୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ
ବସ୍ତା,୨୯।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ବସ୍ତା ଓ ଆଖ ପାଖ ଅଞ୍ଚଳରେ ବ୍ରାଉନସୁଗାର ଚୋରା କାରାବାର ଦିନକୁ ଦିନ ବ୍ୟାପକ ହେବେରେ ଲାଗିଛି। ବୁଧବାର ବସ୍ତା ପୋଲିସ ଚଢ଼ାଉ କରି ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଏହି ଘଟଣାରେ ଅଭିଯୁକ୍ତ…
ଜଳିଗଲା ୨ ଉଠାଦୋକାନ
ବାଲେଶ୍ୱର ଅଫିସ, ୨୯।୮- ବାଲେଶ୍ୱର ଷ୍ଟେଶନ ଛକରେ ଥିବା ୨ଟି ଉଠା ଦୋକାନରେ ବୁଧବାର ରାତି ୧୦ଟା ସମୟରେ ନିଆଁ ଲାଗି ଯାଇଥିଲା। ଗୋଟିଏ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଥିବାବେଳେ ଅନ୍ୟଟିରେ ଆଂଶିକ ନିଆଁ ଲାଗିଛି। ଖବରପାଇ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ…
ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ
କେନ୍ଦୁଝର, ୨୮-୮(ସ୍ବ.ପ୍ର.):ରୁବିକ୍ସ କ୍ୟୁବ୍ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପରଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା ବିଭିନ୍ନ ସୋସିଆଲ ମିଡିଆ ସମେତ ଟିଭି ଓ ପ୍ରିଣ୍ଟ ମିଡିଆରେ ମଧ୍ୟ ଛାଇ…
ଏମିତି ଚାଲିଛି ଅଙ୍ଗନୱାଡ଼ି କେନ୍ଦ୍ର: ଅସୁରକ୍ଷିତ ପରିବେଶରେ ପାଠପଢା
ସଜନାଗଡ଼, ୨୮।୮(ଡି.ଏନ.ଏ.)-ଶିଶୁଙ୍କ ମୂଳଦୂଆ ସୁରକ୍ଷିତ ଭାବେ ଗଢିବା ଲାଗି ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ମାଧ୍ୟମରେ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ତାହା ବାସ୍ତବରେ ଫଳପ୍ରଦ ହୋଇପାରୁନାହିଁ। ସରକାରୀ କଳର ଉଦାସୀନତା ଯୋଗୁ ଶିଶୁମାନେ ଦୁର୍ଦ୍ଦଶା…
ହୋଇପାରୁନି ବନ୍ୟା ପାଣି ନିଷ୍କାସନ: ୧୦୦ ପରିବାର ଜଳବନ୍ଦୀ
ବସ୍ତା, ୨୮।୮(ସ୍ବ.ପ୍ର.) – ଗତ କିଛି ଦିନ ଧରି ଉପରମୁଣ୍ଡରେ ଏବଂ ସ୍ଥାନୀୟ ଅଞ୍ଚଳରେ ବର୍ଷା ଯୋଗୁ ବସ୍ତା ବ୍ଲକ ଦେଇ ପ୍ରବାହିତ ନଦୀ ଜଳକା ବିପଦ ସଂକେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି। ମଥାନୀଠାରେ ନଦୀର ଜଳସ୍ତର ୫.୫୦ ମିଟର ଥିବାବେଳେ…
ବସ୍ତା ଅଞ୍ଚଳରେ ଲୋକଙ୍କ ନିଦ ହଜାଇ ଦେଇଥିଲା ଦୌରାତ୍ମ୍ୟ, ଧରାପଡିଲେ ୪ ଲୁଟେରା
ବସ୍ତା, ୨୭।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ଲୁଟେରାଙ୍କ ଦୌରାତ୍ମ୍ୟ ଲୋକଙ୍କ ନିଦ ହଜାଇ ଦେଇଥିଲା। ଶେଷରେ ପୋଲିସ ୪ ବାଇକ୍ ଲୁଟେରାଙ୍କୁ କାବୁ କରିବାରେ ସକ୍ଷମ ହୋଇଛି। ସେମାନଙ୍କଠାରୁ ୪ଟି ବାଇକ୍ ଜବତ ହୋଇଥିବା ବସ୍ତା ପୋଲିସ ଆଇଆଇସି ଧନେଶ୍ୱର ସାହୁ…
ରାସ୍ତା ପାଲଟିଛି ଦୁର୍ଗମ: ଖମ୍ବ ପୋତି ପ୍ରତିବାଦ ଜଣାଇଲେ ଗ୍ରାମବାସୀ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି
ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲିଆପାଳ ବ୍ଲକ ବଡାଶ ପଞ୍ଚାୟତ ଜଗାଇ ହାକାଣ୍ଡ ପୋଖରୀରୁ ମାଣିକ ସିମୁଳିଆସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ(ବିନ୍ଦୁ ଧର୍ମ)ଆଶ୍ରମ ପର୍ଯ୍ୟନ୍ତ ରାସ୍ତା ଦୁର୍ଗମ ହୋଇପଡିଛି। ଫଳରେ ଏହି ରାସ୍ତାରେ ଚାରିଚକିଆ ଯାନବାହନ ଚଳାଚଳକୁ ଗ୍ରାମବାସୀ ରାସ୍ତାରେ ଖମ୍ବ ପୋତି ବନ୍ଦ…
ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ନିମ୍ନମାନର ଅଭିଯୋଗ: ଜିଲାପାଳଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ
ବାଲେଶ୍ୱର ଅଫିସ,୨୭।୮: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦିଆଯାଉଥିବା ରନ୍ଧା ଖାଦ୍ୟ ନିମ୍ନମାନର ନେଇ ସୋମବାର ରାତିରେ ରୋଗୀଙ୍କ ସମ୍ପର୍କୀୟ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁସାରେ, ଖାଦ୍ୟର ମାନ ଅତି ନିମ୍ନ ଓ ବାସି…
ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଜଳକା: ତଳିଆ ଅଞ୍ଚଳ ସ୍ଥିତି ଉପରେ ନଜର
ବାଲେଶ୍ୱର ଅଫିସ/ବସ୍ତା,୨୭।୮(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ବସ୍ତା ଅଞ୍ଚଳ ଦେଇ ପ୍ରବାହିତ ଜଳକା ନଦୀରେ ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀ ତଳମୁଣ୍ଡର ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ଏହା ଅଞ୍ଚଳବାସୀଙ୍କ ମନରେ ଛନକା ସୃଷ୍ଟି କରିଛି। ପ୍ରଶାସନ ପକ୍ଷରୁ…
ସୁଅ ମୁହଁରେ ଅଥୟ କଙ୍କଡ଼ାପାଳ
ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଚଉମୁଖ ପଞ୍ଚାୟତ କଙ୍କଡାପାଳ ଅଞ୍ଚଳରେ ସୁବର୍ଣ୍ଣରେଖା କୂଳ ଖାଇ ଗତିପଥ ବଦଳାଇବା ପରିସ୍ଥିତି ସୃଷ୍ଟି ହୋଇଛି। ଏ ନେଇ ଅଞ୍ଚଳବାସୀ ଭୟରେ ଦିନ ବିତାଉଛନ୍ତି। ସୁବର୍ଣ୍ଣରେଖା କୂଳକ୍ଷୟରୁୁ କଙ୍କଡାପାଳ ଗାଁକୁ ସୁରକ୍ଷା ଦେବା ସକାଶେ…
‘ଆଗେ ଜମି ଦିଅ, ପରେ ଉଚ୍ଛେଦ’
ବାଲେଶ୍ୱର ଅଫିସ,୨୬।୮- ବାଲେଶ୍ୱର ସହରର ଅଙ୍ଗାରଗଡ଼ିଆ, କରଞ୍ଜିଆ, ଆଇଟିଆଇ ପମ୍ପହାଉସ ନିକଟବର୍ତ୍ତୀ ଅଞ୍ଚଳରେ ସରକାରୀ ଜମିରେ ଦୀର୍ଘଦିନ ଧରି ଗଢ଼ି ଉଠିଥିବା ସ୍ଥାୟୀ ବାସିନ୍ଦାଙ୍କୁ ଉଚ୍ଛେଦ କରିବା ଲାଗି ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ଏହାକୁ ସ୍ଥାନୀୟ ବାସିନ୍ଦର ବିରୋଧ କରି…
ତାଳସାରି ଅଶ୍ଳୀଳ ଭିଡିଓ ଭାଇରାଲ ଘଟଣା: ଜିଲାପାଳ, ଏସ୍ପିଙ୍କୁ ଘେରିଲେ ଭୋଗରାଇବାସୀ
ଭୋଗରାଇ, ୨୬।୮( ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇର ତାଳସାରି ମେରାଇନ ଥାନା ଅଧୀନ ବହୁ ଚର୍ଚ୍ଚିତ ନାବାଳିକା ଛାତ୍ରୀ ଅଶ୍ଳୀଳ ଭିଡିଓ ଭାଇରାଲ ଓ ବ୍ଲାକ୍ମେଲିଂ ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଭୋଗରାଇ ବୁଦ୍ଧିଜୀବୀ ସଂଗଠନ ପକ୍ଷରୁ ସୋମବାର ଜିଲାପାଳ…
Archives


