ବାଲେଶ୍ୱର

ସ୍କର୍ପିଓ ସହ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ତାର ଜବତ: ୪ ଅଭିଯୁକ୍ତ ଅଟକ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୩୩କେଭି ବିଦ୍ୟୁତ୍‌ ଲାଇନ୍‌ରୁ ପ୍ରାୟ ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ବିଦ୍ୟୁତ୍‌ ତାର ଚୋରି ହୋଇଥିବା ବସ୍ତା ଥାନାରେ ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ଗତ ମେ…

ଟ୍ରକ୍‌କୁ ପିଟିଲା ବୋଲେରୋ: ୭ ଝୋଟକଳ ଶ୍ରମିକ, ଡ୍ରାଇଭର ଆହତ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ୬୦ନଂ. ଜାତୀୟ ରାଜପଥର ସଦର ବ୍ଲକ ରାଜଧାନୀ ଢ଼ାବା ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ପଛପଟୁ ଏକ ବୋଲେରୋ (ନଂ. ଓଡ଼ି୦୧ଇ-୯୦୩୨) ଧକ୍କା ଦେବାରୁ ରୂପ୍‌ସା ଝୋଟ କାରଖାନାର ୭ଜଣ ଶ୍ରମିକଙ୍କ ସମେତ ବୋଲେରୋ ଡ୍ରାଇଭର ଗୁରୁତର…

ଓଡ଼ିଶା ସୀମାନ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ: ନିଜେ ଚା’ ପ୍ରସ୍ତୁତ କରି ପିଆଇଲେ

ଭୋଗରାଇ, ୨୩।୮(ଡି.ଏନ.ଏ.)-ଓଡ଼ିଶା ସୀମାନ୍ତ ଦୀଘା ସୈକତ ସହରକୁ ୪ ଦିନିଆ ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସି ଗୁରୁବାର ପୂର୍ବାହ୍ନରେ ଫେରିଛନ୍ତି। ସେ ଦୀଘାରେ ୪ଦିନ ରହଣି କାଳରେ ୭୪ ଶିଳାନ୍ୟାସ ଓ ୪୭ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ସେଥିମଧ୍ୟରୁ…

ବିଦ୍ୟାଳୟରେ ରନ୍ଧା ଖାଦ୍ୟ ଦିଆଗଲାନି: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ଧାରଣା

ସିମୁଳିଆ, ୨୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କୁଣ୍ଡି ହରିହର ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ରନ୍ଧାଖାଦ୍ୟ ଦିଆ ନ ଯିବାରୁ ଗୁରୁବାର ଛାତ୍ରୀଛାତ୍ରୀ ଓ ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପରେ ଘଟଣାସ୍ଥଳରେ ଏବିଇଓ ବିଦ୍ୟାଧର ମହାଳିକ,…

ଡିଜେଲ ସରିଯିବାରୁ କାମ କଲାନି ଏସି: ୨ ଘଣ୍ଟା ଅଟକିଲା ଟ୍ରେନ

ବାଲେଶ୍ୱର ଅଫିସ, ୨୨।୮-ବାଲେଶ୍ୱର ରେଳଷ୍ଟେଶନର ୨ ନମ୍ବର ପ୍ଲାଟଫର୍ମରେ ଯଶୋବନ୍ତପୁର-କାମାକ୍ଷା ଏକ୍ସପ୍ରେସ୍‌ ଟ୍ରେନ୍‌ (ନଂ. ୧୨୫୫୨) ରୁ ଡିଜେଲ ସରିଯିବାରୁ ସମସ୍ତ ଏସି କାମ କରି ନ ଥିଲା। ଫଳରେ ଟ୍ରେନ ଷ୍ଟେଶନରେ ୨ଘଣ୍ଟା ଅଟକ ରହିଥିଲା। ଏସି ସଜଡ଼ାଯିବା ସହ…

ଜନନୀ ଏକ୍ସପ୍ରେସ ଡ୍ରାଇଭରଙ୍କ ଦୁର୍ବ୍ୟବହାର ନେଇ ଉତ୍ତେଜନା: ଘରୋଇ ଭ୍ୟାନ୍‌ରେ ଗଲେ ଆସନ୍ନ ପ୍ରସବା

ରୂପ୍‌ସା, ୨୨।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ଜଣେ ଆସନ୍ନ ପ୍ରସବାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବାକୁ ଆସିଥିବା ଜନନୀ ଏକ୍ସପ୍ରେସ୍‌ (୧୦୨ ଆମ୍ବୁଲାନ୍ସ) ଡ୍ରାଇଭରଙ୍କ ଦୁର୍ବ୍ୟବହାର ଓ ଟଙ୍କା ମାଗିବା ଘଟଣାରେ ଅପ୍ରୀତିକର…

କୋଇଲିସାହିରେ ଅଗ୍ନିକାଣ୍ଡ

ରୂପ୍‌ସା, ୨୨।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିଆ ପଞ୍ଚାୟତ ଅନ୍ତର୍ଗତ କୋଇଲିସାହି ଗ୍ରାମରେ ବୁଧବାର ରାତି ପ୍ରାୟ ଗୋଟାଏ ବେଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଶତ୍ରୁଘ୍ନ ବାରିକଙ୍କ ସେଲୋ ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ସେଲୋ ଘରେ ଥିବା ପାଇପ୍‌,…

ଚୋରି ବୋଲେରୋ ଖୋଜିବାରେ ପୋଲିସର ଅବହେଳା : ପ୍ରତିବାଦରେ ରାସ୍ତା ଅବରୋଧ

ବାଲେଶ୍ୱର ଅଫିସ,୨୨।୮: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ପରଖି ଗ୍ରାମ ମୁଖ୍ୟ ରାସ୍ତାକୁ ଗୁରୁବାର ପୂର୍ବାହ୍ନରେ ଗ୍ରାମବାସୀ ଅବରୋଧ କରିଛନ୍ତି। ସୂଚନା ଯେ, ଗତ ୧୯ ତାରିଖ ରାତିରେ ଉକ୍ତ ଗ୍ରାମର ରେହେମାତ ଅଲୀ ଖାଁଙ୍କ ବୋଲେରୋ ଚୋରି ହୋଇଥିଲା। ଏ…

ଦୂଷିତ ଜଳ ଯୋଗୁ ବ୍ୟାପୁଛି ଝାଡ଼ାବାନ୍ତି: ୩ ମୃତ, ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ବସ୍ତା,୨୧।୮(ସ୍ବ.ପ୍ର.): ଲଗାଣବର୍ଷା ପରେ ବାଲେଶ୍ୱର ଜିଲାର ବସ୍ତା ଏବଂ ରେମୁଣା ବ୍ଲକରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ନାଳ ପୋଖରୀରୁ ଲୋକେ ଦୂଷିତ ଜଳକୁ ପାନୀୟ ଭାବେ ବ୍ୟବହାର କରୁଥିବାରୁ ରୋଗ ବ୍ୟାପୁଥିବା ଆଶଙ୍କା କରାଯାଉଛି। ବସ୍ତା ବ୍ଲକ ବାହାବଳପୁର ଅଞ୍ଚଳରେ…

ପାଣିରେ ବୁଡ଼ି ଶିଶୁକନ୍ୟା ଜୀବନ ଗଲା

ରୂପ୍‌ସା,୨୧।୮(ଡି.ଏନ.ଏ.):  ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ବଳବୁଧି ଗ୍ରାମରେ ୧୧ମାସର ଶିଶୁକନ୍ୟା ଚାନ୍ଦିନୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ ଶିଶୁ ହେଲେ ବିଶ୍ୱନାଥ ବେହେରାଙ୍କ କନ୍ୟା । ଅସାବଧାନତା ବଶତଃ ସେ ଘର ପାଖ ଏକ ପାଣି…

ଶିକ୍ଷକ ବଦଳି ପ୍ରତିବାଦ: ପିଲାଙ୍କୁ ସ୍କୁଲ ଛାଡିଲେନି ଅଭିଭାବକ

ଖଇରା, ୨୧।୮(ଡି.ଏନ.ଏ.)-ଖଇରା ବ୍ଲକ ସାରୁଗାଁ ନୋଡାଲ ସ୍କୁଲରେ ବିକଳ୍ପ ବ୍ୟବସ୍ଥା କରା ନ ଯାଇ ରାତି ଅଧିଆ ବିଜ୍ଞାନ ଶିକ୍ଷକ ସୌଭାଗ୍ୟ ବିଶ୍ୱାଳଙ୍କୁ ବଦଳି କରାଯିବା ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ା ପ୍ରତିବାଦରେ ବିଦ୍ୟାଳୟରେ ପଢୁଥିବା ୧୩୪…

ଶଙ୍କା ବଢାଉଛି ଦୁର୍ବଳ ନଦୀବନ୍ଧ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୧।୮-ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ହ୍ରାସ ପାଉଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟା ସୁଦ୍ଧା ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ଜଳସ୍ତର ୮.୬୪ ମିଟର ରହିଥିବାବେଳେ ସନ୍ଧ୍ୟା ୭ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri