ବସ୍ତା ଡାକ୍ତରଖାନାରେ ପଶିଲା ନର୍ଦ୍ଦମା ପାଣି
ବସ୍ତା, ୨୫।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଶନିବାର ରାତିରୁ ବର୍ଷା ଲାଗି ରହିବାରୁ ବସ୍ତା ଡାକ୍ତରଖାନାରେ ରବିବାର ହଠାତ୍ ନର୍ଦ୍ଦମା ପାଣି ପଶିଯାଇଥିଲା। ଡାକ୍ତରଖାନା ପାଖ ଡ୍ରେନ୍ରେ ଅନାବନ ସାମଗ୍ରୀ ଜମା ହୋଇ ରହିଥିବା ଏଭଳି ପରିସ୍ଥିତି ଉପୁଜିଥିଲା। ଫଳରେ ରୋଗୀ ଓ ସେମାନଙ୍କର…
ଅବହେଳିତ ସଂସ୍କୃତ ବିଦ୍ୟାଳୟ: ଦୁର୍ଦ୍ଦଶାରେ୧୧୯ ଅନ୍ତେବାସୀ
ଖଇରା, ୨୬ା୮(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡଗରପଡା ପଞ୍ଚାୟତ ପରୁଷୋତ୍ତମପୁର ଗାଁ ଶେଷମୁଣ୍ଡରେ ରହିଛି ଦୂରଦେଇ ସଂସ୍କୃତ ବିଦ୍ୟାଳୟ । ୩୧ବର୍ଷ ତଳେ ସଂସ୍କୃତ ଶିକ୍ଷାର ପ୍ରଚାର ପ୍ରସାର ଲାଗି ଗଢି ଉଠିଥିଲା ଏହି ଶିକ୍ଷାନୁଷ୍ଠାନ। ଗାଁ ମୁଣ୍ଡରେ…
ପୁଣି ବିପଦସଂକେତ ଟପିଲା ଜଳକା
ବସ୍ତା, ୨୫।୮(ସ୍ବ.ପ୍ର.)-ଜଳକା ନଦୀରେ ରବିବାର ପୁଣି ବନ୍ୟାଜଳ ଆସି ବିପଦସଂକେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି ା ବସ୍ତା ବ୍ଲକର ମଥାନୀଠାରେ ନଦୀର ବିପଦସଂକେତ ସ୍ତର ୫.୫୦ ମିଟର ଥିବା ବେଳେ ଜଳପତ୍ତନ ରବିବାର ସନ୍ଧ୍ୟା ୫ଟାରେ ୫.୭୯ ମିଟରରେ ପହଞ୍ଚତ୍ଛି ା…
ନିର୍ମାଣ ହେଉନି ଭଗବାନପୁର-ବାମଡ଼ା ଲିଙ୍କ୍ ରୋଡ଼:କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିକାଶ ପରିଷଦର କର୍ମକର୍ତ୍ତା
ରୂପ୍ସା,୨୫।୮(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ରୂପ୍ସା-ବାଙ୍ଗିରିପୋଷି ରେଳଲାଇନର ଭଗବାନପୁର ଗାଁ ଛକରୁ ବାମଡ଼ା ଲେଭଲ୍ କ୍ରସିଂ ପର୍ଯ୍ୟନ୍ତ ନୂତନ ଲିଙ୍କରୋଡ଼ ନିର୍ମାଣ ହେଉ ନ ଥିବାରୁ ଜନ ଅସନ୍ତୋଷ ଦେଖାଦେଇଛି। ୧୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କ ପାଇଁ ଏହି ରେଳବାଇ ରାସ୍ତା…
ରାସ୍ତା ବନ୍ଦ କରିବା ନେଇ ଉତ୍ତେଜନା
ବାଲେଶ୍ୱର ଅଫିସ, ୨୫।୮-ବାଲେଶ୍ୱର ସହରର ଉତ୍ତର-ପୂର୍ବ ଦିଗ ଓଟିରୋଡ୍ରେ ଥିବା ସରକାରୀ ଆଇଟିଆଇ କଲେଜ ପରିସରରେ ଦେଇ ଯାଇଥିବା ପକ୍କା ରାସ୍ତାକୁ ବନ୍ଦ କରିବା ଲାଗି ଆଇଟିଆଇ କର୍ତ୍ତୃପକ୍ଷ ପୋଲିସ ସହାୟତାରେ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକେ ଏହାକୁ ବିରୋଧ…
ଜିକେ ଭଟ୍ଟର ହସ୍ପିଟାଲରେ ଭଙ୍ଗାରୁଜା ଘଟଣା: ବସିଲା ଶାନ୍ତି କମିଟି ବୈଠକ
ଜଳେଶ୍ୱର, ୨୫ା୮-ଜଳେଶ୍ୱର ଜିକେଭଟ୍ଟର ହସପିଟାଲରେ ହୋଇଥିବା ଭଙ୍ଗାରୁଜା ଘଟଣାକୁ ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଆବାହକତ୍ୱରେ ଶନିବାର ଜଳେଶ୍ୱର ବ୍ଲକ ସମ୍ମିଳନୀ କକ୍ଷରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜଳେଶ୍ୱର ବିଧାୟକ ଅଶ୍ୱିନୀ…
ମୋରମ ଗାଡ଼ିଆରେ ବୁଡ଼ି ନାବାଳକ ମୃତ
ସଜନାଗଡ଼,୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ବାଘମରା ଗ୍ରାମର ଶମ୍ବୁ ସିଂଙ୍କ ୭ ବର୍ଷର ପୁଅ ଅଜୟ (୭) ମୋରମ ଗାଡିଆରେ ବୁଡି ପ୍ରାଣ ହରାଇଛନ୍ତି। ସେ ପ୍ରତିଦିନ ଭଳି ଶନିବାର ସ୍କୁଲ ଯାଇଥିଲେ। ସେ ସ୍କୁଲ ସାରି ଘରକୁ ଫେରୁଥିଲା…
ଶିଶୁକନ୍ୟାକୁ ଜନ୍ମ ଦେଇ ମା’ ମୃତ
ସଜନାଗଡ଼, ୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ନରଣପୁର ପଞ୍ଚାୟତର ବିଜିରାସାହି ଗ୍ରାମର ସୁନି ମାଝି(୪୫) ନାମ୍ନୀ ମହିଳା ଏକ ଶିଶୁ କନ୍ୟାକୁ ଜନ୍ମ ଦେବାପରେ ମୃତ୍ୟୁବରଣ କରିଛନ୍ତି। ସୁନି ବାପଘରେ ରହି ଆସୁଥିଲେ। ଶୁକ୍ରବାର ରାତିରେ ତାଙ୍କର ପ୍ରସବ ଯନ୍ତ୍ରଣା…
ବିଦ୍ୟୁତ ତାର ଚୋରି ର଼୍ୟାକେଟ୍ ଠାବ : ଜେଲ୍ ଗଲେ ୪ ଅଭିଯୁକ୍ତ
ବସ୍ତା/ରୂପ୍ସା,୨୪।୮(ଡି.ଏନ.ଏ./ସ୍ବ.ପ୍ର.): ବାଲେଶ୍ୱର ଜିଲା ଅଧୀନ ସଦର, ରୂପ୍ସା, ବସ୍ତା, ସିଂଲା ଓ ବାଲିଆପାଳ ଥାନା ଅଞ୍ଚଳରୁ ଲଗାତର ବିଦ୍ୟୁତ୍ ତାର ଚୋରି ଘଟଣାରେ ଏକ ର଼୍ୟାକେଟ କାମ କରୁଥିବା ଜଣାପଡିଛି। ବସ୍ତା ଏସ୍ଡ଼ିପିଓ ରଣଜିତ୍ ପୃଷ୍ଟି, ଆଇଆଇସି ଧନେଶ୍ୱର ସାହୁ ଓ…
ବିଦ୍ୟୁତ୍ ତାର ଚୋରି ମାମଲାରେ ୪ ଗିରଫ, ବିଦ୍ୟୁତ୍ ତାର, ସ୍କର୍ପିଓ ଜବତ
ବସ୍ତା, ୨୪।୮ (ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା, ବାଲିଆପାଳ ତଥା ବାଲେଶ୍ୱର ସଦର ଅଞ୍ଚଳରେ ଦୀର୍ଘ ଦିନ ଧରି ଚାଲି ଆସିଥିବା ବିଦ୍ୟୁତ୍ ତାର ଚୋରି ର଼୍ୟାକେଟର ଶନିବାର ପର୍ଦ୍ଦାଫାଶ ହୋଇଛି । ବାଲେଶ୍ୱର ଜିଲା ଲଙ୍ଗଳେଶ୍ୱରର କବାଡ଼ିଆ ଗୋଦାମରୁ ଲକ୍ଷାଧିକ…
ଶୁଣିଲେନି ନେତା, ପ୍ରଶାସକ: ରାସ୍ତା ମରାମତି କଲେ ଗ୍ରାମବାସୀ
ଖଇରା, ୨୪।୮(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ବାରମ୍ବାର ସ୍ଥାନୀୟ ନେତାଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ନିବେଦନ କଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ ସରକାରଙ୍କ ସହାୟତାକୁ ଅପେକ୍ଷା ନ କରି ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧିନ ମାଟିଆଳପଦା ଗ୍ରାମବାସୀ…
କୂଳ ଖାଉଛି ବୁଢ଼ାବଳଙ୍ଗ :ଆତଙ୍କିତ ଅବସ୍ଥାରେ ୧୫ ପରିବାର
ବାଲେଶ୍ୱର ଅଫିସ, ୨୪।୮(ମାନସ ବିଶ୍ୱାଳ) -ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ ଦହପଡ଼ା ପଞ୍ଚାୟତ ଦହପଡ଼ା ଗ୍ରାମ ଦେଇ ପ୍ରବାହିତ ହୋଇଥିବା ବୁଢ଼ାବଳଙ୍ଗ ନଦୀ କୂଳ ଖାଇବାରେ ଲାଗିଛି। ବହୁ ସ୍ଥାନରେ ମାଟି ଅତଡ଼ା, ଗର୍ତ୍ତ ହୋଇ ନଦୀକୂଳରେ ଥିବା ବଡ଼…
Archives


