁଣି ଜଣେ ମୃତ: ପ୍ରଶାସନର ଚେତା ପଶୁନି
ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତଥା ଆଖପାଖ ଅଞ୍ଚଳରେ ଝାଡାବାନ୍ତି ଥମିବାର ନଁା ନେଉନି। ଗତ ୪ତାରିଖରୁ ୫୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ହୋଇଛି। ବୁଧବାର ରାତିରେ ଭଉଁରିଆବାଡ଼ ପଞ୍ଚାୟତର କାନ୍ଥସିମୁଳିଆ…
ହାତୀ ଆକ୍ରମଣରେ ଯୁବକ ଗୁରୁତର
ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ହାତୀଙ୍କ ଉପତ୍ାତ ଦିନକୁ ଦିନ ବଢ଼ି ଚାଲିଛି। କେତେବେଳେ ଚାଷଜମିର କ୍ଷତି କରୁଛନ୍ତି ତ, କେତେବେଳେ ବାଡ଼ି ଘରେ ପଶି କଦଳୀ ଗଛ, ବାଉଁଶବୁଦାରେ ଖାଇବା ସହ ଅନ୍ଧାର ରାତିର…
ତେଲ ଟ୍ୟାଙ୍କରରୁ ଚୋରା କେନ୍ଦୁପତ୍ର ଜବତ
ସଜନାଗଡ଼/ସୋର/ବାହାନଗା,୨୯।୮(ଡି.ଏନ.ଏ.)-ଅଭିନବ ଉପାୟରେ କେନ୍ଦୁପତ୍ର ଚୋରାଚାଲାଣ ହେବା ଘଟଣା ପଦାକୁ ଆସିଛି। ବୁଧବାର ଏକ କମ୍ପାନୀର ତେଲ ଟ୍ୟାଙ୍କରରେ କେନ୍ଦୁପତ୍ର ଲୋଡ଼ ହୋଇ ଆସୁଥିବା ବନବିଭାଗ ବିଶେଷ ସୂତ୍ରରୁ ଖବରପାଇଥିଲା। ବାଲେଶ୍ୱର ଡିଏଫ୍ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ କୁଲଡ଼ିହା ରେଞ୍ଜର ତଥା…
Archives


