ବାଲେଶ୍ୱର

ସାରଗାଁ ବଜାରରେ ଥିବା ମଦ ଦୋକାନ ଉଚ୍ଛେଦ ଦାବି: ଅବକାରୀ ଅଫିସ୍‌ ଘେରିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୨୦।୮-ବାଲେଶ୍ୱର ଜିଲା ରେମୁଣା ବ୍ଲକ ସାରଗାଁ ବଜାର ମଧ୍ୟରେ ଥିବା ମଦ ଦୋକାନ ଉଚ୍ଛେଦ ପାଇଁ ଉକ୍ତ ପଞ୍ଚାୟତର ମହିଳା ଓ ପୁରୁଷ ମଙ୍ଗଳବାର ଜିଲା ଅବକାରୀ ଅଫିସ୍‌କୁ ଘେରାଉ କରିଥିଲେ। ସାରଗାଁ ସରପଞ୍ଚ ରବି ନାୟକଙ୍କ ତତ୍ତ୍ୱାବଧାନରେ ଗ୍ରାମବାସୀ…

ବେପରୁଆ ଚାଲିଛି ବର୍ତ୍ତନା-ଆଗରପଡା ରାସ୍ତା

ଖଇରା, ୨୦।୮(ଡି.ଏନ.ଏ.)-ବାଲେଶ୍ୱର ଭଦ୍ରକ କେନ୍ଦୁଝର ଓ ମୟୂରଭଞ୍ଜ ୪ ଜିଲାକୁ ସଂଯୋଗ କରୁଥିବା ବର୍ତ୍ତନା-ଆଗରପଡା ପୂର୍ତ୍ତ ବିଭାଗ ରାସ୍ତା ଏବେ ବେପରୁଆ ଢଙ୍ଗରେ ଚାଲୁଥିବାରୁ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗୋଟିଏ ପଟେ ଅବଧି ସରିବାକୁ ଆଉ ମାତ୍ର ୪ମାସ ଥିବା…

ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ତହସିଲ ଅଫିସ ଘେରାଉ

ଜଳେଶ୍ୱର, ୨୦।୮-ବାଲେଶ୍ୱର ଜିଲା ଜଳେଶ୍ୱର ଜିକେଭଟ୍ଟର ହସ୍‌ପିଟାଲରେ ଗତ ୧୫ତାରିଖଠାରୁ ଅଦ୍ୟାବଧି ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ସୋମବାର ପୂର୍ବାହ୍ନ ୧୦ଟାରୁ ଶତାଧିକ ଜନସାଧାରଣ ଜଳେଶ୍ୱର ତହସିଲ କାର୍ଯ୍ୟାଳୟକୁ ଘେରାଉ କରି ଧାରଣାରେ ବସିଥିଲେ। କମଳ ଚକ୍ରବର୍ତ୍ତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ…

ଗମ୍ଭୀର ହେଉଛି ବନ୍ୟା ପରିସ୍ଥିତି

ବାଲେଶ୍ୱର ଅଫିସ/ବସ୍ତା, ୨୦।୮(ସ୍ବ.ପ୍ର.)-ଉତ୍ତରଓଡ଼ିଶାରେ ଗତ ୫ଦିନ ଧରି ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ଧୀରେ ଧୀରେ ଗମ୍ଭୀର ହେବାରେ ଲାଗିଛି। ସଦର ବ୍ଲକର ୨ ପଞ୍ଚାୟତ, ରେମୁଣା ବ୍ଲକର ୩ ପଞ୍ଚାୟତ ଓ ବସ୍ତା ବ୍ଲକର ୧୦ପଞ୍ଚାୟତର…

୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାଲିଆପାଳ/ବସ୍ତା,୧୯।୮(ସ୍ବ.ପ୍ର.)-ଶିଶୁକନ୍ୟାମାନଙ୍କ ପ୍ରତି ଅସଦାଚରଣ, ବଳାତ୍କାର ରୋକିବା ଲାଗି କଠୋର ଦଣ୍ଡ ପ୍ରଣୟନ କରାଯାଇଛି। ଏସବୁ ସତ୍ତ୍ୱେ ସେମାନଙ୍କ ପ୍ରତି ଅତ୍ୟାଚାର କମିବାର ନଁା ନେଉନି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ବ୍ଲକ ସିଂଲା ଥାନା ଅଞ୍ଚଳରେ।…

ଉପେନ୍ଦ୍ରନାଥ କଲେଜରେ ଗଣ୍ଡଗୋଳ, ୬ ଛାତ୍ର ଗୁରୁତର ୨ ଅଣଛାତ୍ର ଅଟକ

ସୋର, ୧୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଉପେନ୍ଦ୍ରନାଥ କଲେଜ କ୍ୟାମ୍ପସ ବାହାରେ ଦୁଇ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳକୁ କେନ୍ଦ୍ର କରି କ୍ୟାମ୍ପସ ମଧ୍ୟରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୬ ଜଣ ଛାତ୍ର ଗୁରୁତର ହୋଇଛନ୍ତି। ସୋର ପୋଲିସ…

ବିପଦ ସଂକେତ ଊର୍ଦ୍ଧ୍ୱରେ ଜଳକା: ଦିନ୨ଟା ସୁଦ୍ଧା ଜଳସ୍ତର ୬.୧୭ ମିଟର

ବସ୍ତା,୧୯।୮(ସ୍ବ.ପ୍ର.): ବିପଦ ସଂକେତ ଊର୍ଦ୍ଧ୍ୱରେ ବାଲେଶ୍ୱର ଜିଲାର ଜଳକା ନଦୀ ପ୍ରବାହିତ ହେଉଛି। ମଥାନୀଠାରେ ଜଳ ସ୍ତରର ବିପଦ ସଂକେତ ୫.୫୦ ମିଟର ଥିବା ବେଳେ.େସାମବାର ଦିନ ୨ଟା ସୁଦ୍ଧା ଏଠାରେ ଜଳସ୍ତର  ୬.୧୭ ମିଟର ହୋଇଥିବା ବିଭାଗୀୟ ସୂତ୍ରରୁ ଜଣାପଡିଛି…

ବିପଦସଂକେତ ଟପିଲା ଜଳକା

ବସ୍ତା,୧୯ା୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାର ବିଭିନ୍ନ ନଦୀରେ ଏବର୍ଷର ପ୍ରଥମ ବନ୍ୟାଜଳ ଆସିଛି। ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଗଙ୍ଗାହାର ନଦୀରେ ଜଳପତ୍ତନ ବୃଦ୍ଧି ପାଇଥିବା ବେଳେ ଜଳକା ନଦୀରେ ବନ୍ୟାଜଳ ରବିବାର ବିପଦ ସଂକେତ ଅତିକ୍ରମ କରିଛି। ବସ୍ତା ବ୍ଲକ…

ବାହାନଗାରେ କୃତ୍ରିମ ବନ୍ୟା

ବାହାନଗା, ୧୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଶନିବାରଠାରୁ ଲଘୁଚାପଜନିତ ବର୍ଷା ଲାଗି ରହିବାରୁ ବାହାନଗା ବ୍ଲକରେ କୃତ୍ରିମ ବନ୍ୟା ଦେଖାଦେଇଛି ା ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ଥିବା ଚାଷ ଜମଗୁଡିକରେ ବର୍ଷା ପାଣି ମାଡିଯାଇଛି ା ବର୍ଷା ନ ହେବାରୁ ଚାଷୀ ବିଲକୁ ଲଙ୍ଗଳଟିଏ…

ହସ୍‌ପିଟାଲରେ ଗଣ୍ଡଗୋଳ, ଭଙ୍ଗାରୁଜା ଘଟଣା ୬ ଗିରଫ, ୪ ଡାକ୍ତରଙ୍କୁ ବଦଳି

ଜଳେଶ୍ୱର, ୧୯ା୮-ଜଳେଶ୍ୱର ଜି.କେ. ଭଟ୍ଟର ହସ୍‌ପିଟାଲରେ ଗଣ୍ଡଗୋଳ, ଭଙ୍ଗାରୁଜା ଓ ଡାକ୍ତରଙ୍କୁ ମାଡ ଘଟଣାରେ ବାଲେଶ୍ୱର ସିଡିଏମଓ ଡା.କମଳାକାନ୍ତ ନାୟକ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ସେହିପରି ପୋଲିସ ପକ୍ଷରୁ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୬ ଜଣଙ୍କୁ ଗିରଫ କରାଯାଇଛି।…

ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ

ଜଳେଶ୍ୱର/ଭୋଗରାଇ, ୧୯ା୮(ଡିଏନ.ଏ.)-ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାର ନଦୀ ନାଳ ଉଛୁଳିବା ଆରମ୍ଭ କରିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖାରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଆସିଛି। ଅନୁରୂପ ବୁଢାବଳଙ୍ଗରେ ଜଳପତ୍ତନ ବୃଦ୍ଧି ପାଇଛି। ରବିବାର ମଧ୍ୟାହ୍ନରେ ଜଳକା କୂଳ…

ଜାତୀୟ ପତାକାକୁ ଅସମ୍ମାନ କରି ଶିକ୍ଷକ ନିଲମ୍ବିତ

ବାଲିଆପାଳ, ୧୯ା୮(ଡି.ଏନ.ଏ.)-ଜାତୀୟ ପତାକାକୁ ଅସମ୍ମାନ କରି ବାଲିଆପାଳ ବ୍ଲକ ସରାଡିହା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନନ୍ତ କୁମାର ଦଲାଇ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ା ବ୍ଲକ ଶିକ୍ଷାଧିକାରୀ ନାରାୟଣ ଦାସ ୧୬ତାରିଖରେ ଚିଠି ନଂ. ୧୮୦୩ରେ ଶିକ୍ଷକ ଦଳାଇଙ୍କୁ ନିଲମ୍ବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri